ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୧୧ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଗାଇବା ପଞ୍ଚାୟତର ଆଦିବାସୀ ବହୁଳ କିମ୍ବୁସିଂ ଗ୍ରାମରେ ଅନୁଷ୍ଠିତ ଗ୍ରାମସଭା ରେ ଯୋଗଦେଇ ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ।ଗ୍ରାମରେ ରହିଥିବା ବିଭିନ୍ନ ସମସ୍ୟା ଉପରେ ଗ୍ରାମବାସୀଙ୍କ ଠାରୁ ବିଭିନ୍ନ ଅଭିଯୋଗ ଶୁଣିବା ପରେ ଗ୍ରାମବାସୀଙ୍କ ସହ ସିଧାସଳଖ ଆଲୋଚନା କରି ଗ୍ରାମରେ ରହିଥିବା Continue Reading




