Home Posts tagged gajapati district (Page 25)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୭ : ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଗଢି ଉଠିଥିବା ଦାମୋଦର ବିହାର ଅଞ୍ଚଳବାସୀ କେବଳ ଆଜି ନୁହଁ , ଯେତେବେଳେ ବି ବର୍ଷା ହୁଏ ସେହି ସମୟ ବେଳେ ଘୋର ହନ୍ତସନ୍ତ ହୋଇପଡନ୍ତି । ଏମିତିକି , ଅସରାଏ ବର୍ଷା ହେଲେ ରାସ୍ତାଘାଟର ଅବସ୍ଥା ଶୋଚନୀୟ ହୋଇ ପଡ଼ିଥାଏ ।ବାଇକ୍ ଗାଡି କଥା ଛାଡ଼ନ୍ତୁ ଏଠାରେ ବର୍ଷା ହେଲେ ଚାଲିଚାଲି ଯିବା ମଧ୍ୟ ସମ୍ଭବ ହୋଇ ନ ଥାଏ । ଆଣ୍ଠୁଏ ନାଳ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୭ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଖରିଫ ଧାନ ବିକ୍ରି ପାଇଁ ନାମ ପଞ୍ଜିକରଣ କରିବା ଲାଗି ଏକ ପ୍ରଚାର ରଥକୁ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ସବୁଜ ପତାକା ଦେଖାଇ ଶୁଭାରମ୍ଭ ହୋଇଯାଇଛି।ଏହି ପ୍ରଚାର ରଥ ଜିଲ୍ଲାର ସମସ୍ତ ବ୍ଲକରେ ପ୍ରଚାର ପ୍ରସାର କରିବ। ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ଓ ବିକ୍ରି […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅନ୍ତର୍ଗତ ଭିଏସସି: ୪ ଓ ୫ ପକ୍ଷରୁ ମ୍ୟାଲେରିଆ , ଡେଙ୍ଗୁ ଓ ଡାଇରିଆ ଉପରେ ଏକ ସଚେତନତା ଅଭିଯାନ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ସଚେତନତା ଅଭିଯାନ କାର୍ଯ୍ୟକ୍ରମ ରେ ଭିଏସସି: ୪ ଓ ୫ ଦାୟିତ୍ୱରେ ଥିବା ଏଏନଏମ: ତଥା ମହିଳା ସ୍ବାସ୍ଥ୍ୟକର୍ମୀ ଶ୍ରୀମତୀ ଭି: ଲକ୍ଷ୍ମୀ କୁମାରୀ ପଟନାୟକ ଏବଂ ଲକ୍ଷ୍ମୀପ୍ରିୟା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୭: ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ୍ ଜିଲ୍ଲା ଏବଂ ଓଡ଼ିଶାର ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ସମିତି ମିଳିତ ଆନୁକୁଲ୍ୟରେ ମଧ୍ୟରେ ଆନ୍ତଃରାଜ୍ୟ ବୋର୍ଡର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଅଧିକାରୀ ପକ୍ଷରୁ ଏକ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟତଃ ଏହି ବୈଠକ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍ ଏବଂ ଗଜପତି ସୀମାନ୍ତ ଅଞ୍ଚଳରେ ପିସି: ଏବଂ ଏବଂ ପିଏନଡିଟି: ଅଧିନିୟମକୁ ସଫଳ ରୂପାୟନ ପାଇଁ ଏହି ବୈଠକ Continue Reading
Odisha News
ଗଜପତି,୧୯/୭: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ୩ ଦିନ ଧରି ବର୍ଷା ଲାଗିରହିବା ଯୋଗୁ ସ୍ଥିତି ବେହାଲ ହୋଇପଡ଼ିଛି। କେରାଣ୍ଡି ପଞ୍ଚାୟତର ଡାଳିମ୍ୱପୁର୍ ନିକଟରେ ଥିବା ଅସ୍ଥାୟୀ ପୋଲ ଧୋଇଯିବା ଯୋଗୁ ୩ଟି ଗାଁର ଲୋକେ ଓଡ଼ିଶାରୁ ବିଚ୍ଛିନ୍ନ ହୋଇଯାଇଛନ୍ତି। ୩ଟି ଗାଁର ଲୋକେ ପାରଳାଖେମୁଣ୍ଡି ଆସିବା ପାଇଁ ଆନ୍ଧ୍ର ଉପରେ ନିର୍ଭର କରୁଛନ୍ତି।ଡାଳିମ୍ୱପୁର୍ ନିକଟରେ ବ୍ରିଜ୍ କାମ ଚାଲିଥିବା ଯୋଗୁ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏକ ଅସ୍ଥାୟୀ ପୋଲ ନିର୍ମାଣ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୭: ପୂର୍ବତଟ ରେଳପଥ ୱାଲଟିୟର ଡିଭିଜନ ଡି:ଆର:ଏମ: ତଥା ରେଳ ଡିଭିଜନ ମହା ପ୍ରବନ୍ଧକ ଶ୍ରୀ ଅନୁପ ଶତପଥୀ ଆଜି ଏକ ସ୍ବତନ୍ତ୍ର ଟ୍ରେନ ଯୋଗେ ପାରଳାଖେମୁଣ୍ଡି ଗସ୍ତରେ ଆସି ସେଠାରେ ଦୀର୍ଘଦିନ ଧରି ଚାଲିଥିବା ରେଳ ଷ୍ଟେସନ ବିଲଡିଙ୍ଗ ଓ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟ ସବୁ ପରିଦର୍ଶନ ଓ ଅନୁଧ୍ୟାନ କରି ଫେରି ଯାଇଛନ୍ତି ।ଗସ୍ତ ଓ ଅନୁଧ୍ୟାନ ବେଳେ ଡିଆରଏମ: ଶ୍ରୀ ଶତପଥୀ ପାରଳାଖେମୁଣ୍ଡି ରେଳ ଷ୍ଟେସନ ଠାରେ ନିର୍ମାଣ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୭: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ସ୍ଥିତ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନୀଲ ମହାନ୍ତି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦେଇ ଶୁଣାଣୀ କରିଥିଲେ ।ଏହି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ବେତାଗୁଡ଼ା-ହାତିବାଡ଼ି ସ୍ଥିତ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅନ୍ତର୍ଗତ ଦକ୍ଷତା ବିକାଶ କେନ୍ଦ୍ର ଠାରେ ଆଜି ଗଜପତି ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାର ସରକାରୀ ପଲିଟେକନିକ ଅନୁଷ୍ଠାନ ଏବଂ ଜନ ଶିକ୍ଷା ସଂସ୍ଥାନର ମିଳିତ ସହଯୋଗରେ ଜିଲ୍ଲାସ୍ତରୀୟ ବିଶ୍ଵ ଯୁବ କୌଶଳ ଦିବସ-୨୦୨୩ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୭ : ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦର ପୂର୍ବ ପ୍ରସ୍ତୁତି ବୈଠକ ଆଜି ଅଧ୍ୟକ୍ଷା ଶ୍ରୀମତୀ ମରୀୟମ ରଇତଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି।ଆଜିର ଏହି ପୂର୍ବ ପ୍ରସ୍ତୁତି ବୈଠକରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଉପସ୍ଥିତ ଥିବା ସମସ୍ତ ସଭ୍ୟ-ସଭ୍ୟା ମାନଙ୍କୁ ଅବଗତ କରା ଯାଇଥିଲା ।ଆସନ୍ତା ତା ୧୭/୭/୨୦୨୩ ଓ ତା:- ୧୮/୦୭/୨୦୨୩ ରିଖ ଦୁଇ ଦିନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୭: ଭାରତରେ ଦକ୍ଷତାର ବିଶ୍ଵସ୍ତରୀୟ ସ୍ଥିତିକୁ ଦୃଷ୍ଟିରେ ରଖି ସେଣ୍ଟ୍ରାଲ୍ ୟୁନିଭରସିଟି, ଯାହାକି ଏହା ଭାରତର ପ୍ରାଥମିକ ଅନୁଷ୍ଠାନ ଏବଂ ସେଞ୍ଚୁରିଅନ୍ ୟୁନିଭରସିଟି ଯାହା ଭାରତର ପ୍ରଥମ ପ୍ରିମିୟର୍ ସ୍କିଲ୍ ବିଶ୍ୱବିଦ୍ୟାଳୟ ଓ ଦକ୍ଷତା ବିକାଶ ଏବଂ ଏହା ଉଦ୍ୟୋଗ ମନ୍ତ୍ରଣାଳୟର ଏକ ସେଣ୍ଟର ଅଫ୍ ଏକ୍ସଲେନ୍ସ ଭାବେ ଓଡ଼ିଶା ଏବଂ ଆନ୍ଧ୍ର-ପ୍ରଦେଶରେ ଅବସ୍ଥାପିତ।ଉଚ୍ଚଶିକ୍ଷା , ଶିକ୍ଷାବିତ , ଗବେଷଣା , ନବସୃଜନ ଏବଂ Continue Reading