Home Posts tagged gajapati district (Page 22)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୮: ସ୍କୁଲ ଶିକ୍ଷା ସହ ଭିତ୍ତିଭୂମିକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଓଡ଼ିଶାର ୧୪ ଟି ସ୍କୁଲକୁ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ମୋଟ ୧୧ କୋଟି ୬୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ।ସେଥି ମଧ୍ୟରୁ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଥିବା ମହେନ୍ଦ୍ରଗିରି(ପୌର) ସରକାରୀ ଉଚ୍ଚ ବିଦ୍ୟାଳୟକୁ ୭୦ ଲକ୍ଷ ଟଙ୍କା ମଞ୍ଜୁର କରାଯିବା ସହ ସ୍କୁଲ ଶିକ୍ଷା ଭିତ୍ତିଭୂମିର ବିକାଶପାଇଁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୩/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ରାଜ୍ୟ ସଂଘ ଆହ୍ବାନ କ୍ରମେ ଗଜପତି ଜିଲ୍ଲାର ପଞ୍ଚାୟତ ନିର୍ବାହୀ ଅଧିକାରୀ ମାନେ ୨ ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା କାର୍ଯ୍ୟକ୍ରମରେ ବସିଥିବା ଯୋଗୁଁ ଗ୍ରାମାଞ୍ଚଳର ତୃଣମୂଳ ସ୍ତରରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ବ୍ୟାଘାତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୮: ଓଡ଼ିଶାର ସଂସ୍କୃତି ପୁରୁଷ , ଐତିହାସିକ , ଯୁଗ ପୁରୁଷ ପ୍ରତ୍ନତତ୍ତ୍ୱବିଦ ପଦ୍ମଶ୍ରୀ ଡ଼ଃ ସତ୍ୟ ନାରାୟଣ ରାଜଗୁରୁଙ୍କ ୧୨୧ ତମ ଜୟନ୍ତୀ ଉତ୍ସବ , ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜର ସଭା ଗୃହ ଠାରେ ପଦ୍ମଶ୍ରୀ ଡ଼ଃ ସତ୍ୟନାରାୟଣ ରାଜଗୁରୁ ସ୍ମୃତି ସଂସଦ , ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଗଜପତି ଜିଲ୍ଲା ସଂସ୍କୃତି ପରିଷଦ ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଉତ୍କଳ ହିତ୍ୟେଷିଣୀ ସମାଜର ସଭା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୮: ନିଖିଳ ଉତ୍କଳ ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜ୍ୟ ସଂଘର ଆହ୍ବାନ କ୍ରମେ ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘ , ଗଜପତି ଜିଲ୍ଲା ଶାଖା ପକ୍ଷରୁ ୨ ଦଫା ମୁଖ୍ୟ ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା କାର୍ଯ୍ୟକ୍ରମ ଆଜିଠାରୁ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଜିଲ୍ଲା ସଂଘର ସଭାପତି ଶ୍ରୀ ରାଜେନ୍ଦ୍ର କୁମାର ରଥଙ୍କ ନେତୃତ୍ୱରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୮: ଓଡ଼ିଶାର ପରିବର୍ତ୍ତନ ପାଇଁ କଂଗ୍ରେସ ହିଁ ଏକମାତ୍ର ବିକଳ୍ପ । ଓଡ଼ିଶାର ଚାଷୀ ମାନଙ୍କ ଆୟ – ସର୍ବ ଭାରତୀୟ ଚାଷୀ ମାନଙ୍କ ଅଧା:— ପ୍ରଦେଶକଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ଯଦି ଓଡ଼ିଶାରେ କିଛି ପରିବର୍ତ୍ତନ ହୁଏ , ତା ହେଲେ ସେ ପରିବର୍ତ୍ତନ କେବଳ କଂଗ୍ରେସ ଦଳ ହିଁ ଆଣିପାରିବ । କଂଗ୍ରେସ ଦଳ ହିଁ ଓଡ଼ିଶାରେ କେବଳ ଏକମାତ୍ର ବିକଳ୍ପ । ଓଡ଼ିଶାରେ ବର୍ତ୍ତମାନ ଯେଉଁ ପ୍ରକାର ଦୁର୍ନୀତି […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲାସ୍ତରୀୟ “ଦିଶା” ତଥା ଜିଲ୍ଲା ଉନ୍ନୟନ ତଦାରଖ ଓ ସଂଯୋଜନା କମିଟି ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।“ଦିଶା” କମିଟିର ଅଧ୍ୟକ୍ଷ ତଥା ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ର ଶେଖର ସାହୁ ଏହି ବୈଠକ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଗଠନ ମୂଳକ ବିଷୟ ଉପରେ ଆଲୋଚନା କରାଯାଇ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୮: ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଅନ୍ତର୍ଗତ କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ- ଆଗ୍ରାର ଭୁବନେଶ୍ୱର କେନ୍ଦ୍ର , ଓଡିଶା ଶାଖା ତରଫରୁ ଜିଲ୍ଲା ସ୍ତରୀୟ ହିନ୍ଦୀ ଶିକ୍ଷକ ମାନଙ୍କ ୧୦ ଦିନିଆ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି ।ଏହି ପ୍ରଶିକ୍ଷଣ ଶିବିର ୧୪/୮/୨୦୨୩ ଠାରୁ ୨୫/୮/୨୦୨୩ ପର୍ଯ୍ୟନ୍ତ ୧୦ ଦିନଧରି ଜିଲ୍ଲା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆଜି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ୭୭ତମ ସ୍ବାଧିନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି ।ଏହି ସମାରୋହ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୮: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ସେବକ ପୁର ସ୍ଥିତ ପର୍ଶୁରାମ ମହାବିଦ୍ୟାଳୟ ତଥା ପର୍ଶୁରାମ ଗୁରୁକୂଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ଅନ୍ତର୍ଗତ ଗଜପତି ଜିଲ୍ଲା ନେହେରୁ ଯୁବ କେନ୍ଦ୍ର ପକ୍ଷରୁ କେନ୍ଦ୍ର ସରକାରଙ୍କ “ମେରୀ ମାଟି ମେରା ଦେଶ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ନେହେରୁ ଯୁବ କେନ୍ଦ୍ରର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୮:ଗଜପତି ଜିଲ୍ଲାର ବରିଷ୍ଠ ସାମ୍ବାଦିକ ଶ୍ରୀ ତାରିଣୀ ପ୍ରସାଦ ପଣ୍ଡାଙ୍କ ମାତା ଶକୁନ୍ତଳା ପଣ୍ଡା(୮୫)ଙ୍କ କେଉଟ ସାହି ସ୍ଥିତ ତାଙ୍କ ନିଜସ୍ଵ ବାସ ଗୃହ ଠାରେ ଗତକାଲି ରାତ୍ର ୭ଘଣ୍ଟା ସମୟରେ ବିୟୋଗ ହୋଇ ଯାଇଛି । ମୃତ୍ୟୁ ବେଳେ ତାଙ୍କ ନିକଟରେ ତାଙ୍କର ପୁଅ , ବଉ , ଝିଅ , ଜ୍ବାଇଁ , ନାତି ନାତୁଣୀ ପ୍ରମୁଖ ଉପସ୍ଥିତ ଥିଲେ ।ସ୍ବର୍ଗତା ଶଳୁନ୍ତଳା ଜଣେ ଧର୍ମ ପରାୟଣ ଓ ମେଳାପି […]Continue Reading