Home Posts tagged gajapati district (Page 23)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୮ : ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଘରେ ଘରେ ତ୍ରିରଙ୍ଗା ଅଭିଯାନ ସମ୍ପର୍କିତ ଏକ ବିରାଟ ଶୋଭାଯାତ୍ରା ସମେତ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଗଜପତି ଜିଲ୍ଲାରେ ମଧ୍ୟ ଏହି କାର୍ଯ୍ୟକ୍ରମ ବ୍ୟାପକ ଭାବେ ଆଗେଇ ଚାଲିଛି ।ଏହି ଅବସରରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜି ଗଜପତି ଜିଲ୍ଲା ବିଜେପି ପକ୍ଷରୁ ୭୭ ତମ ସ୍ବାଧିନତା ଦିବସ ଉପଲକ୍ଷେ ଆଜି ପାରଳାଖେମୁଣ୍ଡି ସ୍ଥିତ ରେଳ ଷ୍ଟେସନ ପରିସରରେ ସ୍ଵଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ ପି: ନଡ୍ଡା ଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୮: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ନୂଆ କେରାଣ୍ଡି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ସୌମ୍ୟାରାଣୀ ଗୌଡଙ୍କ ପୌରହିତ୍ୟରେ ଜିଲ୍ଲାବ୍ୟାପୀ କୃମିନାଶକ କାର୍ଯ୍ୟକ୍ରମର ଅନୁଷ୍ଠିତ ଶୁଭାରମ୍ଭ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିୀପୋର୍ଟଗଜପତି, ୯/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜି ଓଡ଼ିଶା ଆଦିବାସୀ ଅଧିକାର ମଞ୍ଚ , ଗଜପତି ଜିଲ୍ଲା ଶାଖା ପକ୍ଷରୁ ବିଶ୍ଵ ଆଦିବାସୀ ଦିବସ ଓ କ୍ରାନ୍ତିକାରୀ ଦିବସ ପାଳିତ ହୋଇଯାଇଛି ।ଏହି ଅବସରରେ ଓଡ଼ିଶା ଆଦିବାସୀ ଅଧିକାର ମଞ୍ଚର ରାଜ୍ୟ ସଭାପତି ଶ୍ରୀ ଦଣ୍ଡପାଣି ରଇତଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରା ବାହାରି ବିଭିନ୍ନ ନାରା ଦେଇ ସହର ପରିକ୍ରମା କରିଥିଲା ।ପରେ ଏକ ସଚେତନତା ସଭା କାର‌୍ୟ୍ୟକ୍ରମ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୮: ଗଜପତି ଜିଲ୍ଲାରେ ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ୧୫ ଜୁଲାଇ ଠାରୁ ଆରମ୍ଭ ହେଉଛି।ଧାନ ସଂଗ୍ରହ ବର୍ଷ ୨୦୨୪-୨୫ ପାଇଁ ଜିଲ୍ଲାରେ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣ କରିବା ଲାଗି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଏକ ପ୍ରଚାର ରଥକୁ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଓ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୮: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଗୁରାନ୍ଦି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ତ ଉପଲଡା ସ୍ଥିତ ସ୍ୱାସ୍ଥ୍ୟ ଉପକେନ୍ଦ୍ର ତଥା ଆୟୁଷ୍ମାନ ସ୍ୱାସ୍ଥ୍ୟ ଆରୋଗ୍ୟ ମନ୍ଦିର ପକ୍ଷରୁ ଜାତୀୟ ସ୍ବାସ୍ଥ୍ୟ ମିଶନ ଅନ୍ତର୍ଗତ “ସମନ୍ୱିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ” ଏବଂ “ବିଶ୍ଵ ସ୍ତନ୍ୟପାନ ସପ୍ତାହ” କାର୍ଯ୍ୟକ୍ରମ ପାଳନ ଅବସରରେ ବିଭିନ୍ନ ସଚେତନତା ମୂଳକ କାର‌୍ୟ୍ୟକ୍ରମ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୭ : ଗଜପତି ଜିଲ୍ଲାର ଆକାଂକ୍ଷା ବ୍ଲକ୍ ଭାବେ ପରିଚିତ ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଲକ୍ । ଏହି ଆକାଂକ୍ଷା ବ୍ଲକରେ ସାକ୍ଷରତା ହାର କମ୍ ଥିବା ବେଳେ ଏଠାରେ ଅଧାରୁ ପାଠପଢ଼ା ଛାଡୁଥିବା ପିଲା ମଧ୍ୟ ରହିଥିବା ସହ ଏଠାରେ ଶିଶୁ ମାନଙ୍କ ସୁରକ୍ଷା ଓ ଯତ୍ନର ଆବଶ୍ୟକତା ରହିଛି ।ଏସବୁକୁ ଦୃଷ୍ଟିରେ ରଖି ଆଜି ଏହି ଆକାଂକ୍ଷା ବ୍ଲକ୍ ଗୁମ୍ମା ଅନ୍ତର୍ଗତ ଜୀବା ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୦/୭: ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ନୀଳାଦ୍ରି ବିଜେ କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି । ଦୀର୍ଘ ୧୨ ଦିନର ଲୀଳା ଖେଳ ସାରି ଆଜି ଚତୁର୍ଦ୍ଧା ମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ବେଦୀକୁ ଯାଇଛନ୍ତି ।ବାହୁଡା ଯାତ୍ରା ଦିନ ଚତୁର୍ଦ୍ଧା ମୂର୍ତ୍ତିଙ୍କ ତିନି ରଥଟଣା ବେଳେ ପାରମ୍ପରିକ ପ୍ରକାରେ ବଡଦାଣ୍ଡର ଅଧ ବାଟରେ ଅଟକି ରହିଥିଲା । ଆଜି ନୀଳାଦ୍ରି ବିଜେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୭: ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଆଜି ଚତୁର୍ଦ୍ଧା ମୂର୍ତ୍ତି ତଥା ଶ୍ରୀଜୀଉ ମାନଙ୍କ ପବିତ୍ର ବାହୁଡ଼ା ଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି ।ଏହି ଅବସରରେ ପୂର୍ବାହ୍ନରେ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ତିନି ଠାକୁରଙ୍କ ଶ୍ରୀ ମନ୍ଦିରକୁ ଯାତ୍ରା କରିବା ପୂର୍ବରୁ ସେନାପଟା ଓ ପାରମ୍ପରିକ ପୂଜାର୍ଚ୍ଚନା ନୀତି ପ୍ରଭୃତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ତା ପରେ ଗୋଟି ପହଣ୍ଡିରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୭ : ବିକଶିତ ଭାରତ ଅବସରରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ରାଜ ସିତାପୁର ସ୍ଥିତ ସେଞ୍ଚୁରିଅନ ୟୁନଭରସିଟିର ସିଭିଲ ଇଞ୍ଜିନିୟରିଂ ବିଭାଗ ପକ୍ଷରୁ ୟୁନଭରସିଟିର ନିଉ ଅଡିଟରିଅମ ହଲ ଠାରେ ଆଜି ଭାରତ ସରକାରଙ୍କ ଇସ୍ରୋ: ସହାୟତାରେ ସେଣ୍ଟର ଫର୍ ଡାଟା ସାଇନ୍ସ ଏଣ୍ଡ ମେସିନ ଲାର୍ଣୀଙ୍ଗ ସହଯୋଗିତାରେ “ବିପର୍ଯ୍ୟୟ ପରିଚାଳନା ବେଳେ ଆଧୁନିକ ଯାନ୍ତ୍ରିକ ଓ ଜ୍ଞାନ କୌଶଳ ପ୍ରୟୋଗ କରି ଧନ ଜୀବନ ସୁରକ୍ଷା ସହ Continue Reading