Home Posts tagged g20 summit 2023
Odisha News
ନୂଆଦିଲ୍ଲୀ,୯/୯: ଆଜିଠୁ ନୂଆଦିଲ୍ଲୀରେ ଆରମ୍ଭ ହେଉଛି ଦୁଇ ଦିନିଆ ଜି-୨୦ ସମ୍ମିଳନୀ । ଏଥିପାଇଁ ଭାରତ ମଣ୍ଡପମ୍ରେ ପହଞ୍ଚୁଛନ୍ତି ଜଣକ ପରେ ଜଣେ ବିଦେଶୀ ନେତା । ସେମାନଙ୍କୁ ସ୍ୱାଗତ କରୁଛନ୍ତି ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଆଉ ଭାରତ ମଣ୍ଡପମର ସ୍ୱାଗତ ସ୍ଥଳରେ ଶୋଭାପାଉଛି ଓଡ଼ିଶାର କାରୁକାର୍ଯ୍ୟପୂର୍ଣ୍ଣ ଐତିହ୍ୟ କୋଣାର୍କ ଚକ୍ର । ଏହାରି ସାମ୍ନାରେ ଛିଡା ହୋଇ ବିଶ୍ୱନେତାଙ୍କୁ ସ୍ୱାଗତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।‘ବସୁଦେବ Continue Reading
Odisha News
ନୂଆଦିଲ୍ଲୀ,୯/୯: ‘ଜି୨୦’ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଆସିଥିବା ବିଶ୍ବର ବିଭିନ୍ନ ଦେଶର ନେତାମାନଙ୍କୁ ସ୍ବାଗତ କରିବା ଲାଗି ଆଜି ସକାଳ ୯ଟା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଗତି ମୈଦାନରେ ନିର୍ମିତ ‘ଭାରତ ମଣ୍ଡପମ୍’ରେ ଉପସ୍ଥିତ ହୋଇଛନ୍ତି।ପ୍ରଧାନମନ୍ତ୍ରୀଙ୍କ ସହିତ ଉପସ୍ଥିତ ଅଛନ୍ତି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଏବଂ ‘ଜାତୀୟ ସୁରକ୍ଷା ପରାମର୍ଶଦାତା’ ଅଜିତ ଡୋଭାଲ୍। ସେଠାରେ ପ୍ରଧାନମନ୍ତ୍ରୀ ମୋଦୀ Continue Reading
Seo wordpress plugin by www.seowizard.org.