Home Posts tagged Gajapati
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୪ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସେବାସ୍ତମ୍ଭ ମିଳିତ ଭାବେ ସମ୍ବିଧାନ ପ୍ରନେତା ଭାରତରତ୍ନ ବାବାସାହେବ ଡଃ.ଭୀମରାଓ ଆମ୍ବେଦକରଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି ।ଏହି ଅବସରରେ ଜିଲ୍ଲା ସେବାସ୍ତମ୍ଭ୍ ପକ୍ଷରୁ ଦଣ୍ଡମାଲା ସାହିସ୍ଥିତ ବ୍ବା ସାହେବ୍ ଡ଼ଃ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଠାରେ ପାରଳା ପୌର ଅଧ୍ୟକ୍ଷା ଶ୍ରୀମତୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୪ : ଓଡ଼ିଶା ପକ୍ଷ ପାଳନର ତ୍ରୟୋଦଶ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଦ୍ଵାରା ଆୟୋଜିତ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ର ଠାରେ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀ ଶଙ୍କର କେରକେଟା -ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ , ସମ୍ମାନିତ ଅତିଥି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୧/୩ : ଗଜପତି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ-୨୦୨୫ ପାଳନ ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଏକ ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ଉପ-ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡାଙ୍କ ଅଧ୍ୟକ୍ଷତାରେ ସମ୍ମାନିତ ଅତିଥି ଭାବେ ନୂଆଗଡ ଗୋଷ୍ଠୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୩ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ବେତାଗୁଡ଼ା ସ୍ଥିତ ପଲିଟେକନିକ କଲେଜ ସମ୍ମିଳନୀ କକ୍ଷ ଠାରେ ଆଇଏସଆରଡି: ସଖୀ ୱାନ ଷ୍ଟପ” ସେଣ୍ଟର ପକ୍ଷରୁ ଆଜି ବିଶ୍ଵ ଜଳ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ “ସଖୀ ୱାନ ଷ୍ଟପ” କେନ୍ଦ୍ରର ଆଇନ ପରାମର୍ଶ ଦାତା ଶ୍ରୀଯୁକ୍ତ ନାଗେଶ୍ଵର ଚୌଧୁରୀ ଅତିଥି ମାନଙ୍କୁ ସ୍ଵାଗତ ଜଣାଇଥିଲେ ।କେନ୍ଦ୍ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୩ : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଦମ୍ବାଳ ସ୍ଥିତ ଡ଼ମ୍ବାଳ ଗ୍ରାମ ପଞ୍ଚାୟତ କଲ୍ୟାଣ ମଣ୍ଡପ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୮/୧୧: ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ସାନତୁଣ୍ଡି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି. ୯/୧୧ : ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆଜି ୨ ଦିନିଆ ଗଜପତି ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ ହୋଇଯାଇଛି।ଆଜିର ଏହି ଉଦଘାଟନ ସମାରୋହରେ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ , ମାନ୍ୟବର ମନ୍ତ୍ରୀ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଓଡ଼ିଶା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ , ମାନ୍ୟବର ସାଂସଦ ବ୍ରହ୍ମପୁର ଯୋଗ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୯: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ପରିସରରେ ଆଜି ଜିଲ୍ଲା କୋର୍ଟ ପକ୍ଷରୁ ପଡୋଶୀ ଆନ୍ଧ୍ରର ଶ୍ରୀକାକୁଲମ ସହର ସ୍ଥିତ “ଜେମସ ହସପିଟାଲ” ର ମିଳିତ ସହଯୋଗରେ ଜିଲ୍ଲାସ୍ତରୀୟ ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଦୌରା ଜଜ୍ ଶ୍ରୀ ପ୍ରଣବ କୁମାର ରାଉତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ରିବନ୍ କାଟି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୯ : ଆଜି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଠାରେ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୬ ତମ ଶିଶୁକୁ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ପୋଷ୍ୟ ସନ୍ତାନ ଭାବେ ଆନ୍ଧ୍ର ପ୍ରଦେଶ ରାଜ୍ୟର ଏକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି।ସୁଚନା ପ୍ରକାରେ ଆଜକୁ ପ୍ରାୟ ୫ ମାସ ତଳେ ଉକ୍ତ ଶିଶୁଟିକୁ ରାୟଗଡ଼ ଅଞ୍ଚଳରୁ ଅସହାୟ ଅବସ୍ଥାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଏବଂ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୫/୯: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ କରିବା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ପ୍ରତିଯୋଗିତା ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ହେବ ଆସନ୍ତା ଅକ୍ଟୋବର ୬ ତାରିଖ ଠାରୁ ୯ ତାରିଖ ପର୍ଯ୍ୟନ୍ତ ଗଜପତି ଷ୍ଟାଡିୟମ୍ ଠାରେ ଚାରି ଦିନ Continue Reading