ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨ ୯/୧୨: ଦକ୍ଷତା ଓ ସଶକ୍ତିକରଣ କ୍ଷେତ୍ରରେ ମହିଳା ଓ କିଶୋରୀ ମାନଙ୍କ ଅଭିବୃଦ୍ଧି କରାଯିବା ନିମନ୍ତେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସିସିଡ଼ି: ପକ୍ଷରୁ ୨୬ ଓ ୨୭ ତାରିଖ ଦୁଇଦିନ ଧରି ଦେଶାଇ ଫୌଣ୍ଡେସନ ସହାୟତାରେ ଏକ ପ୍ରଶିକ୍ଷଣ ଶିବିର ଗଜପତି ଜିଲ୍ଲାର ରାୟଗଡ଼ା ବ୍ଲକ୍ ଅନ୍ତର୍ଗତ ମାର୍ଲବା ଓ ମଣ୍ଡଳସାହି ଠାରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମର ପ୍ରଶିକ୍ଷଣ ଭାବେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଆଇପିଓ: ଶ୍ରୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୩/୧୨: ଗଜପତି ଜିଲ୍ଲା କାଶୀନଗରର ଗ୍ରାମ ନ୍ୟାୟାଧିକାରୀ ଓ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀଙ୍କ ଅଦାଲତ ତଥା ନୂତନ ସିଭିଲ କୋର୍ଟ କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ କାଶୀନଗର ଉପକଣ୍ଠସ୍ଥ ଲକ୍ଷ୍ମୀପୁର ଠାରେ ଓଡିଶା ହାଇକୋର୍ଟର ମାନ୍ୟବର କା ର୍ଯ୍ୟକାରୀ ମୁଖ୍ୟ ବିଚାରପତି ତଥା ହାଇକୋର୍ଟର ବିଲଡିଙ୍ଗ କମିଟି ଅଧ୍ୟକ୍ଷ ଜଷ୍ଟିସ ଡଃ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀଙ୍କ ଦ୍ଵାରା ଆନୁଷ୍ଠାନିକ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୧୨: ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ ମାଧ୍ୟମିକ-(ଧନ୍ଦାମୂଳକ) ବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ ନୂତନ ଯୁବ ଓଡ଼ିଶା – ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଧାରାରେ ଗତ ୨ ଦିନଧରି ଚାଲିଥିବା କ୍ରୀଡ଼ା ପ୍ରତିଯୋଗିତା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି ।ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶାରୀରିକ କ୍ରୀଡ଼ା ଶିକ୍ଷୟତ୍ରୀ ଶ୍ରୀମତୀ ବିଜୟ ଲକ୍ଷ୍ମୀ ପଣ୍ଡା , କ୍ରୀଡ଼ା ବିଭାଗୀୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ରୁ ଆଜି ସମନ୍ୱିତ ଯୁବ-ବିକାଶ କାର୍ଯ୍ୟକ୍ରମ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି ।ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ସହରର ବିଶିଷ୍ଟ ସଙ୍ଗୀତ ଗୁରୁ ପଣ୍ଡିତ ଶ୍ରୀ ରଘୁନାଥ ପାତ୍ର ମୁଖ୍ୟ ଅତିଥି ଭାବେ ଏବଂ ପାରଳାଖେମୁଣ୍ଡି ପୌର ପରିଷଦ ୧୫ ନଂ ଓ୍ବାର୍ଡ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧୨: ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରା ଜଜଙ୍କ କୋର୍ଟ ପରିସରରେ ଚଳିତ ବର୍ଷର ଶେଷ ତଥା ଚତୁର୍ଥ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣ ଙ୍କ ଆଦେଶ ପ୍ରକାରେ ଆୟୋଜିତ ଏହି ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଗଜପତି ଜିଲ୍ଲା ଦୌରା ଜଜ ଶ୍ରୀ ପ୍ରଣବ କୁମାର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୧୨:ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା-୨୦୨୩ ସଚେତନତା ରଥ ଆଜି ତୃତୀୟ ପର୍ଯ୍ୟାୟର ଦ୍ଵିତୀୟ ଦିନରେ ଗୋଷାଣୀ ବ୍ଲକର ବାଘଶାଳା ଏବଂ ଆଗରଖଣ୍ଡି ପଞ୍ଚାୟତରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ସଚେତନ କରାଯାଇଛି।ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରା ସଚେତନତା ରଥ ପ୍ରଥମେ ବାଘଶାଳା ପଞ୍ଚାୟତରେ ପହଞ୍ଚିବା ପରେ ସେଠାରେ ବିଭିନ୍ନ ବିଭାଗୀୟ ଅଧିକାରୀ , ପଞ୍ଚାୟତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୧୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ-ଗଜପତି ଷ୍ଟାଡିୟମ୍ ଠାରେ ଚଳିତ ଡିସେମ୍ବର ମାସର ଆସନ୍ତା ୧୯ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଜିଲ୍ଲାସ୍ତରୀୟ ଗଜପତି ମହୋତ୍ସବ -୨୦୨୩ କାର୍ଯ୍ୟକ୍ରମ ମହା ସମାରୋହରେ ଅନୁଷ୍ଠିତ ହେବାକୁ ଯାଉଛି।ଏହି ଅବସରରେ ମହୋତ୍ସବ କାର୍ଯ୍ୟକ୍ରମର ତୃତୀୟ ଦିବସ ସନ୍ଧ୍ୟାରେ ଗଜପତି ଜିଲ୍ଲାର ବିଶିଷ୍ଟ ଶିକ୍ଷାବିତ୍ , ସାହିତ୍ୟିକ ଏବଂ ଅନନ୍ୟ କୌଶଳ ଦକ୍ଷତା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୧୨: ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା-୨୦୨୩ ସଚେତନତା ରଥ ଆଜି ୩-ୟ ପର୍ଯ୍ୟାୟରେ ଗୋଷାଣୀ ବ୍ଲକର କତଲକଇଠା ଏବଂ ଖରସଣ୍ଡା ପଞ୍ଚାୟତରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ସଚେତନ କରାଯାଇଛି।ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରା ସଚେତନତା ରଥ ପ୍ରଥମେ କତଲକଇଠା ପଞ୍ଚାୟତରେ ପହଞ୍ଚିବା ପରେ ସେଠାରେ ଉପସ୍ଥିତ ଥିବା ବିଭିନ୍ନ ବିଭାଗୀୟ ଅଧିକାରୀ , ପଞ୍ଚାୟତ ଜନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୧୨: ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ୍ ବେତାଗୁଡ଼ା ସ୍ଥିତ ରିଜର୍ଭ ପୋଲିସ ପ୍ୟାରେଡ଼ ଗ୍ରାଉଣ୍ଡ ଠାରେ ଜିଲ୍ଲାସ୍ତରୀୟ ୬୧ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ-୨୦୨୩ ତଥା “ନିଷ୍କମକ୍ଷ ସେବା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଏଏସପି: ଶ୍ରୀ ସୁନିଲ କାନ୍ତ ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗ ଦେଇ ସମ୍ମିଳିତ ପ୍ୟାରେଡ଼ର ଅଭିବାଦନ ଗ୍ରହଣ କରିଥିଲେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩/୧୨: ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ପ୍ରଶାସନ ଏବଂ ଆଇ:ଏସ:ଆର:ଡି: “ସଖୀ” ୱାନ ଷ୍ଟପ ସେଣ୍ଟରର ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ମହିଳା ଓ ବାଳିକା ହିଂସା ଦୂରୀକରଣ ଦିବସ ଅଭିଯାନ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ।ଉକ୍ତ ସଭା କାର୍ଯ୍ୟକ୍ରମ ପ୍ରାରମ୍ଭରେ ଆଇ:ଏସ:ଆର:ଡି: ର ଉପ ନିର୍ଦ୍ଦେଶକ ଶ୍ରୀ ନାଗେଶ୍ଵର ଚୌଧୁରୀ ମଞ୍ଚାସୀନ ଅତିଥି ମାନଙ୍କୁ ସ୍ଵାଗତ ଜଣାଇ ଥିବା ବେଳେ ଜିଲ୍ଲା ସମାଜ ମଙ୍ଗଳ Continue Reading