
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୪ : ସି.ଏମ୍.ଟ୍ରଫି ନିମନ୍ତେ ଆଜି ଗଜପତି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ପ୍ରତିଯୋଗିତାର ଉଦଯାପନ ହୋଇଯାଇଛି।ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ସି.ଏମ. ଟ୍ରଫି ହାସଲ ନିମନ୍ତେ ୭ ଏପ୍ରିଲ ଠାରୁ ୧୩ ଏପ୍ରିଲ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ଫୁଟବଲ୍ ପ୍ରତିଯୋଗିତାର ଆଜି ଉଦଯାପିତ ହୋଇଯାଇଛି ।ଆଜିର ଉଦଯାପନି ପ୍ରତିଯୋଗିତାରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀ ରୁପେଶ କୁମାର ପାଣିଗ୍ରାହୀ Continue Reading