ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୨ : ଓଡ଼ିଶା ସାହିତ୍ୟ ଏକାଡେ଼ମୀ ଓ ଆପନ୍ନା ପରିଚ୍ଛା ସ୍ମୃତି ସଂସଦ , ପାରଳାଖେମୁଣ୍ଡିର ମିଳିତ ଆନୁକୂଲ୍ୟରେ ନାଟ୍ୟକାର ଆପନ୍ନା ପରିଚ୍ଛାଙ୍କ ୧୪୭ ତମ ଜୟନ୍ତୀ ଉତ୍ସବ ପାରଳାଖେମୁଣ୍ଡି ସହର ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭାଗୃହ ଠାରେ ଅନୁଷ୍ଠାନର ସଭାପତି ତଥା ଓଡ଼ିଶା ସାହିତ୍ୟ ଏକାଡେମୀର ପ୍ରାକ୍ତନ ସଦସ୍ୟ ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତାଙ୍କ ସଭାପତିତ୍ବରେ ପାଳିତ ହୋଇଯାଇଛି।ଏହି ସଭାରେ ମୁଖ୍ୟଅତିଥି ଭାବେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୧ : ଆଇ:ଏସ:ଆର:ଡି: “ସଖୀ ୱାନ ଷ୍ଟପ ସେଣ୍ଟର” , ଗଜପତି ତରଫରୁ ରାଷ୍ଟ୍ରୀୟ ବାଳିକା ଦିବସ ସପ୍ତାହ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କେରାଣ୍ଡି ଗ୍ରାମ ପଞ୍ଚାୟତ ସ୍ଥିତ କେରାଣ୍ଡି ପଞ୍ଚାଯତ କାର୍ଯ୍ୟାଳୟ ଠାରେ ପାଳିତ ହୋଇଯାଇଛି।ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଇ:ଏସ:ଆର:ଡି: “ସଖୀ ୱାନ ଷ୍ଟପ ସେଣ୍ଟର” ର କେନ୍ଦ୍ର ପ୍ରଶାସିକା ଶ୍ରୀମତୀ ସୁନିତା ରଥ ଅତିଥି ମାନଙ୍କୁ ସ୍ଵାଗତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ନିକଟସ୍ଥ ଉତ୍କଳ ବାଳାଶ୍ରମ ପରିସରରେ ଆଇଏସଆରଡି: ଅନ୍ତର୍ଗତ “ସଖୀ ୱାନ ଷ୍ଟପ ସେଣ୍ଟର” , ଗଜପତି ତରଫରୁ “ସ୍ୱାମୀ ବିବେକାନନ୍ଦ ଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରୀୟ ଯୁବ ଦିବସ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଉକ୍ତ କାର୍ଯ୍ୟ କ୍ରମରେ ଆଇଏସଆରଡି: ସଖୀ ୱାନ ଷ୍ଟପ ସେଣ୍ଟର ର କେନ୍ଦ୍ର ପ୍ରଶାସିକା ଶ୍ରୀମତୀ ସୁନିତା ରଥଙ୍କ ଅଧ୍ୟକ୍ଷତାରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୧ : ଅଦିନିଆ ବର୍ଷାରେ ଫସଲ ନଷ୍ଟ ହୋଇଥିବା କାରଣରୁ ମୃତ୍ୟୁ ବରଣ କରିଥିବା କୃଷକ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତି ପୂରଣ , ଫସଲ କ୍ଷତି ପାଇଁ ଚାଷୀଭାଗଚାଷୀ\ଙ୍କୁ ଉପଯୁକ୍ତ କ୍ଷତିପୂରଣ ଦେବା , ଆବଶ୍ୟକ ଅନୁଯାୟୀ ମଣ୍ଡି ଖୋଲିବା , କ୍ଵିଣ୍ଟାଲ ପ୍ରତି ୩୧୦୦ ଟଙ୍କାରେ ଚାଷୀର ସବୁ ଧାନ କ୍ରୟ କରିବା ଏବଂ କୃଷକ ମାନଙ୍କ ଋଣଛାଡ଼ ଇତ୍ୟାଦି ଦାବୀ ନେଇ ଆଜି ସଂଯୁକ୍ତ କୃଷକ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୧ : କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ରକସା ନିଖିଲ ଖଡସେ ଆଜି ଗଜପତି ଜିଲ୍ଲାର ଆକାଂକ୍ଷା ବ୍ଲକ୍ ଗୁମ୍ମାର୍ ବିଭିନ୍ନ ଗ୍ରାମକୁ ଗ୍ରସ୍ତ କରି ସେଠାରେ ହୋଇଥିବା ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମ ସବୁ ପରିଦର୍ଶନ କରିଥିଲେ ।ପରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ଠାରେ ଏକ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ରେ ଯୋଗ ଦେଇ ଜିଲ୍ଲାର ଆକାଂକ୍ଷା ବ୍ଲକ୍ ପାଇଁ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୧ : ଗଜପତି ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ ଆଜି ପାରଳାଖେମୁଣ୍ଡି ସ୍ଥିତ ୟୁନିୟନ ବ୍ୟାଙ୍କ୍ ର ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲାର ବିଭିନ୍ନ ପାଣି ପଞ୍ଚାୟତର ଚାଷୀ ଓ କର୍ମକର୍ତ୍ତା ମାନଙ୍କ ଉପସ୍ଥିତିରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ଉତ୍ସବ ପାଳିତ ହୋଇଯାଇଛି ।ଗଜପତି ଜିଲ୍ଲାରେ କ୍ଷୁଦ୍ର ଜଳସେଚନ ପ୍ରଭାଗ ଅଧୀନରେ ୧୪୪ଟି ଏବଂ ଉଠା ଜଳସେଚନ ପ୍ରଭାଗ ଅଧୀନରେ ଥିବା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୦/୧୨ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଝାରୀ ଆଜି ଗଜପତି ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଗ୍ରାମକୁ ଯାଇ ଗତ ଅଦିନିଆ ଲଗାଣ ବର୍ଷାରେ ଧାନ ଫସଲ ଓ ଧାନ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କରି ଅନୁଧ୍ୟାନ ଓ ଉଚ୍ଚସ୍ତରୀୟ ଆକଳନ କରି ଫେରି ଯାଇଛନ୍ତି ।ଗତ ୩/୪ ଦିନ ପୂର୍ବେ ଅଦିନିଆ ଲଗାଣ ବର୍ଷା ଦେଖା […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୧୧ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ୨୧ ନଭେମ୍ବରରୁ ୪ ଡିସେମ୍ବର ପର୍ଯ୍ୟନ୍ତ ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନ ଅବସରରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଗାରାବନ୍ଧ ସ୍ଥିତ ଆରୋଗ୍ୟ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ର ଠାରେ ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୪ ସଚେତନତା ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୧୧ : ସିଭିଲ୍ ଇଞ୍ଜିନିୟରିଂ ବିଭାଗ ଏବଂ ଡାଟା ସାଇନ୍ସ ଏବଂ ମେସିନ୍ ଲର୍ନିଂ କେନ୍ଦ୍ର ଦ୍ବାରା ସ୍କୁଲ୍ ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜିର ସହଭାଗୀତାରେ ସେଞ୍ଚୁରିଅନ୍ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ, ପାରଳାଖେମୁଣ୍ଡିଠାରେ ହାଇବ୍ରିଡ୍ ଓରାଲ୍ ଏବଂ ପୋଷ୍ଟର ଉପସ୍ଥାପନା ସହିତ “ଚତୁର୍ଥ ଆନ୍ତର୍ଜାତୀୟ ଭୌଗୋଳିକ ସୂଚନା ପ୍ରଣାଳୀ (ଜି:ଆଇ:ଏସ୍) ଦିବସ – ୨୦୨୪\” ଆୟୋଜିତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୬/୧୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ “ଜାତୀୟ ପ୍ରେସ ଦିବସ ୨୦୨୪” କାର୍ଯ୍ୟକ୍ରମ ଅବସରରେ “ଗଣମାଧ୍ୟମର ପରିବର୍ତ୍ତନ ଶୀଳ ସ୍ୱରୂପ ” ସମ୍ପର୍କିତ ବିଷୟ ବସ୍ତୁ ଉପରେ ଏକ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବରିଷ୍ଠ ସାମ୍ବାଦିକ ଶ୍ରୀ Continue Reading




