ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୩ : ଆରୋଗ୍ୟ ଯୋଗ ଯାତ୍ରା ଏହା ଚିକିତ୍ସା କ୍ଷେତ୍ରରେ ଏକ ଅଭିନବ ପଦକ୍ଷେପ ।ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ପ୍ରସୂତି କାଳୀନ ଏବଂ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମିଳନୀ କକ୍ଷ ଠାରେ ଆଜି “ଆରୋଗ୍ୟ ଯୋଗ ଯାତ୍ରା\” କାର୍ଯ୍ୟକ୍ରମ ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡ଼ାଃ ସନ୍ଧ୍ୟା ରାଣୀ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୩ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଶିଆଳି ଗ୍ରାମସ୍ଥିତ ପଞ୍ଚାୟତ କାର୍ୟ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ସମନ୍ଵିତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୩ : ବିଶ୍ଵ ଦରବାରରେ ଓଡ଼ିଆ ବ୍ୟଞ୍ଜନ ପଖାଳ ଦିବସ ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ସ୍ଥିତ ୟୁ-ଟେକ୍ କମ୍ପ୍ୟୁଟର ଶିକ୍ଷା କେନ୍ଦ୍ର ଠାରେ ପ୍ରଗତି ମହିଳା ସଂଗଠନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି।ସଂଗଠନର ସଭାନେତ୍ରୀ ଶ୍ରୀମତୀ କଳ୍ପନା ପଟ୍ଟନାୟକଙ୍କ ସଭାପତିତ୍ବରେ କାର୍ୟ୍ୟକ୍ରମକୁ ସଞ୍ଚାଳନ କରିଥିଲେ ଓଡ଼ିଶା ସାହିତ୍ୟ ଏକାଡେମୀ ଗଜପତି ଜିଲ୍ଲା ଶାଖାର ପୂର୍ବତନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୩ : ଗଜପତି ଜିଲ୍ଲା ସଦର ମହକୁମା ତଥା ଉପାନ୍ତ ସହର ପାରଳାଖେମୁଣ୍ଡି ଠାରେ ଦୀର୍ଘ ବର୍ଷ ଧରି ନିର୍ମାଣ ଚାଲିଥିବା ଜଗନ୍ନାଥ ମନ୍ଦିର ପାଇଁ ପାରଳା ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ତାଙ୍କ ବିଧାୟକ ପାଣ୍ଠିରୁ ଦେବେ ୫୦ ଲକ୍ଷ ଟଙ୍କା ବୋଲି ପ୍ରତିଶ୍ରୁତି ଦେବା ସହ ତାଙ୍କ ମାମୁଁ ତିରୁପତି ଚୌଧୁରୀ ଦେବେ ୩୦ ଲକ୍ଷ ଟଙ୍କା ଓ ହାଇଟେକ୍ ଗ୍ରୁପ ଅଧ୍ୟକ୍ଷ ଡ଼ଃ ତିରୁପତି ପାଣିଗ୍ରାହୀ ମଧ୍ୟ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୩ : ଆନ୍ତର୍ଜାତୀୟ ଗ୍ରାହକ ଦିବସ ୨୦୨୫ ପାଳନ ଅବସରରେ ଆଜି ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ ରସିକରାଜ ମନ୍ଦିର ପରିସରରେ , ଗ୍ରାହକ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ଏକ ଗ୍ରାହକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ସଭାପତି ଶ୍ରୀ ରକମ ଲୋକନାଥଙ୍କ ଅଧ୍ୟକ୍ଷତା ରେ , ଜିଲ୍ଲା ସମ୍ପାଦିକା ଶ୍ରୀମତୀ ତନୁଜା ଶତପଥୀ , ଶ୍ରୀ ଲିଙ୍ଗରାଜ ପାଣିଗ୍ରାହୀ , ଶ୍ରୀ ମୁରଲି ପରିଛା , ଶ୍ରୀ ଭଗବତ ପାଢ଼ୀ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି.୧୪/୩ : ଗଜପତି ଜିଲ୍ଲାର ଜଷ୍ଟିସ କର୍ଣ୍ଣର ପକ୍ଷରୁ ଓଡ଼ିଶା ସୂଚନା ଅଧିକାର ଅଭିଯାନର ମିଳିତ ସହଯୋଗରେ ପାରଳାଖେମୁଣ୍ଡି ସ୍ଥିତ ପର୍ୟ୍ୟଟନ କ୍ଷେତ୍ର ବୃନ୍ଦାବନ ପ୍ୟାଲେସ ପରିସରରେ ଦୁର୍ନୀତି-ମୁକ୍ତ ଓଡ଼ିଶା ଗଠନରେ ଆର: ଟି: ଆଇ: ସକ୍ରିୟ କର୍ତ୍ତା ମାନଙ୍କ ଭୂମିକା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗଜପତି ଜିଲ୍ଲା ଜଷ୍ଟିସ କର୍ଣର ଆବାହକ ଶ୍ରୀ ସଞ୍ଜୟ ରାଉତଙ୍କ ସଂଯୋଜନାରେ ଜିଲ୍ଲା ଜଷ୍ଟିସ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୩ : ଓଡ଼ିଶା ଜୀବିକା ମିଶନ ଓ ଗଜପତି ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି କର୍ମଶାଳାରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା , Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୩ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଦ୍ୱିତୀୟ କିସ୍ତି ପ୍ରଦାନ କରାଯାଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ Continue Reading
ଗଜପତି : ପୂତାର ଗ୍ରାମ ଠାରେ ଯଶୋଦା ମହାସଂଘର ୫ ଦିନିଆ ଭିଜନ(ସ୍ବପ୍ନ) ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି , ୮/୩ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ପୁତାର ଗ୍ରାମ ପଞ୍ଚାୟତର ପୁତାର ଗ୍ରାମ ଠାରେ ଯଶୋଦା ମହାସଂଘର ୫ ଦିନିଆ ଭିଜନ (ସ୍ବପ୍ନ) ସମ୍ପର୍କିତ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଚଳିତ ମାସର ଗତ ୩ ତାରିଖ ଠାରୁ ଆରମ୍ଭ ହୋଇ ୭ ତାରିଖ ପ ର୍ଯ୍ୟନ୍ତ ୫ ଦିନ ଧରି ଅନୁଷ୍ଠିତ ହୋଇଥିବା ବେଳେ ଏହି ପ୍ରଶିକ୍ଷଣ ଶିବିରରେ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧/୩ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଳାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ସୁପରିଚାଳନାର ପ୍ରସ୍ତୁତି ବୈଠକ ଜିଲ୍ଳାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଚଳିତ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ଓ ଅଂଶୁଘାତ ପାଇଁ ଚଳିତ ମାର୍ଚ୍ଚ , ଏପ୍ରିଲ ଓ ମେ ମାସରେ ଗ୍ରୀଷ୍ମ ପ୍ରଭାହ ଅଂଶୁଘାତ ନିୟନ୍ତ୍ରଣ ପାଇଁ କିପରି ପ୍ରସ୍ତୁତି ହେବା Continue Reading




