Home Posts tagged FORMER CMD OF NALCO TAPAN CHAND JOINS BJP
Odisha News
ଭୁବନେଶ୍ବର, ୬/୩: ନାଲକୋର ପୂର୍ବତନ ସିଏମଡି ଡକ୍ଟର ତପନ ଚାନ୍ଦ ବିଜେପିରେ ଯୋଗ ଦେଇଛନ୍ତି। ସେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି।ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ତାଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ପ୍ରଦାନ କରାଯାଇ ସ୍ବାଗତ କରାଯାଇଥିଲା। ଡକ୍ଟର ତପନ ଚାନ୍ଦ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ସହ ଛାତ୍ରଜୀବନରେ ଜଡ଼ିତ ଥିଲେ।ସେ ଉତ୍କଳ ବିଶ୍ବବିଦ୍ୟାଳୟ ଛାତ୍ରସଂସଦର ସଭାପତି ଭାବେ ମଧ୍ୟ Continue Reading
Seo wordpress plugin by www.seowizard.org.