Home Posts tagged gajapati district (Page 14)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୧୨: ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା-୨୦୨୩ ସଚେତନତା ରଥ ସଫଳତାର ସହ ଆଗେଇ ଚାଲିଛି ।ଆଜି ଅଷ୍ଟମ ଦିନରେ ଏହି ସଚେତନତା ରଥ ଗଜପତି ଜିଲ୍ଲା ଗୁମା ବ୍ଲକ ଅନ୍ତର୍ଗତ ମୁନିସିଂ ଓ ଗୁମ୍ମା ପଞ୍ଚାୟତରେ ପହଞ୍ଚି ବିଭିନ୍ନ କେନ୍ଦ୍ରୀୟ ଯୋଜନା ଉପରେ ସଚେତନ କରାଇଥିଲା ।ପ୍ରଥମେ ମୁନିସିଂ ପଞ୍ଚାୟତରେ ଭାରତ ସରକାରଙ୍କ ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରାର ସଚେତନତା ରଥ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟ ଗଜପତି,୧/୧୨: ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା-୨୦୨୩ର ସପ୍ତମ ଦିବସରେ ଆଜି ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଝାମୀ ଏବଂ ନାମନଗଡ ପଞ୍ଚାୟତରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ଉପରେ ସଚେତନତା କାର୍ଯ୍ୟକ୍ରମ ସମେତ ଝାମୀ ଠାରେ କେନ୍ଦ୍ରୀୟ ଯୋଜନାର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଲାଇଭ ଟେଲି- କାଷ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୧୧: ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା-୨୦୨୩ର ଦ୍ଵିତୀୟ ଦିବସରେ ଆଜି ଜିଲ୍ଲାର ଖାରଡ଼ା ଓ ହାଡୁଭାଙ୍ଗି ପଞ୍ଚାୟତରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟତଃ ଏହି କାର୍ଯ୍ୟକ୍ରମ ଜରିଆରେ କେନ୍ଦ୍ର ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନା ଏବଂ ନୀତି ଗୁଡିକର ସଫଳ ରୁପାୟନ ସଂପର୍କରେ ସଚେତନତା ସୃଷ୍ଟି କରାଯିବା ସହ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧୧: ଗଜପତି ଜିଲ୍ଲାରେ ଆରମ୍ଭ ହୋଇଛି ଭାରତ ସରକାରଙ୍କ ବିକଶିତ ଭାରତ ସଂକଳ୍ପ ଯାତ୍ରା। ଏହି ଯାତ୍ରା କାର୍ଯ୍ୟକ୍ରମର ସଂକଳ୍ପ ସଚେତନତା ରଥକୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭାପତି ଶ୍ରୀ ଜି: ତିରୁପତି ରାଓ ଏବଂ ଜିଲ୍ଲା ପରିଷଦର ମୁଖ୍ୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ମତ୍ସ୍ୟ ବିଭାଗ ତରଫରୁ ବିଶ୍ବ ମତ୍ସ୍ୟ ଦିବସ କାର୍ଯ୍ୟକ୍ରମ ପାଳିତ ହୋଇ ଯାଇଛି ।ଏହି ଦିବସ ପାଳନ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ମତ୍ସ୍ୟ ଅଧିକାରୀଣୀ ଶ୍ରୀମତୀ ଲିସା ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ , ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲାସ୍ତରୀୟ ୭୦ ତମ ନିଖିଳ ଭାରତ ସମବାୟ ସପ୍ତାହ -୨୦୨୩ ମହୋତ୍ସବ କାର୍ଯ୍ୟକ୍ରମ ଓଡ଼ିଶା ସମବାୟ ବିଭାଗ ଅନ୍ତର୍ଗତ ପାରଳାଖେମୁଣ୍ଡି ସ୍ଥିତ ସମବାୟ ସହକାରୀ ନିବନ୍ଧକଙ୍କ କାର୍ଯ୍ୟାଳୟ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଏକ ଗଣଦୌଡ ତଥା ମିନି ମାରାଥନ କାର୍ଯ୍ୟକ୍ରମ ସ୍ଥାନୀୟ ପ୍ୟାଲେସ ଛକ ଠାରୁ ଫରେଷ୍ଟ ଗେଟ ଛକ ପର୍ଯ୍ୟନ୍ତ ଅନୁଷ୍ଠିତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୧୧: ପାରଳାଖେମୁଣ୍ଡି ସ୍ଥିତ ରାଜଗୁରୁ ସାହି ଛକ ନିକଟସ୍ଥ ଶ୍ରୀ ରଘୁନାଥ ମନ୍ଦିର ପରିସରରେ ଥିବା ଗଜପତି ଜିଲ୍ଲା ଶାଖା ପୀଠ ପରିଷଦ – “ଆଦିତ୍ୟ ଓ ଆନନ୍ଦ ବାହିନୀ\” ପକ୍ଷରୁ “ଗୋଷ୍ଠାଷ୍ଟମୀ ମହୋତ୍ସବ ପାଳିତ ହୋଇଯାଇଛି ।ଆଜି କାର୍ତ୍ତିକ ଶୁକ୍ଳପକ୍ଷ ଅଷ୍ଟମ ତିଥି ଦିନରେ ଗୋଷ୍ଠାଷ୍ଟମୀ ମହୋତ୍ସବ ପାଳନ ଅବସରରେ ସକାଳ ୮ ଘଣ୍ଟା ସମୟରେ ଗୋ-ପୂଜନ କାର୍ଯ୍ୟକ୍ରମ ପାରମ୍ପରିକ ରୀତି-ନୀତି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୧୧: ପାରଳାଖେମୁଣ୍ଡି ଠାରେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା କାର୍ଯ୍ୟାଳୟ ପରିସରରେ ୭୨ତମ ଜିଲ୍ଲାସ୍ତରୀୟ ଗୋ-ସମ୍ବର୍ଦ୍ଧନା ଉତ୍ସବ-୨୦୨୩ ମହା ସମାରୋହରେ ପାଳିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରିଥିଲେ ।ସମ୍ମାନିତ ଅତିଥି ଭାବରେ ଶ୍ରୀ ସୁରେଶ କୁମାର ପଟ୍ଟନାୟକ , ପ୍ରକଳ୍ପ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୧୧: ଗଜପତି ଜିଲ୍ଲାର ଆକଂକ୍ଷି ବ୍ଲକ୍ ଗୁମ୍ମା ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ସଦଭାବନା ଗୃହ ଠାରେ ଗୁମ୍ମା ପଞ୍ଚାୟତ ସମିତି ଓ ଗଜପତି ଜିଲ୍ଲା ଜଳ ଓ ପରିମଳ ମିଶନର ମିଳିତ ଆନୁକୁଲ୍ୟରେ ଗ୍ରାମୀଣ ସ୍ଵଚ୍ଛ ଭାରତ ମିଶନ – ସ୍ବତନ୍ତ୍ର ଅଭିଯାନ କାର୍ଯ୍ୟକ୍ରମରେ ବିଶ୍ଵ ଶୌଚାଳୟ ଦିବସ-୨୦୨୩ ପାଳନ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ସମେତ ଶପଥ ପାଠ ଓ କାର୍ଯ୍ୟାଦେଶ ପତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୧୧: ଗଜପତି ଜିଲ୍ଲା କାଶୀନଗର ବ୍ଲକ ବିଜେପି ମଣ୍ଡଳ ପକ୍ଷରୁ କାଶୀନଗର ଠାରେ ଓଡ଼ିଶାରେ ଚାଲିଥିବା ସରକାରୀ ଦୁର୍ନୀତି ବ୍ୟଭିଚାର ଓ ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ବିରୋଧରେ ଜନ ଆକ୍ରୋଶ କାଶୀନଗର ବ୍ଲକ୍ କାର୍ଯ୍ୟାଳୟ ଘେରାଉ ଓ ଗଣଧାରଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ କାଶୀନଗର ବ୍ଲକ ବିଜେପି: ମଣ୍ଡଳ ସଭାପତି ଶ୍ରୀ ଦାରାପୁ ରାଜେଶ ଏବଂ ଉମା ଚରଣ ଗନ୍ତାୟତଙ୍କ ନେତୃତ୍ୱରେ ସ୍ଥାନୀୟ ଷ୍ଟେଟ Continue Reading