Home Posts tagged four years girls raped in bhubaneswar
Odisha News
ଭୁବନେଶ୍ୱର,୨୯/୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ୪ ବର୍ଷର ନାବାଳିକାକୁ ବଳାତ୍କାର ଅଭିଯୋଗ ହୋଇଛି। ପଡୋଶୀ ଘରର ୩୦ ବର୍ଷର ଯୁବକ ଏଭଳି ନିନ୍ଦନୀୟ ଘଟଣା ଘଟାଇଥିବା କୁହାଯାଉଛି।ଏୟାରପୋର୍ଟ ଥାନା ଅଞ୍ଚଳର ଏକ ବସ୍ତିରେ ଏହି ଘଟଣା ଘଟିଛି। ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ନାବାଳିକାକୁ ଡାକ୍ତରୀ ମଇନା ପାଇଁ ପଠାଇବା ସହ ଅଭିଯୁକ୍ତକୁ ଥାନାରେ ଅଟକ ରଖିଥିବା ଡିସିପି ପ୍ରତୀକ ସିଂଙ୍କ ସୂଚନା ଦେଇଛନ୍ତି।ପଶ୍ଚିମବଙ୍ଗରେ Continue Reading
Seo wordpress plugin by www.seowizard.org.