Home Posts tagged Former minister Priti Ranjan Ghadai
Odisha News
ଅକ୍ଷୟ ରାଉତଙ୍କୁ ରିପୋର୍ଟଯାଜପୁର, ୩/୮ : ନିର୍ବାଚନ ପରେ ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅଶାନ୍ତ ହୋଇ ଉଠିଛି । ବିଜେଡିର ଅଭିଯୋଗ ଅନୁଯାୟୀ ବିଜେପିର ଅସାମାଜିକ ବ୍ୟକ୍ତି ଗୁଣ୍ଡାରାଜ କରି ସୁକିନ୍ଦାରେ ରକ୍ତ ପାତ କରୁଛନ୍ତି ।ନିର୍ବଚନ ପରଠାରୁ ବିଜେପି କର୍ମୀଙ୍କ ଆକ୍ରମଣରେ ଜଣେ ଶ୍ରମିକ ସଂଗଠନର କର୍ମକର୍ତ୍ତା, ଜଣେ ଆଇନଜୀବି ଓ ବହୁ ସାଧାରଣ ଲୋକ ଗୁରୁତର ଆହତ ହୋଇଛନ୍ତି ।କିଛି ସ୍ଥାନୀୟ ମେଡିକାଲରେ ଚିକିତ୍ସିତ ହେବା ବେଳେ ଅନ୍ୟ କିଛି କଟକ ସ୍ଥାନାନ୍ତର Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୩/୭ : ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ଶ୍ରମିକ ଓ କର୍ମଚାରୀଙ୍କ ହକ ପାଈଁ ମୁ ସମର୍ପିତ । ସେମାନଙ୍କ ହକର ଲଢେଇରେ ମୁଁ ସାମିଲ ଅଛି ଓ ସେମାନଙ୍କ ସହିତ ରହିଛି । ଆବଶ୍ୟକ ପଡ଼ିଲେ ମୁଁ ଆମରଣ ଅନଶନ କରିବି ।ଏହା କହିଛନ୍ତି ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ତଥା ସୁକିନ୍ଦା ରିଜିୟନ କ୍ରୋମାଇଟ୍ ଖଦାନ ମଜଦୁର୍ ସଂଘର ସଭାପତି ଇଂ ପ୍ରୀତିରଞ୍ଜନ ଘଡ଼ାଇ।ଡେକୋ […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୨/୬ : ଖଣି ଅଞ୍ଚଳର ଶ୍ରମିକ ମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ସୁକିନ୍ଦା ରିଜିୟନ୍ କ୍ରୋମାଇଟ ମଜଦୁର ସଂଘର ସଭାପତି ତଥା ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡ଼ାଇ।କାଳିଆପାଣି ସ୍ଥିତ ୟୁନିଅନ୍ ଅଫିସରେ ଆୟୋଜିତ ଏହି ବୈଠକରେ ଶ୍ରମିକ ସଙ୍ଗଠନର କର୍ମକର୍ତ୍ତାମାନେ ସଙ୍ଘର ଭବିଷ୍ୟତ କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା କରିଛନ୍ତି ।ଏହି ଅବସରରେ ଇଂ ଘଡାଇ କହିଛନ୍ତି ମୁଁ ସବୁ ସମୟରେ ଆପଣଙ୍କ ସହିତ Continue Reading
Seo wordpress plugin by www.seowizard.org.