ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୧୨ : ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ଲାବଣ୍ୟଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ମୁନୀନ୍ଦ୍ର ହୋନାଗା , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୧୨ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ୍ ଅନ୍ତର୍ଗତ ଖଜୁରିପଦା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ “ବେଟି ବଚାଓ ବେଟି ପଢ଼ାଓ” କାର୍ଯ୍ୟକ୍ରମ ଅନ୍ତର୍ଗତ ” ଅନଲାଇନ୍ ସୁରକ୍ଷା ଏବଂ ସାଇବର-ବୁଲିଂ” ଉପରେ ଏକ ବ୍ଲକ ସ୍ତରୀୟ କର୍ମଶାଳା ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି ।ଏହି କର୍ମଶାଳା କାର୍ଯ୍ୟକ୍ରମରେ ଶ୍ରୀ ରାଜେଶ କୁମାର ମିଶ୍ର , ଶିକ୍ଷାପ୍ରାପ୍ତ ସରକାରୀ ଓକିଲ , ଜିଲ୍ଲା କୋର୍ଟ, ଗଜପତି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୦/୧୨ : ନିରନ୍ତର ବିକାଶ ପଥରେ ଗଜପତି ଜିଲ୍ଲାର ଦୀର୍ଘସ୍ଥାୟୀ ବିକାଶ ପାଇଁ ୨୦୩୦ ସୁଦ୍ଧା ଜାତିସଂଘ ଦ୍ଵାରା ନିର୍ଦ୍ଧାରିତ ୧୭ ଟି ଲକ୍ଷ୍ୟକୁ ଦୀର୍ଘସ୍ଥାୟୀ ବିକାଶ ଲକ୍ଷ ବା ଏସ:ଡି:ଜି: କିପରି ହାସଲ କରିହେବ , ସେ ନିମନ୍ତେ ରାଜ୍ୟ ସରକାର ଯୋଜନା ରଖିଛନ୍ତି।ଏହି ଲକ୍ଷ୍ୟ କିପରି ଜିଲ୍ଲା ସ୍ତରରୁ ହାସଲ କରାଯାଇ ପାରିବ ସେଥି ନିମନ୍ତେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗ ତରଫରୁ ଜିଲ୍ଲାସ୍ତରୀୟ \”ନିରନ୍ତର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୦/୧୨ : ଜିଲ୍ଲା ସ୍ତରୀୟ ସୁଶାସନ ସପ୍ତାହ “ପ୍ରଶାସନ ଗାଁ କି ଓର” ସମ୍ପର୍କିତ ଏକ କର୍ମଶାଳା କାର୍ଯ୍ୟକ୍ରମ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ ଓସ୍ଵାନ ହଲ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତାରେ ଶୁଭାରମ୍ଭ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ଶିକ୍ଷା , ସ୍ୱାସ୍ଥ୍ୟ ଓ ଯୋଗାଯୋଗ ସମେତ ସାଧାରଣ ଜନତାଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରି ସମସ୍ତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୧୨ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରର ଗଜପତି ଷ୍ଟାଡିୟମ୍ ନିକଟସ୍ଥରେ ଥିବା ସେଞ୍ଚୁରିଅନ୍ ପବ୍ଲିକ୍ ସ୍କୁଲ୍ ର ନବମ ଶ୍ରେଣୀର ଛାତ୍ର ଏନ: କୁମାର ଭରଦ୍ୱାଜ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ ପ୍ରତିଯୋଗିତାରେ ଶ୍ରେଷ୍ଠ ୩୦ଜଣ ଅନ୍ତିମ ପର୍ଯ୍ୟାୟର ପ୍ରତିଯୋଗୀ ମଧ୍ୟରେ ସ୍ଥାନ ଅଧିକାର କରି ସ୍କୁଲର ଗୌରବ ବଢ଼ାଇଛନ୍ତି।ଏହି ପ୍ରତିଷ୍ଠିତ ପ୍ରତିଯୋଗିତାର ଅନ୍ତିମ ପର୍ଯ୍ୟାୟ ୧୩ ଡିସେମ୍ବର ୨୦୨୫ ରେ Continue Reading
ଗଜପତି : ଜିଲ୍ଲାସ୍ତରୀୟ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ , ୨୫ ଲକ୍ଷ ୨୦ହଜାର ୬୭୯ ଟଙ୍କା ଆଦାୟ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୧୨ : ନୂଆଦିଲ୍ଲୀ ସ୍ଥିତ ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ୍ ଶ୍ରୀ ଜଗଦୀଶ ପ୍ରସାଦ ମହାନ୍ତିଙ୍କ ପୃଷ୍ଠପୋଷକତାରେ ଆଜି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ସମେତ , ମୋହନା , ଆର. ଉଦୟଗିରି ଏବଂ କାଶୀନଗର ସ୍ଥିତ କୋର୍ଟରେ ଚଳିତ ବର୍ଷର ଶେଷ ତଥା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ସଫଳତାର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୧୨ : ଗଜପତି ଜିଲ୍ଲା ସଦର ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷ୍ୟା କେନ୍ଦ୍ର ଠାରେ ମାନବ ଅଧିକାର ଦିବସ ପାଳନର ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକାରଣ ସଚିବ ଶ୍ରୀ ବିମଳ ରାଉଳ ଅଧ୍ୟକ୍ଷତା କରି ଛାତ୍ରଛାତ୍ରୀ ମାନଙ୍କୁ ମାନବ ଅଧିକାରର ଗୁରୁତ୍ଵ ଏବଂ ସେ ଗୁଡ଼ିକୁ ସୁରକ୍ଷା କରିବାର ଆବଶ୍ୟକତା ସମ୍ପର୍କରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୭/୧୨ : ସେଞ୍ଚୁରିଅନ ପବ୍ଲିକ ସ୍କୁଲସେଞ୍ଚୁରିଅନ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟର ସ୍କୁଲ ଅଫ୍ ନର୍ସିଙ୍ଗ ସହଯୋଗରେ ସେଞ୍ଚୁରିଅନ ପବ୍ଲିକ ସ୍କୁଲରେ ଜାତୀୟ ହାତଧୋଆ ସଚେତନତା ସପ୍ତାହ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ଯେ , ସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସ୍ୱାସ୍ଥ୍ୟକର ସ୍ୱଛତା ଅଭ୍ୟାସକୁ ବଢ଼ାଇବା ।କାର୍ଯ୍ୟକ୍ରମର ଶୁଭାରମ୍ଭ Continue Reading
ଗଜପତି,୫/୧୨: ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍ଏମ୍ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ ଏକା ପ୍ରଶ୍ନ କରିଥିଲେ।ଆଜି ୨ଟା ବେଳେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ଦିନ ୧୧ଟା ବେଳେ ବଜାରରେ ପ୍ରଶ୍ନ ପତ୍ର ବିକ୍ରି ହେଉଥିବା ନେଇ ବିଧାୟକ ପ୍ରଶ୍ନ କରିଥିଲେ। ଆଜି ଗଜପତି ଜିଲା ପାରଳାଖେମୁଣ୍ଡି ମହାରାଜ ବାଳକ ଉଚ୍ଚ ବିଦ୍ୟାଳୟରେ ଏଏନ୍ଏମ୍ ପରୀକ୍ଷା ହେବାର ଥିଲା।ପିଲାଙ୍କୁ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୪/୧୨ : ଗଜପତି ଜିଲ୍ଲା ଉପକଣ୍ଠରେ ଥିବା ସେଞ୍ଚୁରିଅନ୍ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ମ୍ୟାନେଜମେଣ୍ଟର ନର୍ସିଂ ସ୍କୁଲ ପକ୍ଷରୁ କ୍ରୋନ୍ସ ଏବଂ କୋଲାଇଟିସ୍ ସଚେତନତା ସପ୍ତାହ ସହ କୋଷ୍ଠକାଠିନ୍ୟ ସଚେତନତା ମାସ ପାଳିତ ହୋଇଯାଇଛି ।ଏଭଳି ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଲା ଯେ , ନର୍ସିଂ ଛାତ୍ରଛାତ୍ରୀ\’ଙ୍କ ମଧ୍ୟରେ ପାଚନ ସ୍ୱାସ୍ଥ୍ୟ ଉପରେ ସଚେତନତା ପ୍ରସାର କରିବା ।ଏହି କାର୍ଯ୍ୟକ୍ରମ\’କୁ Continue Reading




