
ଭୁବନେଶ୍ୱର, ୪/୮ : ମାନବ ଜୀବନରେ ଏକ ସୁନ୍ଦର ଉପହାର ହେଉଛି ବନ୍ଧୁ। ଏହି ଉପହାରକୁ ଉପଭୋଗ କରିବା ପାଇଁ ଦେବତା ବି ନର ରୂପ ଧାରଣ କରିଛନ୍ତି। ‘ନିର୍ବାସିତର ବିଳାପ’ରେ ମଧୁସୂଦନ ରାଓ ଲେଖିଥିଲେ,’କାହିଁ ବନ୍ଧୁତା କାହିଁ ପ୍ରେମ ସୁନ୍ଦର, ଯା’ର ପ୍ରାପତ ଲାଗି ଦେବତା ନର।’ମର୍ତ୍ତ୍ୟ ମଣ୍ଡଳରେ ବନ୍ଧୁତାର ଏ ଅମୃତକୁ ଆସ୍ୱାଦନ ପାଇଁ ଯେତେବେଳ ଦେବତା ନର ରୂପ ଧାରଣ କରିଛନ୍ତି ଛାର ମଣିଷ ଏଥିରୁ ବାଦ୍ ପଡିବ ବା କିପରି। Continue Reading