Home Posts tagged gajapati district (Page 21)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୯: ନୀଳ ଆକାଶ ନିମନ୍ତେ ସ୍ୱଚ୍ଛ-ବାୟୁ ଦିବସ ପାଳନ ଅବସରରେ ସ୍ଵାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ ସମେତ ଗ୍ରାମ୍ୟ ଓ ପୌର ପରିଷଦ ସ୍ତରରେ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଯାଇଛି ।ସଚେତନତା କାର୍ଯ୍ୟକ୍ରମ ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ସଚେତନତା ଶୋଭାଯାତ୍ରା , ସଭା , ଦସ୍ତଖତ ଅଭିଯାନ , ବୃକ୍ଷ ରୋପଣ ଓ ଶପଥ ପାଠ ପ୍ରଭୃତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଗଜପତି ଜିଲ୍ଲା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୯ : ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ସମିତି ଅନ୍ତର୍ଗତ ଜିଲ୍ଲା ଅନ୍ଧତ୍ବ ନିୟନ୍ତ୍ରଣ ସମିତି ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ଆଜି ଜିଲ୍ଲାସ୍ତରୀୟ ୩୮ ତମ ବିଶ୍ଵ ଚକ୍ଷୁଦାନ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଏହି ଅବସରରେ ସକାଳେ ଏକ ସଚେତନତା ଶୋଭାଯାତ୍ରା ସଂପୃକ୍ତ କାର୍ଯ୍ୟାଳୟ ଠାରୁ ବାହାରି ସହର ପରିକ୍ରମା କରି ଚକ୍ଷୁଦାନ ଏବଂ ତାର ମହତ୍ତ୍ଵ ସମ୍ପର୍କରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୪/୯: ପାରଳାଖେମୁଣ୍ଡି ସ୍ଥିତ ସଂସ୍କୃତ ମହାବିଦ୍ୟାଳୟର ସଭାଗୃହ ଠାରେ ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ଓଡ଼ିଶା ଗଜପତି ଜିଲ୍ଲାଶାଖା ସଂସ୍କୃତ ଶିକ୍ଷକ ସଂଘ ପକ୍ଷରୁ ଜିଲ୍ଲା ସ୍ତରୀୟ ସଂସ୍କୃତ ଶିକ୍ଷକ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଶ୍ରୀ ଚନ୍ଦ୍ର ଶେଖର ତ୍ରିପାଠୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭା କାର୍ଯ୍ୟକ୍ରମକୁ ଜିଲ୍ଲା ସଂଘର ସଂଗଠନ ସମ୍ପାଦକ ଶ୍ରୀ ସୁକାନ୍ତ କୁମାର କର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩/୯: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାମୁଖ୍ୟ କୃଷି କାର୍ଯ୍ୟାଳୟ ସାମନାରେ ଗତ ଅଗଷ୍ଟ ୩୧ ତାରିଖ ଠାରୁ ବିଭିନ୍ନ ଦାବୀ ତଥା କେଡର ପୁନାର୍ବିନ୍ୟାସ କରାଯିବା ନେଇ ସରକାରଙ୍କ ଅହେତୁକ ବିଳମ୍ବ କରା ଯାଉଥିବା ପ୍ରତିବାଦ\’ରେ ଗୋଟିଏ ଛାତ ତଳେ ଜିଲ୍ଲର ଜଳଛାୟା , ଉଦ୍ୟାନ ଓ କୃଷି ବିଭାଗ ଅଧିକାରୀ ମାନେ ଶାନ୍ତିପୂର୍ଣ୍ଣ ଧାରଣାରେ ବସିଛନ୍ତି ।ଏ ସମ୍ପର୍କରେ ଜଳଛାୟା ତଥା ମୃତ୍ତିକା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୧/୮: ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ କାର୍ଯ୍ୟକ୍ରମ ପାଳନ ଅବସରରେ ବି ହିନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଏହି କାର୍ଯ୍ୟକ୍ରମରେ ପାର୍ଲାଖେମୁଣ୍ଡି ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।ଉପସ୍ଥିତ ସମସ୍ତଙ୍କୁ ସମ୍ବୋଧନ କରି କହିଥିଲେ ଯେ , ପରିବେଶ କିଭଳି ସ୍ୱଚ୍ଛ ରଖିବା ଏବଂ ସୁସ୍ଥ ପରିବେଶ ପାଇଁ ସଠିକ୍ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୧/୮: ଗଜପତି ଜିଲ୍ଲା ଅନ୍ତର୍ଗତ ରାୟଗଡ଼ ବ୍ଲକରେ ଜିଲ୍ଲା ପ୍ରଶାସନ ଓ କୈଳାଶ ସତ୍ୟାର୍ଥୀ ଚିଲ୍ଡରେନ୍ସ ଫଣ୍ଡ ଓ ସିସିଡି ଅନୁଷ୍ଟାନ ର ମିଳିତ ଉଦ୍ୟମରେ ବାଲ୍ୟ ବିବାହ , ଶିଶୁ ଚାଲାଣ , ଶିଶୁ ଯୌନ ନିର‌୍ୟାତନା ବନ୍ଦ କରିବା ସହ କିଶୋର ଓ କିଶୋରୀ ମାନଙ୍କ ସଶକ୍ତିକରଣ ନିମନ୍ତେ ଜାତି କୁଳ , ସମାଜ , ଓ ବିଭିନ୍ନ ସଂଗଠନର ମୁଖିଆ, ଓ ସରପଞ୍ଚ ମାନଙ୍କୁ ନେଇ ଏକ ବ୍ଲକ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୧/୮: ପାରଳାଖେମୁଣ୍ଡି ସ୍ଥିତ ଉପ-କାରାଗାରରେ ପ୍ରଗତି ଅନୁଷ୍ଠାନ ଆନୁକୁଲ୍ୟରେ ଏକ ଆକର୍ଷଣୀୟ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନ୍ତେବାସୀଙ୍କ ଗହଣରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ରେ ଉପ-କାରାଗାରର ଅଧ୍ୟକ୍ଷ ହନୁ ସେଠୀ ଏବଂ ଉପାଧ୍ୟକ୍ଷ ଶ୍ରୀ ପ୍ରଭାତ କୁମାର ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ପ୍ରଗତି ଅନୁଷ୍ଠାନର ସମ୍ପାଦିକା ଶ୍ରୀମତୀ ତନୁଜା ଶତପଥୀ , ମୁଖ୍ୟଅତିଥି ଶ୍ରୀ ବିଚିତ୍ରା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୧/୮: ଗଜପତି ଜିଲ୍ଲା ର ଅଗ୍ରଣୀ ମହିଳା ସଂଗଠନ “ଆକାଂକ୍ଷା ତରଫରୁ ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଝାମି ଗ୍ରାମ ସ୍ଥିତ କୃଷି କ୍ଷେତ୍ର ଠାରେ ନିଆରା ଢଙ୍ଗରେ କୃଷକ ଭାଇ ମାନଙ୍କୁ ନେଇ ରକ୍ଷା ବନ୍ଧନ ଉତ୍ସବ ପାଳିତ ହୋଇ ଯାଇଛି।ଏହି ପରିପ୍ରେକ୍ଷୀରେ କୃଷକ ଭାଇ ମାନେ ସାନଙ୍କ ଚାଷ ଜମିରେ ଘାସ ବଛା ଓ ଅନ୍ୟାନ୍ୟ କାମ କରୁଥିବା ବେଳେ ସେମାନଙ୍କୁ ଆକାଂକ୍ଷା ସଂଗଠନର ମହିଳା ମାନେ ଚାଷ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ସଂସ୍କୃତ ଦିବସ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସଂସ୍କୃତ ଶିକ୍ଷୟତ୍ରୀ ଶ୍ରୀମତୀ ଶୁଭଲକ୍ଷ୍ମୀ ଦାସ ଙ୍କ ତତ୍ବାବଧାନ ଏବଂ ପ୍ରଧାନ ଶିକ୍ଷକ ପୁର୍ଣ୍ଣ ଚନ୍ଦ୍ର ପ୍ରଧାନ ଙ୍କ ପୌରହିତ୍ୟ ରେ ଏହି ସଂସ୍କୃତ ଦିବସ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି ଉତ୍ସବରେ ମଞ୍ଚାସିନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୮: ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ବେତାଗୁଡ଼ା ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ ଆଜି “ଗୋଲ ମରିଚ” ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀ ମାନଙ୍କ ଦ୍ଵାରା ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଶ୍ରୀକାନ୍ତ ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏନଏସଏସ: କୋର୍ଡିନେଟର ଶ୍ରୀ କୈଳାଶ ଚନ୍ଦ୍ର ପୃଷ୍ଟି , ବରିଷ୍ଠ ଶିକ୍ଷକ ଶ୍ରୀ ହର ପ୍ରସାଦ Continue Reading