Home Posts tagged gajapati district (Page 12)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୩/୭ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ତଥା କଲେକ୍ଟୋରେଟ ଭିତରେ ଆଜି ମିଶନ ଶକ୍ତି ବିଭାଗ ଅନ୍ତର୍ଗତ ଗୋଷାଣୀ ବ୍ଲକ୍ ଜଙ୍ଗଲାପାଡୁ ଗ୍ରାମର ମା ମଙ୍ଗଳା ଶକ୍ତି ମହିଳା ସ୍ୱୟଂ ସହାୟକ ଗ୍ରୁପ୍ ପକ୍ଷରୁ “ସୁଭଦ୍ରା ଶକ୍ତି କାଫେ” କ୍ୟାଣ୍ଟିନ ଶୁଭାରମ୍ଭର ଉଦଘାଟିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାସ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରିବନ୍ କାଟି ଉଦଘାଟନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୭ : ଗଜପତି ଜିଲ୍ଲା କାଶୀନଗର ଠାରେ ପ୍ରାୟ ୪ ଏକର ପରିମିତ ଜମିରେ ୫ କୋଟି ୨୯ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଗ୍ରାମ ନ୍ୟାୟାଳୟ ତଥା ଜେଏମଏଫସି: କୋର୍ଟର ନୂତନ ବିଲ୍ଡିଙ୍ଗ ଆଜି ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଶ୍ରୀ ହରିଶ ଟଣ୍ଡନ\’ଙ୍କ ଦ୍ଵାରା ଭର୍ଚୁଆଲ ମୋଡରେ ଉଦଘାଟିତ ହୋଇଯାଇଛି ।ଏହି ସମୟରେ ଜିଲ୍ଲା ଦୌରାଜଜ୍ ଶ୍ରୀ ଜଗଦୀଶ ପ୍ରସାଦ ମହାନ୍ତି , ରେଜିଷ୍ଟ୍ରାର ଶ୍ରୀ ପ୍ରସନ୍ନ କୁମାର […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୭ : ଶିକ୍ଷା ମାଧ୍ୟମରେ ଗ୍ରାମ ଓ ଜୀବନର ପରିବର୍ତ୍ତନ ଘଟାଇବା ଲକ୍ଷ୍ୟରେ ସେଣ୍ଟର ଫର୍ କମ୍ୟୁନିଟି ଡେଭଲପମେଣ୍ଟ (ସିସିଡ଼ି) ତରଫରୁ ରାୟଗଡ ବ୍ଲକର ୭ଟି ଗ୍ରାମର ୨୯ ଜଣ ଏକକ ମାତୃ-ପିତୃ ହୀନ , ପାଠ ଛାଡ଼ିଥିବା ଓ ଅତ୍ୟନ୍ତ ଆବଶ୍ୟକତାମୂଳକ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଉଦ୍ଦେଶ୍ୟରେ ସହଯୋଗ ପାଇଁ ପ୍ରତ୍ୟେକଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ସାହାର୍ଯ୍ୟ ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମଟି ରାୟଗଡା ବ୍ଲକ କନଫରେନ୍ସ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୭ : ଗଜପତି ଜିଲ୍ଲା ମୂର୍ତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି ।ଏହି ଅବସରରେ ଆୟୋଜିତ ହୋଇଥିବା କାର‌୍ୟ୍ୟକ୍ରମରେ ଜିଲ୍ଲା ମତ୍ସ୍ୟ ବିଭାଗ ଅଧିକାରୀ ଶ୍ରୀ ନିରୋଦ ଚନ୍ଦ୍ର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନି ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ Continue Reading
Odisha News
ଗଜପତି, ୧୦/୭ : ଗଜପତି ଜିଲ୍ଲା ଅଡ଼ବା ଥାନା ଗାଙ୍ଗୁଡ଼ି ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବସ୍ । ଉକ୍ତ ବସ୍ ରେ ୨୦ରୁ ଅଧିକ ଯବାନ ଥିଲେ । ଅଳ୍ପକେ ବର୍ତ୍ତିଲା ଯବାନଙ୍କ ଜୀବନ ।ସୂଚନା ଅନୁସାରେ, ପୁରୀରେ ରଥଯାତ୍ରା ପାଇଁ ଡ୍ୟୁଟି କରି ୨୦ରୁ ଅଧିକ ଯବାନ ଏକ ବସ୍ ଯୋଗେ କୋରାପୁଟ ଫେରୁଥିଲେ । ଅଡ଼ବା ଥାନା ଗାଙ୍ଗୁଡ଼ି ନିକଟରେ କୌଣସି କାରଣରୁ ବସ୍ ଟି ଭାରସାମ୍ୟ ହରାଇ ରାସ୍ତା […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜାତୀୟ ବୁଥ ସ୍ତରୀୟ ଅଧିକାରୀଙ୍କ ପାଇଁ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ଶ୍ରୀ ମୁନିନ୍ଦ୍ର ହନେଗା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ତୃତୀୟ ଦିବସ ତାଲିମ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିବା ବେଳେ ଡେପୁଟି କଲେକ୍ଟର ମିତାଲି ମଧୁସ୍ମିତା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧/୭ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ବନ-ଖଣ୍ଡିୟ ବିଭାଗ ପକ୍ଷରୁ ଆଜି ଜିଲ୍ଲାସ୍ତରୀୟ ୭୬ ତମ ବନ ମହୋତ୍ସବ ୨୦୨୫ କାର୍ଯ୍ୟକ୍ରମ ସେଞ୍ଚୁରିଅନ ସ୍କୁଲ ନିକଟସ୍ଥ ଭୋୟା ପାହାଡ ଠାରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାସ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଗଛରେ ପାଣି ଢ଼ାଳି କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ ।ପରେ ପରେ ସମୂହ ଭାବେ ଭୋୟା ପାହାଡ ପରିସରରେ ୧୨ ହଜାର ୮୦୦ ଟି […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୯/୬ : ଚଳିତ ମାସର ତା ୨୫/୬/୨୦୨୫ ଠାରୁ ୨୭/୬/୨୦୨୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ହାଇଦ୍ରାବାଦ ସ୍ଥିତ ଜିଏମସି: ବାଲାୟୋଗୀ ଇନଡୋର ଷ୍ଟାଡିୟମ ଠାରେ ଜାତୀୟ ସ୍ତରୀୟ ଓପନ ଡାଇକୋଣ୍ଡୋ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ଏଥିରେ ଗଜପତି ଜିଲ୍ଲାର ଖେଳାଳି ମାନେ ସେମାନଙ୍କ ପ୍ରତିଭା ପ୍ରଦର୍ଶନ କରି ବଡ଼ ସଫଳତା ହାସଲ କରି ପାରିଛନ୍ତି ।ଏହି ତାଇକଣ୍ଡୋ ପ୍ରତିଯୋଗିତା ତେଲେଙ୍ଗାନା ତାଇକୋଣ୍ଡୋ ଏସୋସିଏସନ ଦ୍ବାରା ଆୟୋଜନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୯/୬ : ଗଜପତି ଜିଲ୍ଲାସ୍ତରୀୟ ୧୯ତମ ଜାତୀୟ ପରିସଂଖ୍ୟାନ ଦିବସ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଏହି ଦିବସରେ ସମ୍ମାନିତ ଅତିଥି ଭାବରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ଯୁଗ୍ମ ନିର୍ଦ୍ଦେଶକ ପରିସଂଖ୍ୟାନ ବିଭାଗ ବ୍ରହ୍ମପୁର ଶ୍ରୀ କୁଳମଣୀ ରାଉତ ଓ ସହକାରୀ ଉପନିର୍ଦ୍ଦେଶକ ପରିସଂଖ୍ୟାନ ବିଭାଗ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୩/୬ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା Continue Reading