ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୯: ଗଜପତି ଜିଲ୍ଲାର ସରକାରୀ(ମାଧ୍ୟମିକ)ନୂତନ ପେନସନ ଯୋଜନା ଭୂକ୍ତ ଶିକ୍ଷକ ସଂଘ ପକ୍ଷରୁ ୨ ଦଫା ଦାବି ନେଇ ଆଜି ପାରଳାଖେମୁଣ୍ଡି ଠାରେ ଜିଲ୍ଲା ଶିକ୍ଷାଧିକାରୀ ଏବଂ ଅତିରିକ୍ତ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯାଇଛି ।ଏହି ଅବସରରେ ସଂଘର ଜିଲ୍ଲା ସଭାପତି ଶ୍ରୀ ପ୍ରଫୁଲ୍ଲ କୁମାର ବରାଡ ଏବଂ ସାଧାରଣ ସମ୍ପାଦକ ଶ୍ରୀ ଜ୍ୟୋତି ପ୍ରସାଦ ପାତ୍ରଙ୍କ ନେତୃତ୍ୱରେ ଜିଲ୍ଲାର ୧୧୬ ଟି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୯ : ଗଜପତି ଜିଲ୍ଲାର ଏକ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସିସିଡ଼ି: ଦ୍ୱାରା ଆୟୋଜିତ କେକେଏକ୍ – ବିଏମଜେଡ୍ ସହାୟତାରେ ଗଜପତି ଜିଲ୍ଲା କାଶୀନଗର ବ୍ଲକ୍ ଅନ୍ତର୍ଗତ ପାର୍ତଡା ଗ୍ରାମସ୍ଥିତ ପଞ୍ଚାୟତ ଅଧିନସ୍ଥ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ପରିସରରେ ଶିଶୁ , କିଶୋର , କିଶୋରୀ , ମହିଳା ମାନଙ୍କ ସ୍ୱାସ୍ଥ୍ୟ , ପୁଷ୍ଟିକର ଖାଦ୍ୟ ଓ ପରିମଳ ପରିଚ୍ଛନ୍ନତା ଉପରେ ଏକ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୯ : ଗଜପତି ଜିଲ୍ଲାବ୍ୟାପୀ ୭ ଟି ବ୍ଲକରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡରେଶନ ଓଡ଼ିଶା ଙ୍କ ନିର୍ଦ୍ଦେଶ କ୍ରମେ ଫେଡରେଶନର ଗଜପତି ଜିଲ୍ଲା ଶାଖା ପକ୍ଷରୁ ବ୍ଲକ୍ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରାଥମିକ ଶିକ୍ଷକ ମାନେ ସେମାନଙ୍କ ୩ ଦଫା ଦାବି ନେଇ କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଧାରଣା ଦେଇ ବସିଛନ୍ତି ।ଏହି ଆନ୍ଦୋଳନରେ ଗଜପତି ଜିଲ୍ଲାର ସମସ୍ତ ବ୍ଲକ୍ ସଦର ମହକୁମା ସ୍ଥିତ ବ୍ଲକ୍ ବିଇଓଙ୍କ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୯: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଭାରତ ସରକାରଙ୍କ ଶକ୍ତି ମନ୍ତ୍ରଣାଳୟର ଶକ୍ତି ଦକ୍ଷତା ବ୍ୟୁରୋ ଅନ୍ତର୍ଗତ ଓଡ଼ିଶା ରାଜ୍ୟ ଡିଜାଇନ୍ ସମିତି ଆନୁକୁଲ୍ୟରେ ଇଆଇସି: ଇଲେକ୍ଟ୍ରିକାଲ ଏବଂ ପିସିଇଆଇ: ଓଡ଼ିଶା ଆୟୋଜକରେ ଗୃହ ନିର୍ମାଣରେ ଶକ୍ତି ସଂରକ୍ଷଣ ବ୍ୟବସ୍ଥା ସମ୍ପର୍କିତ ଏକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଅନୁଷ୍ଠିତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୯: ପାରଳାଖେମୁଣ୍ଡି ସ୍ଥିତ ଜଙ୍ଗମ ସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ଜ୍ଵର ପରୀକ୍ଷଣ କେନ୍ଦ୍ର ଠାରେ ଗଜପତି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲା ସ୍ତରୀୟ ମିଶନ ଇନ୍ଦ୍ରଧନୁଷ ୫.୦ ର ଶୁଭାରମ୍ଭ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଡିଏମଓ: ତଥା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଅଧ୍ୟିକ୍ଷକ ଡ଼ାଃ ପ୍ରମୋଦ କୁମାର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ରିବନ୍ କାଟିବା ସହ ଜଣେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୯: ଗଜପତି ଜିଲ୍ଲ’ର ଏକ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ “ଜନ କଲ୍ୟାଣ ପ୍ରତିଷ୍ଠାନ” , ଜିଲ୍ଲାର ବିଭିନ୍ନ ଆଦିବାସୀ ବହୁଳ ବ୍ଲକାଞ୍ଚଳରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ନେଇ ସଫଳତାର ସହ ଗତ ୧୯୯୧-୯୨ ମସିହାରୁ ନିରନ୍ତର ଭାବେ କାର୍ଯ୍ୟକାରୀ କରିଚାଲିଛି ।ମୁଖ୍ୟତଃ ଭାବେ ଏହି “ଜନ କଲ୍ୟାଣ ପ୍ରତିଷ୍ଠାନ” ଶିକ୍ଷା କ୍ଷେତ୍ରରେ ଶିକ୍ଷା କେନ୍ଦ୍ର , ବ୍ରିଜ କୋର୍ସ , ଇଜିଏସ: Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୯:ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ଗଣ୍ଡାହାତି ଗ୍ରାମ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହ ଠାରେ କିଶୋରୀ ଓ କିଶୋର ମାନଙ୍କୁ ନେଇ ଏକ ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ସଚେତନତା କର୍ମଶାଳାରେ ମୁଖ୍ୟତଃ କିଶୋର ଓ କିଶୋରୀ ମାନଙ୍କୁ କିଭଳି ବିଭିନ୍ନ ଦିଗ ଉପରେ ସଚେତନ କରାଯିବା ସହ ସେମାନଙ୍କୁ ସଶକ୍ତିକରଣ କରିବା , ଏହାହିଁ ଏହି କର୍ମଶାଳା କାର୍ଯ୍ୟକ୍ରମର ମୁଖ୍ୟ ଆଭିମୁଖ୍ୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୯: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରା ଜର୍ଜଙ୍କ କୋର୍ଟ ପରିସରରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଟିତ ହୋଇଯାଇଛି ।ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଚିଠି ଅନୁଯାଇ ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଗଜପତି ଜିଲ୍ଲା ତଥା ଦୌରା ଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭନ୍ନ କୋର୍ଟ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୯: ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ବେତାଗୁଡ଼ା ଠାରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ଆଜି କେନ୍ଦ୍ରୀୟ ବିଦ୍ୟାଳୟର ଭାରତ ସ୍କାଉଟ ଓ ଗାଇଡର କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଅନ୍ତର୍ଗତ ଭୁବନେଶ୍ୱର ଡିଭିଜନର କେବଳ ବାଳିକା ମାନଙ୍କ ତିନି ଦିନିଆ ରାଜ୍ୟ ସ୍ତରୀୟ ତୃତୀୟ ସୋପାନ ପରୀକ୍ଷା ଶିବିର-୨୦୨୩ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି ।ପାରଳାଖେମୁଣ୍ଡି କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ତଥା କେମ୍ପ ନିର୍ଦ୍ଦେଶକ ଶ୍ରୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୯: ଗଜପତି ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସେଣ୍ଟର୍ ଫର୍ କମ୍ୟୁନିଟି ଡେଭଲେପମେଣ୍ଟ (ସିସିଡି) ଆନୁକୁଲ୍ୟରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ , ଗଜପତି ସହାୟତାରେ ବିଶ୍ୱ ଭୌତିକ ଚିକିତ୍ସା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ଵଳନ କରି ଏହି Continue Reading