Home Posts tagged gajapati district (Page 28)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୧: ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ବିକଶିତ ଭାରତ ସଂକଳ୍ପ ଯାତ୍ରା ସଚେତନତା ରଥ ଆଜି ମୋହନା ବ୍ଲକର ଲାବରସିଂ ଏବଂ ଚନ୍ଦ୍ରଗିରି ପଞ୍ଚାୟତରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ସଚେତନ କରାଯାଇଛି।ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରା ସଚେତନତା ରଥ ପ୍ରଥମେ ଲାବରସିଂ ପଞ୍ଚାୟତରେ ପହଞ୍ଚିବା ପରେ ସେଠାରେ ବିଭିନ୍ନ ବିଭାଗୀୟ ଅଧିକାରୀ , ପଞ୍ଚାୟତ ଜନପ୍ରତିନିଧି ଙ୍କ ସମେତ ବିଭିନ୍ନ ସ୍ତରର ଶତାଧିକ ସଂଖ୍ୟାରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ-ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନଙ୍କ ସମେତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨ ୯/୧୨: ଦକ୍ଷତା ଓ ସଶକ୍ତିକରଣ କ୍ଷେତ୍ରରେ ମହିଳା ଓ କିଶୋରୀ ମାନଙ୍କ ଅଭିବୃଦ୍ଧି କରାଯିବା ନିମନ୍ତେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସିସିଡ଼ି: ପକ୍ଷରୁ ୨୬ ଓ ୨୭ ତାରିଖ ଦୁଇଦିନ ଧରି ଦେଶାଇ ଫୌଣ୍ଡେସନ ସହାୟତାରେ ଏକ ପ୍ରଶିକ୍ଷଣ ଶିବିର ଗଜପତି ଜିଲ୍ଲାର ରାୟଗଡ଼ା ବ୍ଲକ୍ ଅନ୍ତର୍ଗତ ମାର୍ଲବା ଓ ମଣ୍ଡଳସାହି ଠାରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମର ପ୍ରଶିକ୍ଷଣ ଭାବେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଆଇପିଓ: ଶ୍ରୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୩/୧୨: ଗଜପତି ଜିଲ୍ଲା କାଶୀନଗରର ଗ୍ରାମ ନ୍ୟାୟାଧିକାରୀ ଓ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀଙ୍କ ଅଦାଲତ ତଥା ନୂତନ ସିଭିଲ କୋର୍ଟ କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ କାଶୀନଗର ଉପକଣ୍ଠସ୍ଥ ଲକ୍ଷ୍ମୀପୁର ଠାରେ ଓଡିଶା ହାଇକୋର୍ଟର ମାନ୍ୟବର କା ର୍ଯ୍ୟକାରୀ ମୁଖ୍ୟ ବିଚାରପତି ତଥା ହାଇକୋର୍ଟର ବିଲଡିଙ୍ଗ କମିଟି ଅଧ୍ୟକ୍ଷ ଜଷ୍ଟିସ ଡଃ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀଙ୍କ ଦ୍ଵାରା ଆନୁଷ୍ଠାନିକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୧୨: ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ ମାଧ୍ୟମିକ-(ଧନ୍ଦାମୂଳକ) ବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ ନୂତନ ଯୁବ ଓଡ଼ିଶା – ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଧାରାରେ ଗତ ୨ ଦିନଧରି ଚାଲିଥିବା କ୍ରୀଡ଼ା ପ୍ରତିଯୋଗିତା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି ।ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶାରୀରିକ କ୍ରୀଡ଼ା ଶିକ୍ଷୟତ୍ରୀ ଶ୍ରୀମତୀ ବିଜୟ ଲକ୍ଷ୍ମୀ ପଣ୍ଡା , କ୍ରୀଡ଼ା ବିଭାଗୀୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ରୁ ଆଜି ସମନ୍ୱିତ ଯୁବ-ବିକାଶ କାର୍ଯ୍ୟକ୍ରମ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି ।ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ସହରର ବିଶିଷ୍ଟ ସଙ୍ଗୀତ ଗୁରୁ ପଣ୍ଡିତ ଶ୍ରୀ ରଘୁନାଥ ପାତ୍ର ମୁଖ୍ୟ ଅତିଥି ଭାବେ ଏବଂ ପାରଳାଖେମୁଣ୍ଡି ପୌର ପରିଷଦ ୧୫ ନଂ ଓ୍ବାର୍ଡ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧୨: ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରା ଜଜଙ୍କ କୋର୍ଟ ପରିସରରେ ଚଳିତ ବର୍ଷର ଶେଷ ତଥା ଚତୁର୍ଥ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣ ଙ୍କ ଆଦେଶ ପ୍ରକାରେ ଆୟୋଜିତ ଏହି ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଗଜପତି ଜିଲ୍ଲା ଦୌରା ଜଜ ଶ୍ରୀ ପ୍ରଣବ କୁମାର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୧୨:ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା-୨୦୨୩ ସଚେତନତା ରଥ ଆଜି ତୃତୀୟ ପର୍ଯ୍ୟାୟର ଦ୍ଵିତୀୟ ଦିନରେ ଗୋଷାଣୀ ବ୍ଲକର ବାଘଶାଳା ଏବଂ ଆଗରଖଣ୍ଡି ପଞ୍ଚାୟତରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ସଚେତନ କରାଯାଇଛି।ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରା ସଚେତନତା ରଥ ପ୍ରଥମେ ବାଘଶାଳା ପଞ୍ଚାୟତରେ ପହଞ୍ଚିବା ପରେ ସେଠାରେ ବିଭିନ୍ନ ବିଭାଗୀୟ ଅଧିକାରୀ , ପଞ୍ଚାୟତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୧୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ-ଗଜପତି ଷ୍ଟାଡିୟମ୍ ଠାରେ ଚଳିତ ଡିସେମ୍ବର ମାସର ଆସନ୍ତା ୧୯ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଜିଲ୍ଲାସ୍ତରୀୟ ଗଜପତି ମହୋତ୍ସବ -୨୦୨୩ କାର୍ଯ୍ୟକ୍ରମ ମହା ସମାରୋହରେ ଅନୁଷ୍ଠିତ ହେବାକୁ ଯାଉଛି।ଏହି ଅବସରରେ ମହୋତ୍ସବ କାର୍ଯ୍ୟକ୍ରମର ତୃତୀୟ ଦିବସ ସନ୍ଧ୍ୟାରେ ଗଜପତି ଜିଲ୍ଲାର ବିଶିଷ୍ଟ ଶିକ୍ଷାବିତ୍ , ସାହିତ୍ୟିକ ଏବଂ ଅନନ୍ୟ କୌଶଳ ଦକ୍ଷତା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୧୨: ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା-୨୦୨୩ ସଚେତନତା ରଥ ଆଜି ୩-ୟ ପର୍ଯ୍ୟାୟରେ ଗୋଷାଣୀ ବ୍ଲକର କତଲକଇଠା ଏବଂ ଖରସଣ୍ଡା ପଞ୍ଚାୟତରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ସଚେତନ କରାଯାଇଛି।ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରା ସଚେତନତା ରଥ ପ୍ରଥମେ କତଲକଇଠା ପଞ୍ଚାୟତରେ ପହଞ୍ଚିବା ପରେ ସେଠାରେ ଉପସ୍ଥିତ ଥିବା ବିଭିନ୍ନ ବିଭାଗୀୟ ଅଧିକାରୀ , ପଞ୍ଚାୟତ ଜନ Continue Reading