Home Posts tagged gajapati district (Page 11)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୬: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହ ଠାରେ ଆଜି ସନ୍ଧ୍ୟାରେ ପାରଳାଖେମୁଣ୍ଡି ସମ୍ବାଦ ସାହିତ୍ୟ ଘରର ଦ୍ୱାଦଶ ବାର୍ଷିକୋତ୍ସବ ଏବଂ ରଜୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠାନର ସଭାପତି ଉପାନ୍ତପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ଭାବେ ବ୍ରହ୍ମପୁର ଏଡିସନ୍ \”ସମ୍ବାଦ\” ର ବାର୍ତ୍ତା ବିଭାଗ ସହ ସମ୍ପାଦକ ଶ୍ରୀ ମନୋଜ ସାମଲ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୬: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ ଏଙ୍ଗାରସିଂ ପଞ୍ଚାୟତର ଏଙ୍ଗାରସିଂ ଗ୍ରାମରେ ଦେଶାଇ ଫାଉଣ୍ଡେସନ ଟ୍ରଷ୍ଟ ସହାୟତାରେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ସିସିଡ଼ି” ପକ୍ଷରୁ ଏକ ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ସହ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।ଏହି ଶିବିର କାର୍ଯ୍ୟକ୍ରମରେ ଡକ୍ଟର . ସୁଶ୍ରୀ ଏଶ୍ଵରୀୟା ଉପସ୍ଥିତ ସମସ୍ତଙ୍କୁ ସ୍ବାଗତ ଜଣାଇ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୧୨/୬ : ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥ ଆଜି ଜିଲ୍ଲାରେ ଶୁଭାରମ୍ଭ ହୋଇ ଯାଇଅଛି।ଗଜପତି ଜିଲ୍ଲା ସଦରମହକୁମା ଜିଲ୍ଲାପାଳଙ୍କ କାର‌୍ୟ୍ୟଳୟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦୁଇ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଓ ଶ୍ରୀ ରାଜେନ୍ଦ୍ର କୁମାର ମିଞ୍ଜ ଯୋଗଦେଇ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଏହି ସଚେତନତା ରଥ , ଜିଲ୍ଲାର ପାରଳାଖେମୁଣ୍ଡି ପୌରାଞ୍ଚଳ ଓ ବିଜ୍ଞାପିତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୬: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତ୍ୟେଷିଣୀ ସମାଜର ସଭାଗୃହ ଠାରେ ମୁକୁନ୍ଦ ପାଢ଼ୀ ସ୍ମୃତି ସଂସଦ ପକ୍ଷରୁ ପାରଳାର ବିଶିଷ୍ଟ ପ୍ରାଚୀନ ଗୀତିକବି ମୁକୁନ୍ଦ ପାଢୀଙ୍କ ୧୫୩ ତମ ଜୟନ୍ତୀ ସମାରୋହ -୨୦୨୪ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ମୁକୁନ୍ଦ ପାଢ଼ୀ ସ୍ମୃତି ସଂସଦ\’ର ସଭାପତି ଶ୍ରୀ ଭାରତ ଭୂଷଣ ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୬: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ରାଜଦାଣ୍ଡ ସାହି ସ୍ଥିତ ବିଶ୍ଵନାଥ ଫଙ୍କସନ ହଲ ସମ୍ମିଳନୀ କକ୍ଷ ଠାରେ ଆଜି ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ “ସିଦ୍ଧାନ୍ତ” ପକ୍ଷରୁ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ନିର୍ମାତା ତଥା ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ଆତ୍ମଜୀବନୀ ଓ ସାମଗ୍ରିକ କୃତୀ ଉପରେ ଆଧାରିତ “କୀର୍ତ୍ତିକିରୀଟ କୃଷ୍ଣଚନ୍ଦ୍ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୫:ଗଜପତି ଜିଲ୍ଲାରେ ନିକଟରେ ଅନୁଷ୍ଠିତ ହୋଇଥିବା ସାଧାରଣ ନିର୍ବାଚନର ଭୋଟ ଗଣତି ପାଇଁ ନିୟୋଜିତ କର୍ମଚାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଏବଂ ଭୋଟ ଗଣତି ପ୍ରକ୍ରିୟାର ପ୍ରସ୍ତୁତି ପାଇଁ ଜିଲ୍ଲାପାଳଙ୍କ ଏକ ସାମ୍ବାଦିକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ପାରଳାଖେମୁଣ୍ଡି ସ୍ଥିତ ଆରସେଟି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଅନୁଷ୍ଠିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୫: ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ତଥା ଅନ୍ୟତମ କର୍ଣ୍ଣଧାର ଓ ଭାଷାଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ ଏବଂ ଉତ୍କଳବାସୀଙ୍କ ପାଇଁ ଗୌରବର ସ୍ବାକ୍ଷର ବହନ କରୁଥିବା ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୫୧ ତମ ଶ୍ରାଦ୍ଧୋତ୍ସବ ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଓ ସମାଜ ସେବା ଅନୁଷ୍ଠାନ \”ପ୍ରଗତି ମହିଳା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୫:ଗଜପତି ଜିଲ୍ଲାର ୨ ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାରଳାଖେମୁଣ୍ଡି ଏବଂ ମୋହନା ଠାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆଜି ମତଦାନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି ।ଏହି ନିର୍ବାଚନ ଅବସରରେ ଅନୁଷ୍ଠିତ ମତଦାନ ପୂର୍ବରୁ ଜିଲ୍ଲାର ସମସ୍ତ ମତଦାନ କେନ୍ଦ୍ର ଠାରେ ଆଜି ପ୍ରଥମେ ମକପୋଲ କାର୍ଯ୍ୟକ୍ରମ ପୋଲିଂ ଅଫିସର ଓ ସମସ୍ତ ଏଜେଣ୍ଟ ମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା । ପରେ ସକାଳ ୭ଟା ଠାରୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୫: ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଚଳିତ ବର୍ଷର ଦ୍ଵିତୀୟ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।ଜାତୀୟ ଆଇନ ସେବା ପ୍ରାଧକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଚିଠି ଅନୁଯାଇ ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ଗଜପତି ଜିଲ୍ଲା ଦୌରା ଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତରହି ବିଭନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସହ ନିଜ କୋର୍ଟ କାର୍ଯ୍ୟ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୫: ଗତ ଦୁଇଦିନ ଧରି ଦେଶାଇ ଫାଉଣ୍ଡେସନ ସହାୟତା ରେ ସିସିଡି: ଅନୁଷ୍ଠାନ ପକ୍ଷରୁ ରାୟଗଡ଼ ବ୍ଲକର , ଆଲଝୋଲ ଗ୍ରାମରେ ଶିଶୁ ମାନଙ୍କୁ ନେଇ ଏକ “ଗ୍ରୀଷ୍ମ କାଳୀନ ଶିବିର” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଦେଶାଇ ଫାଉଣ୍ଡେସନର ପ୍ରୋଗାମ ସଂଯୋଜକ ଶ୍ରୀ ବିଜୟ ପ୍ରଧାନ , କାର‌୍ୟ୍ୟକ୍ରମର ଶୁଭାରମ୍ଭ କରିବା ସହ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ ।ମୁଖ୍ୟତଃ ଖରା Continue Reading