Home Posts tagged gajapati district (Page 29)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୪: ଯଶସ୍ୱୀ ପ୍ରଧାନମନ୍ତ୍ରୀ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାସିକିଆ ରେଡ଼ିଓ କାର୍ଯ୍ୟକ୍ରମ “ମନ କି ବାତ”ର ୧୦୦ ତମ ସଂସ୍କରଣର ପ୍ରସାରଣ କାର୍ଯ୍ୟକ୍ରମ ଆଜି ପାରଳାଖେମୁଣ୍ଡି ବଡ଼ଦାଣ୍ଡ ସାହି ସ୍ଥିତ ମେଡ ପ୍ଲସ ଔଷଧ ଦୋକାନ ପରିସରରେ ଗଜପତି ଜିଲ୍ଲା ଭାଜପା ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ।ଆଜି ପୂର୍ବାହ୍ନରେ ଯଶଶ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଜୀ ଦେଶବାସୀ ଓ ଦେଶ ବାହାରେ ଥିବା ଭାରତୀୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୪ : ଗଜପତି ଜିଲ୍ଲା ମୋହନା ଠାରେ ଆଜି ସକାଳ ୧୦ ଟା ୩୦ ମିନିଟ ସମୟରେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭରଚୁଆଲ ମୋଡରେ ଆକାଶବାଣୀ ପ୍ରସାରଣ କେନ୍ଦ୍ର ୧୦୦ ୱାଟ ବିଶିଷ୍ଟ ଶକ୍ତି ସମ୍ପନ୍ନ ୧୦୩-୬ ଏଫ୍ଏମ: ର ଶୁଭ ଉଦଘାଟନ କରିଛନ୍ତି ।ସାରା ଭାରତର ୯୧ଟି ସ୍ଥାନରେ ଆକାଶବାଣୀର ୧୦୦ ୱାଟ ବିଶିଷ୍ଟ ୧୦୩-୬ ଏଫ୍ଏମ ପ୍ରସାରଣ କେନ୍ଦ୍ରର ଭରଚୁଆଲ ମୋଡରେ ଶୁଭ ଉଦଘାଟନ କରିଥିବା […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୪: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଓ ଦୌରା ଜଜ ଙ୍କ ଅଦାଲତ ପରିସରରେ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଜୟନ୍ତୀ ଓ ଆଇନଜୀବି ଦିବସ ପାଳିତ ହୋଇଯାଇଛି ।ଓକିଲ ସଂଘ ର ସଭାପତି ଶ୍ରୀ ସିଦ୍ଧେଶ୍ଵର ମିଶ୍ରଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ କୋର୍ଟ ର ବିଚାରପତି ମାନେ ମଞ୍ଚାସିନ ଅତିଥି ଭାବେ ଯୋଗଦେଇ ମଧୁବାବୁ ଙ୍କ କର୍ମମୟ ଜୀବନୀ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୪ : ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ “ରେଡ-ରିବନ୍ କ୍ଲବ ଏକ୍ଟିଭିଟିଜ- ୨୦୨୩” ତଥା ରେଡ ରିବନ୍ କ୍ଳବର୍ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଅଜୟ କୁମାର ତ୍ରିପାଠୀ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ସଭାପତି କରି ଏଡ଼ସ ରୋଗର ପ୍ରଭାବ ଏବଂ ଆସନ୍ତା କାଲିର ଯୁବ ସମାଜ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୪ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ “ବିଶ୍ଵ ମ୍ୟାଲେରିଆ ଦିବସ- ୨୦୨୩ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଏହି ଅବସରରେ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକେନ୍ଦ୍ରର ପିଏଚଇଓ: ମମତା ପାଢୀ ସଂଯୋଜନା କରି ମ୍ୟାଲେରିଆ ରୋଗ ଉପରେ ଜନସଚେତନତା ସୃଷ୍ଟି କରିବା ସହ ତାହାର ନିୟନ୍ତ୍ରଣ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୪: ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ସିକୁଳିପଦର ଗ୍ରାମ ପଞ୍ଚାୟତର ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବାମଦେବ ସିଂ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ- ଜିଲ୍ଲା ପରିଷଦ ଶ୍ରୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୪/୪: ରାଜ୍ୟରେ ଭିନ୍ନକ୍ଷମ ବ୍ୟକ୍ତି ମାନେ ସମ୍ମୁଖୀନ ହେଉଥିବା ସମସ୍ତ ପ୍ରତିବନ୍ଧ ସମସ୍ୟାକୁ ହଟାଇବା ସହ ସେମାନଙ୍କ ପ୍ରତି ବିଭିନ୍ନ କ୍ଷେତ୍ରରେ ସାହାଯ୍ୟ , ସହଯୋଗ ଓ ସମ୍ମାନ ଦେଇ ସଶକ୍ତ କରାଇବା ଉଚିତ୍ ।ଏହି କ୍ରମରେ କହିବାକୁ ଗଲେ ରାଜ୍ୟରେ ଲକ୍ଷାଧିକ ଭିନ୍ନକ୍ଷମ ବ୍ୟକ୍ତି ରହିଥିବା ବେଳେ ସେମାନେ ବିଭିନ୍ନ ସମସ୍ୟା ମଧ୍ୟ ଦେଇ ଗତି କରୁଛନ୍ତି ।ସେମାନଙ୍କ ବିଭିନ୍ନ ସମସ୍ୟା ଓ ଦାବୀ ଗୁଡିକ ସମାଧାନ କରାଯିବା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୪: ପାରଳଖେମୁଣ୍ଡି ସ୍ଥିତ ୟୁ-ଟେକ୍ କମ୍ପ୍ୟୁଟର ଏଜୁକେସନ ସେଣ୍ଟରର ସମ୍ମିଳନୀ କକ୍ଷ ଠାରେ ଭିନ୍ନକ୍ଷମଙ୍କ ପାଇଁ ସେବାରତ ଅନୁଷ୍ଠାନ “ନିୟତି”ର ବାର୍ଷିକ ସାଧାରଣ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ।ଅନୁଷ୍ଠାନର ସଭାପତି ଡ: ଅଜୟ କୁମାର ତ୍ରିପାଠୀ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଭିନ୍ନକ୍ଷମ ପିଲାଙ୍କ ସର୍ବାଙ୍ଗୀନ ଉନ୍ନତି ଓ ସେବା ସହ ସେମାନଙ୍କ ବୌଦ୍ଧିକ ବିକାଶ ନିମନ୍ତେ ଅନୁଷ୍ଠାନର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୪:ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟର ସ୍ମାର୍ଟ ରୁମ ଠାରେ ଆଜି ଗଜପତି ଜିଲ୍ଲା ସଂସ୍କୃତି ବିଭାଗ ଓ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ସ୍ନାତକୋତ୍ତର ଓଡିଆ ଭାଷା ଓ ସାହିତ୍ୟ ବିଭାଗ ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ମହାନ୍ କବି ଶ୍ରୀ ଜୟଦେବଙ୍କ ଜୟନ୍ତୀ ପାଳନ ସମେତ ଏକ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ Continue Reading
Odisha News
ପାରଳାଖେମୁଣ୍ଡି,୨୪/୪ : ଗଜପତି ଜିଲା ଗୋଷାଣୀ ବ୍ଲକ ଗାରବନ୍ଧ ଥାନା ଏବଂ ନାରାୟଣପୁରସ୍ଥ ମହେନ୍ଦ୍ର ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଚଢ଼ାଉ କରାଯାଇ ୫୩୮ କେଜି ଓଜନର ୨୭ଟି ଦୁର୍ଲଭ ରକ୍ତଚନ୍ଦନ କାଠଗଣ୍ଡି ଜବତ କରାଯାଇଛି।ଗାରବନ୍ଧ ଥାନା ଅଧିକାରୀ ଗୋବିନ୍ଦ ଗୌଡ଼ଙ୍କୁ ଏମ୍.ପାଇଲମ ଗ୍ରାମରେ ଥିବା ଏକ ପୋଖରୀରେ ରକ୍ତଚନ୍ଦନ କାଠ ଲୁଚା ହୋଇଥିବା ଖବର ପାଇ ଥିଲେ। ଏନେଇ ନାରାୟଣପୁରସ୍ଥ ମହେନ୍ଦ୍ର ବନାଞ୍ଚଳ ଅଧିକାରୀ କବିନ ପରିଚ୍ଛାଙ୍କ ନେତୃତ୍ୱରେ ବନ ବିଭାଗର Continue Reading