Home Posts tagged gajapati district (Page 19)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୯: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଆଜି “ବିଶ୍ଵ ଜଳାତଙ୍କ ଦିବସ” ପାଳନ ଅବସରରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଏକ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି ସଚେତନତା ଶୋଭାଯାତ୍ରା କୁ ସିଡିଏମଓ: Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୯: ଆଜାଦିକା ଅମୃତ ମହୋତ୍ସବ ଅବସରରେ ଦେଶର ଯସଶ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ ଭାରତ ସରକାରଙ୍କ ଭାରତୀୟ ଡାକ ବିଭାଗ ଅନ୍ତର୍ଗତ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ପ୍ରଧାନ ଡାକ-ଘର ଓ ପଶ୍ଚିମ ଉପ-ମଣ୍ଡଳ ଡାକ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି “ମୋ ମାଟି – ମୋ ଦେଶ” ଅନ୍ତର୍ଗତ ଦେଶର ବୀର- ଵୀରଙ୍ଗନା ମାନଙ୍କୁ ପ୍ରଣାମ ଜଣାଇ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୯: କେନ୍ଦ୍ର ସରକାରଙ୍କ ” ସହି ପୋଷନ-ଦେଶ ରୋଷନ” ର କାର୍ଯ୍ୟକ୍ରମ ଅନ୍ତର୍ଗତ ପୋଷଣ ମାଆ ଅଭିଯାନର ଗଜପତି ଜିଲ୍ଲାସ୍ତରୀୟ ଷଷ୍ଠ ତମ ରାଷ୍ଟ୍ରୀୟ ପୋଷଣ ମାହ -୨୦୨୩ କାର୍ଯ୍ୟକ୍ରମ ପାଳନ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଜିଲ୍ଲା ପ୍ରଶାସନ ଅନ୍ତର୍ଗତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୯ : ଗଜପତି ଜିଲ୍ଲା ଗୁମ୍ମାବ୍ଲକ୍ ଅନ୍ତର୍ଗତ ପାଞ୍ଚ-ମାଇଲ ଗ୍ରାମ ସ୍ଥିତ ବିକାଶ ବିଦ୍ୟା ନିକେତନ ଶିକ୍ଷାନୁଷ୍ଠାନର ଖେଳ ପଡିଆ ଠାରେ ଗଜପତି ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଆନୁକୁଲ୍ୟରେ ଓଡ଼ିଶା ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନ ସହାୟତାରେ (୧୪ ରୁ ୧୭ ବୟସ\’ରୁ କମ ବାଳକ-ବାଳିକା) ଙ୍କ ଜିଲ୍ଲାସ୍ତରୀୟ ୨ ଦିନିଆ ସାମୁହିକ କ୍ରୀଡ଼ା ପ୍ରତିଯୋଗିତା ୨୦୨୩-୨୪ ଆଜି ଉଦଘାଟିତ ହୋଇଯାଇଛି ।ଏହି ଉଦଘାଟନୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୯ : ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ଜିଲ୍ଲା ସଂସ୍କୃତି ପରିଷଦ ଓ ପାରଳାର ଅଗ୍ରଣୀ ନୃତ୍ୟ ପ୍ରତିଷ୍ଠାନ ସମଲେଇ ନୃତ୍ୟ କଳା ପରିଷଦ ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ “ନୂଆଁଖାଇ ଭେଟଘାଟ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ସମଲେଇ ନୃତ୍ୟ କଳା ପରିଷଦର ସଭାପତି ଶ୍ରୀ ନୃସିଂହ ଚରଣ ପଟ୍ଟନାୟକଙ୍କ ସଭାପତିତ୍ବରେ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ରୂପେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୯: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ କିତୁମ୍ବା ଗ୍ରାମ କୋଠାଗୃହ ଠାରେ ଆର.କେ.ଏସ.ଏସ: ସ୍ଵେଛାସେବୀ ଅନୁଷ୍ଠାନ ପକ୍ଷରୁ ନାବାର୍ଡ ସଂସ୍ଥା , ଭୁବନେଶ୍ଵର ସହାୟତା\’ରେ ୬ ଟି ସ୍ଵୟଂ ସହାୟକ ଗୋଷ୍ଠୀର ୫୦ ରୁ ଉର୍ଦ୍ଧ ଦଳର ନେତ୍ରୀ ମାନଙ୍କୁ ସୁଦୃଢ କରିବା ସହ ସେମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଏକ ସଚେତନତା ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ଶିବିରରେ ମୁଖ୍ୟତଃ ମହିଳା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୯: ପାରାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରୁ ବିଶ୍ଵଶାନ୍ତି ଦିବସ ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଭାରପ୍ରାପ୍ତ ଜିଲ୍ଲା କ୍ରୀଡ଼ା ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ରଙ୍କ ତତ୍ଵାବଧାନରେ ଏକ ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲେ ।ପୂର୍ବତନ ଜିଲ୍ଲା ବିଜ୍ଞାନ ନୀରିକ୍ଷକ ତଥା ସରକାରୀ ଉଚ୍ଚ ବିଦ୍ୟାଳୟ ଜାଜପୁରର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୯: ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ସଭାଗୃହ ଠାରେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ , ରାଜ୍ୟ ଶିକ୍ଷା ପ୍ରଶିକ୍ଷଣ ପରିଷଦ , ଓଡ଼ିଶା-ଭୁବନେଶ୍ୱର ଆନୁକୁଲ୍ୟରେ ଓ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ସ୍ତରୀୟ ଲୋକ ନୃତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୯: ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ର ଗିରି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ , ରାଜ୍ୟ ଶିକ୍ଷା ପ୍ରଶିକ୍ଷଣ ପରିଷଦ ଓଡ଼ିଶା , ଭୁବନେଶ୍ୱର ଆନୁକୁଲ୍ୟରେ ଓ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାଇକଙ୍କ ନିର୍ଦ୍ଦେଶ କ୍ରମେ ମିଲେଟ ପୌଷ୍ଟିକତା ଉପାଦେୟତାର ବିଭିନ୍ନ ଦିଗ ଉପରେ ଗଜପତି ଜିଲ୍ଲା ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଏହି ଅବସରରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୯: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆଜି ଜିଲ୍ଲା ପ୍ରଶାସନଙ୍କ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ” ବେଟି ବଚାଓ ବେଟି ପଢ଼ାଓ” ଅନ୍ତର୍ଗତରେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ବାଳିକା ମାନଙ୍କ ପାଇଁ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର କୁମାର Continue Reading