Home Posts tagged gajapati district (Page 26)
Odisha News
ଗଜପତି,୧୨/୬: ମହାରାଷ୍ଟ୍ରର ନାଗପୁର ଠାରେ “ଡ୍ରିମ୍ ଷ୍ଟୁଡିଓ ଭେଞ୍ଚର” ଡିଏସଭି: କମ୍ପାନୀ ପକ୍ଷରୁ ଆୟୋଜିତ ହୋଇଥିବା ମେଡିକୋ ଡିଭା ତଥା ପ୍ରସିଦ୍ଧ ଚିକିତ୍ସକ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ପାରଳାଖେମୁଣ୍ଡି ସହରର ଡାକ୍ତର ସନ୍ଧ୍ୟାରାଣୀ ପାଣିଗ୍ରାହୀ ଅଂଶଗ୍ରହଣ କରି ପ୍ରଥମ ହୋଇ “ମିସ ଇଣ୍ଡିଆ କନଫିଡେଣ୍ଟ କୁଇନ” ସମ୍ମାନ ଜନକ ମୁକୁଟ ଅଳଙ୍କୃତ କରିଛନ୍ତି । ତାଙ୍କର ଏହି ଜାତୀୟ ସ୍ତର କୃତିତ୍ୱ ହାସଲ ଯୋଗୁଁ ପାରଳାଖେମୁଣ୍ଡି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୬ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଗଣ୍ଡାହତୀ ଠାରେ ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୫ ଦିନିଆ ଡ୍ରେସ ଡିଜାଇନ ଓ ଉଦ୍ୟୋଗୀ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ପଞ୍ଚାୟତ ମହାସଂଘର ୫୬ ଜଣ ସଭ୍ୟା ଉପସ୍ଥିତ ଥିବା ବେଳେ ଏହି କାର୍ଯ୍ୟକ୍ରମକୁ ଆର:କେ:ଏସ:ଏସ: ଅନୁଷ୍ଠାନ ପକ୍ଷରୁ ପରିଚାଳନା କରା ଯାଇଥିଲା ।ଆଜିର ଏହି ଉଦଘାଟନ ଉତ୍ସବରେ ଆରସେଟି: ପ୍ରଶିକ୍ଷଣ କେନ୍ଦ୍ରର ନିର୍ଦ୍ଦେଶକ ଶ୍ରୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୬: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଗୁରାଣ୍ଡୀ ଗ୍ରାମ ସ୍ଥିତ ପ୍ରାଣୀ ଚିକିତ୍ସାଳୟ ପରିସରରେ ଗଜପତି ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସ୍ୟାଧିକାରୀଙ୍କ କାର୍ଯ୍ୟାଳୟର ଆୟୋଜକରେ ଏବଂ ଗଜପତି ଜିଲ୍ଲା ପ୍ରାଣୀ ସମ୍ପଦ ବିକାଶ ବିଭାଗର ସୌଜନ୍ୟତାରେ ଆଜି କେନ୍ଦ୍ର ସରକାରଙ୍କ ରାଷ୍ଟ୍ରୀୟ ଗୋକୁଳ ମିଶନ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ମେଗା ଗୋ-ବନ୍ଧ୍ୟା ନିରାକରଣ ଚିକିତ୍ସା ଶିବିର ଓ ଚାଷୀ ସଚେତନତା କାର୍ଯ୍ୟକ୍ରମ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୬: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ: କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୫:କେନ୍ଦ୍ର ଜନଜାତି ବ୍ୟାପାର ଓ ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ବିଶେଶ୍ୱର ଟୁଡୁ ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମର ଶିଳାନ୍ୟାସ ଦେଇ ଫେରି ଯାଇଛନ୍ତି ।ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଟୁଡୁ ପ୍ରଥମେ ନୂଆଗଡ ବ୍ଲକ ଅନ୍ତର୍ଗତ ଏନ ଝାଲର ସିଂ ଠାରେ ଶବର ସମାଜ କଲ୍ୟାଣ ସମିତିର ପ୍ରତିଷ୍ଠାତା ତଥା ବିଶିଷ୍ଟ ସମାଜ ସଂସ୍କାରକ ପରମ ପୂଜନୀୟ ସ୍ବର୍ଗତ ପ୍ରଧାନି ଗମାଙ୍ଗଙ୍କ ସ୍ମୃତି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୫: ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନ ସାଧାରଣଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇ ଦେବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରତିବଦ୍ଧ । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲାରେ ୨ ଟି ବୃହତ୍ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ୩୭୯ କୋଟି ୧୮ ଲକ୍ଷ୍ ଟଙ୍କା ଅନୁମୋଦନ କରିଛନ୍ତି ।ଏଥିପାଇଁ ଜିଲ୍ଲା ବିଜୁ ଜନତା ଦଳ ମାନ୍ୟବର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୫: ଗଜପତି ଜିଲ୍ଲା ଗୁମ୍ମା ଗ୍ରାମ ସ୍ଥିତ ହାଟପଦା ପରିସରରେ ଗୁମ୍ମା ବ୍ଲକ୍ ବିଜେପି: ପକ୍ଷରୁ ଗୁମ୍ମା ଓ ସେରଙ୍ଗ ମଣ୍ଡଳ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଗୁମ୍ମା ମଣ୍ଡଳ ସଭାପତି ଶ୍ରୀ କୃଷ୍ଣଚନ୍ଦ୍ର ବିଶୋଇ ସଭାପତିତ୍ୱ କରିଥିଲେ ।ଅନ୍ୟ ମାନଙ୍କ ମଧରେ ଏହି ବୈଠକ କାର୍ଯ୍ୟକ୍ରମରେ ଜ଼ିଲ୍ଲା ସାଧାରଣ ସମ୍ପାଦକ ଶ୍ରୀ ଜଗନ୍ନାଥ ମହାପାତ୍ର ମୁଖ୍ୟଅତିଥି ଭାବେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୫: ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ ସାଇଲମ୍ କଲ୍ୟାଣ ମଣ୍ଡପର ସମ୍ମିଳନୀ କକ୍ଷ ଠାରେ ନବ ଉତ୍କଳର ନିର୍ମାତା , ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମୁଖ୍ୟ ପୁରୋଧା , ଓଡ଼ିଶା ଭାଷା-ଭିତ୍ତିକ ରାଜ୍ୟ ଗଠନର ମୁଖ୍ୟ ବିନ୍ଧାଣୀ ତଥା ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୫୦ ତମ ତିରୋଧାନ ଦିବସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ସ୍ଥାନୀୟ ବଜାର ଛକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୫: ପାରଳାଖେମୁଣ୍ଡି ଠାରେ ନବ ଉତ୍କଳର ନିର୍ମାତା , ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମୁଖ୍ୟ ପୁରୋଧା , ଓଡ଼ିଶା ଭାଷା-ଭିତ୍ତିକ ରାଜ୍ୟ ଗଠନର ମୁଖ୍ୟ ବିନ୍ଧାଣୀ ତଥା ସ୍ଵାଧୀନ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ପାରଳା ମହାରାଜା ଶ୍ରୀଶ୍ରୀଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜିଲ୍ଲାସ୍ତରୀୟ ୫୦ ତମ ତିରୋଧାନ ଦିବସ ଉତ୍ସବ ଉତ୍କଳ ହିତ୍ୟେଷିଣୀ ସମାଜ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୩/୫: ଗଜପତି ଜିଲ୍ଲାସ୍ତରୀୟ କାର୍ଯ୍ୟରତ ଅମଲା ମାନଙ୍କ ରହିଥିବା ନ୍ୟାଯ୍ୟ ଦାବୀ ପୂରଣ ଦିଗରେ ରାଜ୍ୟ ସରକାର , ବୈମାତୃକ ମନୋଭାବ ପୋଷଣ କରି ଆସୁଥିବା ପ୍ରତିବାଦରେ ଜିଲ୍ଲାର ଅମଲା ମାନେ କଳାବ୍ୟାଚ ପରିଧାନ କରି ଅଫିସ କାର୍ଯ୍ୟ କରୁଥିବା ଦେଖିବାକୁ ମିଳିଛି ।ଜିଲ୍ଲା ସ୍ତରୀୟ ଅମଲା ସଂଘର ନିଷ୍ପତ୍ତି ଅନୁଯାୟୀ ତା ୨୨.୦୫.୨୦୨୩ ରିଖ ଦିନ ଗଜପତି ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ଅମଲା ମାନେ କଳା ବ୍ୟାଜ Continue Reading