Home Posts tagged former bjp mla prasan patnayak passes away
Odisha News
କାମାକ୍ଷାନଗର, ୩୦/୫: ଓଡ଼ିଶାର ପ୍ରଥମ ଭାଜପା ବିଧାୟକ ତଥା କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୭୪ ବର୍ଷ ବୟସରେ ସେ ଶେଷ ନିଶ୍ଚାସ ତ୍ୟାଗ କରିଥିବା ସୂଚନା ମିଳିଛି।ପଟ୍ଟନାୟକ କାମାକ୍ଷାନଗର ନିର୍ବାଚନମଣ୍ଡଳିରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ରାଜ୍ୟର ରାଜନୀତିରେ ତାଙ୍କର Continue Reading