Home Posts tagged gajapati district (Page 17)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୧୦ : ଗଜପତି ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅବସରରେ ଜନ ସାଧାରଣଙ୍କୁ କିପରି ସଚେତନତା କରାଯିବ ସେ ବିଷୟରେ ଆଲୋଚନା କରା ଯାଇଥିଲା।ପରିବହନ ନିୟମର କଡ଼ାକଡ଼ି କରାଯାଇ ମୁଖ୍ୟତଃ ମଦ୍ୟପାନ କରି ଗାଡ଼ି ଚାଳନା କଲେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୧୦: ଗଜପତି ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି ।ଚଳିତ ଅକ୍ଟୋବର ୨୮ ରିଖ ଠାରୁ ନଭେମ୍ବର ୩ ରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହେବ । ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀ ଗଣେଶ ଚନ୍ଦ୍ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୩/୧୦ : ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ,ଗଜପତି ତରଫରୁ ଜିଲ୍ଲାରେ ଥିବା ୫ ଗୋଟି ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଶିଶୁ ମାନଙ୍କ ମଧ୍ୟରେ କ୍ରୀଡ଼ା ପ୍ରତିଭାର ବିକାଶ ନିମନ୍ତେ ଗଜପତି ଷ୍ଟାଡ଼ିଅମ୍ ଠାରେ ବିଭିନ୍ନ ଖେଳ ପ୍ରତିଯୋଗିତା “ଉତ୍ସାହ” ଅନୁଷ୍ଠିତ ହୋଇଥିବା ବେଳେ ଲୁକ୍କାୟିତ ହୋଇ ରହି ଯାଉଥିବା କଳାର ବିକାଶ ନିମନ୍ତେ ଶିଶୁ ମହୋତ୍ସବ “ମହକ” ବିଜୁ ପଟ୍ଟନାୟକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୧୦ : ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଓଡିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଓଡିଆ ବକ୍ତୃତା , ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା କାର୍ଯ୍ୟକ୍ରମ , ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୧୦: ପାରଳାଖେମୁଣ୍ଡି ଠାରେ ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୭ ଏବଂ ୫୮ତମ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ପୋଷ୍ୟ ସନ୍ତାନ ଭାବେ ସୁଦୂର କାନାଡା ଦେଶର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି ।ସୂଚନା ପ୍ରକାରେ ପିତୃମାତୃହୀନ ଏହି ଦୁଇ ଶିଶୁପୁତ୍ରଙ୍କୁ , ଶିଶୁ ମଙ୍ଗଳ ସମିତି ଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ନିସାନ ସାଲୋମ ଶିଶୁ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୧୦: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ବେତାଗୁଡ଼ା ସ୍ଥିତ ଆର୍ମଡ ରିଜର୍ଭ ପୋଲିସ ଗ୍ରାଉଣ୍ଡ ଠାରେ ଆଜି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ୬୫ ତମ “ପୋଲିସ ସହିଦ ସ୍ମୃତି ଦିବସ-୨୦୨୪” ପ୍ୟାରେଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗ ଦେଇ କର୍ତ୍ତବ୍ୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୮/୧୦ : ପାରଳାଖେମୁଣ୍ଡି ସ୍ଥିତ ରାଜବାଟୀ ପରିସରରେ ଥିବା ୟୁ-ଟେକ୍ କମ୍ପ୍ୟୁଟର ଏଜୁକେଶନ ସେଣ୍ଟରର ପ୍ରଶିକ୍ଷଣ କକ୍ଷ ଠାରେ ଅଗ୍ରଣୀ ମହିଳା ଅନୁଷ୍ଠାନ “ପ୍ରଗତି ମହିଳା ସଙ୍ଗଠନ” ଏବଂ ଗଜପତି ଜିଲ୍ଲା ସଂସ୍କୃତି ପରିଷଦ ମିଳିତ ଆନୁକୁଲ୍ୟରେ ଏକ ବର୍ଣକ୍ଷଢ଼୍ୟପୂର୍ଣ୍ଣ ମନୋରଞ୍ଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠାନର ଉପଦେଷ୍ଟା ଶିକ୍ଷାବିତ୍ ଶ୍ରୀ ବିଚିତ୍ରା ନନ୍ଦ ବେବର୍ତ୍ତାଙ୍କ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୧୨/୧୦ : ସଖୀ ୱାନ ଷ୍ଟପ ସେଣ୍ଟର , ଗଜପତି ତରଫରୁ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ଉତ୍କଳ ବାଳାଶ୍ରମ, ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ବାଳାଶ୍ରମ ଠାରେ ଅନୁଷ୍ଠାନର ଶିଶୁ କନ୍ୟାମାନଙ୍କୁ ନେଇ ପାଳିତ ହୋଇଯାଇଛି। ।ଉକ୍ତ କାର୍ଯ୍ୟକ୍ରମରେ ସଖୀ ୱାନ ଷ୍ଟପ ସେଣ୍ଟର ର କେନ୍ଦ୍ର ପ୍ରଶାସିକା ଶ୍ରୀମତୀ ସୁନିତା ରଥ ଅଧ୍ୟକ୍ଷତା କରିଥିଲେ ।ଏହି କାର୍ଯ୍ୟକ୍ରମ ପ୍ରାରମ୍ଭ ରେ ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜଳନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୧୦: ଗଜପତି ଜିଲ୍ଲା ଭାରତୀୟ ମଜଦୁର ସଂଘର ବାର୍ଷିକ ଅଧିବେଶନ ଆଜି ପାରଳାଖେମୁଣ୍ଡି ସହରର ଭଣ୍ଡାରୀସାହି ସ୍ଥିତ ଉତ୍କଳ ହିତୈଷିଣି ସମାଜ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଭାରତୀୟ ମଜଦୁର ସଂଘର ଜିଲ୍ଲା ସଭାପତି ଶଙ୍କର ଚରଣ ଗୌଡଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ବିଏମ୍ଏସ୍: ର ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ପୃଥିବୀରାଜ ପଣ୍ଡା ଯୋଗ ଦେଇଥିଲେ।ଅନ୍ୟତମ ଅତିଥିଭାବେ ରାଜ୍ୟ ଉପସଭାପତି ତଥା ଅଲ୍ ଓଡିଶା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୮/୧୦: ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ରାଜ ସିତାପୁରର ଆଲୁରି ନଗର ସ୍ଥିତ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ର ଏମ.ଏସ. ସ୍ୱାମୀନାଥନ କୃଷି ମହାବିଦ୍ୟାଳୟ ର କୃଷି ସମ୍ପ୍ରସାରଣ ଏବଂ ଶିକ୍ଷା ବିଭାଗ , ଆନୁକୂଲ୍ୟରେ ଗବେଷଣା ପ୍ରକାଶନରେ ସାଧୁତା ଉପରେ ଏକ କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ଡଃ ସୁପ୍ରିୟା ପଟ୍ଟନାୟକ , କୃଷି ମହାବିଦ୍ୟାଳୟ ର ଅଧକ୍ଷ Continue Reading