Home Posts tagged gajapati district (Page 29)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୩: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଜୀବା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ “ମୋ ସ୍କୁଲ ଉତ୍ସବ” କାର୍ଯ୍ୟକ୍ରମ ଅତ୍ୟନ୍ତ ହର୍ଷ ଓ ଉଲ୍ଲାସ ମଧ୍ୟରେ ପାଳିତ ହୋଇ ଯାଇଛି ।ଏହି ଅବସରରେ ଅନୁଷ୍ଠିତ ବୈଠକ କାର୍ଯ୍ୟକ୍ରମରେ ପୁରାତନ ଛାତ୍ର କମିଟି ସଭାପତି ଶ୍ରୀ ବେଶି ଶେଷଗିରି ରାଓଙ୍କ ଅଧ୍ୟକ୍ଷତା ବିଦ୍ୟାଳୟର ପୁରାତନ ଶିକ୍ଷାର୍ଥୀ , ପ୍ରଧାନ ଶିକ୍ଷୟିତ୍ରୀ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୩ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆଶୀର୍ବାଦ କଲ୍ୟାଣ ମଣ୍ଡପ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ଆଶା , ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତିର ବାର୍ଷିକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା.ପ୍ରଦୀପ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଗଜପତି ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀ ଜି: ତିରୁପତି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୩: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଶିଳ୍ପ କେନ୍ଦ୍ର କା ର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଶିଳ୍ପ କେନ୍ଦ୍ର ପକ୍ଷରୁ ଆଜି ଜିଲ୍ଲାସ୍ତରୀୟ ଉଦ୍ୟୋଗ ଦିବସ ପାଳନ ଅବସରରେ ଉଦ୍ୟୋଗ ଭିତ୍ତିକ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଉପରେ ସଚେତନତା କା ର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୩: ଗଜପତି ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି ।ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି: ତିରୁପତି ରାଓ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଶ୍ରୀମତୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩/୩: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତି କାଳୀନ ଏବଂ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ “ପଲସ ପୋଲିଓ ଦିବସ” ତଥା ଶିଶୁଙ୍କୁ ପଲସ ପୋଲିଓ ବୁନ୍ଦା ଦିଆ କାର୍ଯ୍ୟକ୍ରମ-୨୦୨୪ ରଶୁଭାରମ୍ଭ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ପୋଲିଓ ବୁନ୍ଦା ଦିଆ ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲା ପରିସଂଖ୍ୟାନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୧ : ଗଜପତି ଜିଲ୍ଲାର ଆଦିବାସୀ ବହୁଳ ତଥା ଆକାଂକ୍ଷା ବ୍ଲକ୍ ଭାବେ ପରିଚିତ ଗୁମ୍ମା ବ୍ଲକ ଅନ୍ତର୍ଗତ ଝାମୀ ଗ୍ରାମ ଠାରେ ଆଜି କିଶୋରୀ ମେଳା କାର୍ଯ୍ୟକ୍ରମ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ବିଭାଗ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ କିଶୋରୀ ବାଳିକା ମାନଙ୍କୁ ନେଇ ବିଭିନ୍ନ ସଚେତନତା ଓ ପ୍ରତିଯୋଗିତା କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଯାଇଛି । କିଶୋରୀ ମେଳା ଅବସରରେ ଝାମୀ ଗ୍ରାମ ଠାରେ ଏକ ସଚେତନତା ସଭା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୧ : ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ “ବିଶ୍ବ ଓଡିଆ ଭାଷା ସମ୍ମିଳନୀ” ଆନୁକୂଲ୍ୟରେ “ଜଗନ୍ନାଥ ସଂସ୍କୃତି ଓ ଲୋକ ସଂସ୍କୃତି” ଶିର୍ଷକ ଉପରେ ଏକ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ରୀନା ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ବିଭାଗ) ଶ୍ରୀ ବୀରେନ୍ଦ୍ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ପ୍ୟାଲେସ ସମ୍ମୁଖରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ୧୪ ତମ ମତଦାତା ଦିବସ ପାଳନ ଅବସରରେ ବିଭିନ୍ନ ସଚେତନତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଆୟୋଜିତ ଏକ ସଚେତନତା ସଭା କାର୍ଯ୍ୟକ୍ରମରେ ଏସପି: ସ୍ଵାତୀ ଏସ: କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିରେନ୍ଦ୍ର କୁମାର ଦାସ , ଡିଏଫଓ ଶ୍ରୀ ଏସ: Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୧: ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ତଥା ଜିଲ୍ଲା ଭାରତୀୟ ଜନତା ଯୁବମୋର୍ଚ୍ଚା ପକ୍ଷରୁ ଆଜି ପାରଳାଖେମୁଣ୍ଡି ସ୍ଥିତ ରାଜଦାଣ୍ଡ ସାହିରେ ଥିବା ବିଶ୍ୱନାଥ କଲ୍ୟାଣ ମଣ୍ଡପ ସମ୍ମିଳନୀ କକ୍ଷ ଠାରେ “ନମୋ ନବ ମତଦାତା ସମ୍ମିଳନୀ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉଜ୍ଜଳ ଭାରତ ଗଠନ ଦିଗରେ ଏହା କିଭଳି ଯୁବ ତଥା ନୂତନ ଭୋଟର ମାନଙ୍କୁ ପ୍ରେରଣା ଯୋଗାଇବ , ଏବଂ ନୂତନ ଭୋଟର ମାନଙ୍କ ନିର୍ବାଚନ ପ୍ରକ୍ରିୟାରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୧: ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀପୁର ଠାରେ ଥିବା ଏସଏସଡି: ବାଳିକା ଉଚ୍ଚ ବିଦ୍ୟାଳୟର ୩୨ ତମ ବାର୍ଷିକ ଉତ୍ସବ , ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସିଏଚ୍: ଗୀତାଞ୍ଜଳୀଙ୍କ ତତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଛି ।ଏହି ଉତ୍ସବ କାର୍ଯ୍ୟକ୍ରମ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଅତିରିକ୍ତ ମଙ୍ଗଳ ଅଧିକାରୀ ଶ୍ରୀ ସଚ୍ଚିଦାନନ୍ଦ ପୃଷ୍ଟି , ମୁଖ୍ୟବକ୍ତା ଭାବେ ଶ୍ରୀ ସୁରେଶ ସାହୁକାର , ଅନ୍ୟତମ ଅତିଥି Continue Reading