Home Posts tagged gajapati district (Page 10)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରାଜଜ୍ ଙ୍କ କୋର୍ଟ ପରିସରରେ ଏବଂ ଜିଲ୍ଲାର ମୋହନା , ଆର: ଉଦୟଗିରି ଏବଂ କାଶୀନଗର ସ୍ଥିତ ତାଳୁକ୍ ତଥା ଗ୍ରାମ୍ୟ କୋର୍ଟ ମାନଙ୍କରେ ଆଜି ଜିଲ୍ଲାସ୍ତରୀୟ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି ।ଏହି ଲୋକ ଅଦାଲତ କାର୍ଯ୍ୟକ୍ରମ ଜିଲ୍ଲା ଆଇନସେବା ପ୍ରାଧିକରଣ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି , ୧୦/୯ : ମଙ୍ଗଳବାର ଜିଲ୍ଲା ନୋଡାଲ ସେକ୍ରେଟାରୀ ତଥା ଉପ-ଅଧ୍ୟକ୍ଷ , ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଡ଼: ଏନ: ତିରୁମାଲା ନାଏକ ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତରେ ଆସି ଆର: ଉଦୟଗିରି ବ୍ଲକ୍ ଅନ୍ତର୍ଗତ କାର୍ଯ୍ୟକାରି ହୋଇଥିବା ଇଣ୍ଡୋର୍ ଷ୍ଟାଡିୟମ୍ ବୁଲି ଦେଖିବା ସହ ନିକଟସ୍ଥ ଅନ୍ତ୍ୟୋଦୟ ଗୃହ ଯୋଜନା ହିତାଧିକାରୀଙ୍କୁ ଚାବି କାଠି ପ୍ରଦାନ କରିଥିଲେ ।ସେହିପରି ନୂଆଗଡ ବ୍ଲକ୍ ଅନ୍ତର୍ଗତ ଖଜୁରୀପଦା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସମର୍ଥ ଅନୁଷ୍ଠାନର ସମ୍ମିଳନୀ କକ୍ଷ ଠାରେ “ବିଶ୍ଵ ଫିଜିଓଥେରାପି ଦିବସ” ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି ।ଜିଲ୍ଲା ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ବିଭାଗ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ହେଉଛି ଯେ , ବୌଦ୍ଧିକ ଅକ୍ଷମତା ଥିବା ପିଲା ମାନଙ୍କର ସାମଗ୍ରିକ ବିକାଶକୁ ସମର୍ଥନ କରିବାରେ ଫିଜିଓଥେରାପିର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି , ୮/୯ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଭୁବନୀ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଶଙ୍କର […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୮/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଆଦି କର୍ମଯୋଗୀ ତାଲିମ୍ କାର୍ଯ୍ୟକ୍ରମ ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ତିନି ଦିନିଆ ଆଦି କର୍ମଯୋଗୀ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି।ଏହି ତାଲିମ୍ ରେ ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ , Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧/୯ : ରବିବାର ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡ଼ା ବିଭାଗ ତରଫରୁ ଜାତୀୟ କ୍ରୀଡ଼ା ଦିବସରେ ତିନିଦିନିଆ କାର୍ଯ୍ୟକ୍ରମ ୨୯ ରିଖ ଠାରୁ ୩୧ ରିଖ ପର୍ଯ୍ୟନ୍ତ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୁବଶକ୍ତିର ଉତ୍ସାହ , ଶୃଙ୍ଖଳା , ଏକତା ଓ ସ୍ୱାସ୍ଥ୍ୟ ସଚେତନତାର ସହ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପ୍ରତିଯୋଗିତା ଠାରୁ ଆରମ୍ଭ କରି ଜିଲ୍ଲାସ୍ତରୀୟ ସାଇକଲ ରାଲି ପର୍ଯ୍ୟନ୍ତ ସବୁଠି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମୃତ୍ତିକା ସଂରକ୍ଷଣ କାର୍ଯ୍ୟାଳୟ ସମ୍ମେଳନ କକ୍ଷ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ , ଗଜପତି ତରଫରୁ “ପ୍ରାୟୋଜନ , ପାଳିତ ଯତ୍ନ , ପରବର୍ତ୍ତୀ ଯତ୍ନ ଓ ଅଣଆନୁଷ୍ଠାନିକ ଯତ୍ନ ଉପରେ ଏକ ଦିନିକିଆ କର୍ମଶାଳା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଉକ୍ତ କର୍ମଶାଳା କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ , Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୬/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ସ୍ଵାଧୀନତା ଦିବସ ପାଳନ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳରେ ଚକ୍ଷୁ ସେବାକୁ ପହଞ୍ଚାଇବ ଉଦ୍ଦେଶ୍ୟରେ “ଭିଜନ ଅନ୍ ହ୍ୱିଲ୍ସ” ପ୍ରକଳ୍ପର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଓଡିଶା ସରକାରଙ୍କ ଇସ୍ପାତ, ଖଣିଜ, ପରିବହନ ଓ ବାଣିଜ୍ୟ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା ସବୁଜ ପତାକା ଦେଖାଇ ଏହି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୮ : ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ, ପାରଳାଖେମୁଣ୍ଡି ଏବଂ ଜିଲ୍ଲା ପ୍ରଶାସନ, ଗଜପତିଙ୍କ ମିଳିତ ସହଯୋଗରେ ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟର ନୂତନ ଅଡିଟୋରିୟମ ହଲ ଠାରେ ନିଶା ମୁକ୍ତ ଭାରତ ଅଭିଯାନ ଅଧୀନରେ ଏକ ପ୍ରତିଜ୍ଞା ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଥିଲା ଯୁବପିଢ଼ି ଏବଂ ସମ୍ପ୍ରଦାୟ ମଧ୍ୟରେ ନିଶାମୁକ୍ତ ସମାଜ ଗଠନ ବିଷୟରେ ସଚେତନତା ସୃଷ୍ଟି କରିବା।ଏହି କାର୍ଯ୍ୟକ୍ରମରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ନାତକ ମହିଳା ମହାବିଦ୍ୟାଳୟ ପକ୍ଷରୁ “ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅବସରରେ ବିରାଟ ତ୍ରିରଙ୍ଗା ଶୋଭାଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼ଃ ରୀନା ସାହୁ ତ୍ରିରଙ୍ଗା ପତାକା ଦେଖାଇ ଏହି ତ୍ରିରଙ୍ଗା ଶୋଭାଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।ଏହି ତ୍ରିରଙ୍ଗା ଶୋଭାଯାତ୍ରାରେ ମହାବିଦ୍ୟାଳୟର ସମସ୍ତ Continue Reading