Home Posts tagged gajapati district (Page 30)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୧୧: ଗଜପତି ଜିଲ୍ଲାର ଆକଂକ୍ଷି ବ୍ଲକ୍ ଗୁମ୍ମା ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ସଦଭାବନା ଗୃହ ଠାରେ ଗୁମ୍ମା ପଞ୍ଚାୟତ ସମିତି ଓ ଗଜପତି ଜିଲ୍ଲା ଜଳ ଓ ପରିମଳ ମିଶନର ମିଳିତ ଆନୁକୁଲ୍ୟରେ ଗ୍ରାମୀଣ ସ୍ଵଚ୍ଛ ଭାରତ ମିଶନ – ସ୍ବତନ୍ତ୍ର ଅଭିଯାନ କାର୍ଯ୍ୟକ୍ରମରେ ବିଶ୍ଵ ଶୌଚାଳୟ ଦିବସ-୨୦୨୩ ପାଳନ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ସମେତ ଶପଥ ପାଠ ଓ କାର୍ଯ୍ୟାଦେଶ ପତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୧୧: ଗଜପତି ଜିଲ୍ଲା କାଶୀନଗର ବ୍ଲକ ବିଜେପି ମଣ୍ଡଳ ପକ୍ଷରୁ କାଶୀନଗର ଠାରେ ଓଡ଼ିଶାରେ ଚାଲିଥିବା ସରକାରୀ ଦୁର୍ନୀତି ବ୍ୟଭିଚାର ଓ ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ବିରୋଧରେ ଜନ ଆକ୍ରୋଶ କାଶୀନଗର ବ୍ଲକ୍ କାର୍ଯ୍ୟାଳୟ ଘେରାଉ ଓ ଗଣଧାରଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ କାଶୀନଗର ବ୍ଲକ ବିଜେପି: ମଣ୍ଡଳ ସଭାପତି ଶ୍ରୀ ଦାରାପୁ ରାଜେଶ ଏବଂ ଉମା ଚରଣ ଗନ୍ତାୟତଙ୍କ ନେତୃତ୍ୱରେ ସ୍ଥାନୀୟ ଷ୍ଟେଟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ପର୍ଯ୍ୟଟନ ସ୍ଥଳୀ “ବୃନ୍ଦାବନ ପ୍ୟାଲେସ” ଠାରେ କ୍ରୀଡ଼ା ଓ ଯୁବସେବା ବିଭାଗ ଓଡ଼ିଶା ଅନ୍ତର୍ଗତ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆଧାରରେ ସାମାଜିକ କାର୍ଯ୍ୟକଳାପ-୨୦୨୩ରେ ସ୍ୱଚ୍ଛତା ଶିବିର ତଥା ସଫେଇ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଗୁମ୍ମା ବ୍ଲକର ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ପ୍ରସୂତି-କାଳୀନ ଏବଂ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଆଜି ଜିଲ୍ଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ନବଜାତ ଶିଶୁ ସପ୍ତାହ ଏବଂ ବିଶ୍ଵ ନିମୋନିଆ ଦିବସ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ାଃ ପ୍ରଦୀପ କୁମାର ପାତ୍ର ଏହି କାର୍ଯ୍ୟକ୍ରମରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୧୧: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ବହୁ ଆଡ଼ମ୍ବର ସହକାରେ ଶିଶୁ ଦିବସ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଜିଲ୍ଲାରେ ଥିବା ସ୍ଵେଚ୍ଛାସେବୀ ଅନୁଷ୍ଠାନ “କୈଳାଶ ସତ୍ୟର୍ଥୀ ଚିଲଡ୍ରେନ ଫାଉନ୍ଡେଶନ” ଏବଂ ସିସିଡ଼ି: ଅନୁଷ୍ଠାନ ତରଫରୁ ରାୟଗଡ ସ୍ଥିତ ଉଚ୍ଚ ବିଦ୍ୟାଳୟ ପଡିଆ ଠାରେ ଶିଶୁ ଦିବସ ପାଳନ ଉପଲକ୍ଷେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସିସିଡ଼ି: କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ସିସିଡ଼ି: ପକ୍ଷରୁ ଭିନ୍ନକ୍ଷମ ଅନୁଷ୍ଠାନ ସମର୍ଥ ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୁଲ୍ୟରେ ବିକଳାଙ୍ଗ ଓ ମାନସିକ ଅନଗ୍ରସର ଶିଶୁ ମାନଙ୍କୁ ନେଇ ଶିଶୁ ଦିବସ ଓ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ସ୍ବର୍ଗତ ପଣ୍ଡିତ ଜବାହର ଲାଲ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧୧: ରାଜ୍ୟ ଜୈବ ମଣ୍ଡଳ ବୋର୍ଡ ଭୁବନେଶ୍ୱର ଆନୁକୁଲ୍ୟରେ ଗଜପତି ଜିଲ୍ଲାର ରାୟଗଡ ଓ ମୋହନା ବ୍ଲକରେ ଜୈବ ମଣ୍ଡଳ ତଥା ଜୈବ ବିବିଧତା ପରିଚାଳନା ସମିତିର ଦକ୍ଷତା ବୃଦ୍ଧି ସମ୍ପର୍କିତ ଦୁଇ ଦିନିଆ ସଚେତନତା ତାଲିମ ଶିବିର କାର୍ଯ୍ୟକ୍ରମ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡ଼ିଶା – ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହାୟତାରେ ଏବଂ ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସ୍ଥିତ “ଲିପିକା” Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟ ଗଜପତି,୯/୧୧: ମାନ୍ୟବର ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ କଟକ ଏବଂ ମାନ୍ୟବର ଜିଲ୍ଲା ଦୌରାଜଜ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ ସେରଙ୍ଗ ଗ୍ରାମ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ଆଇନାସେବା ପ୍ରାଧିକରଣ ପକ୍ଷରୁ ଜାତୀୟ ଆଇନସେବା ଦିବସ ପାଳନ ଉପଲକ୍ଷେ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୧୧: ଗଜପତି ଜିଲ୍ଲାର କୈଳାଶ ସତ୍ୟର୍ଥୀ ଚିଲ୍ଡରେନ୍ ଫାଉଣ୍ଡେସନ ଅନୁଷ୍ଠାନ ସହାୟତାରେ ସିସିଡି: ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ୩ ଦିନ ଧରି ଗଜପତି ଜିଲ୍ଲାର ରାୟଗଡ଼ ବ୍ଲକ ଅନ୍ତର୍ଗତ କଇଁପୁର ପଞ୍ଚାୟତର ଅମରସିଙ୍ଗ ଗ୍ରାମ , ରାୟଗଡ଼ ପଞ୍ଚାୟତର ଲକ୍ଷ୍ମୀପୁର କଲୋନୀ , ଲକ୍ଷ୍ମୀପୁର ପଞ୍ଚାୟତର ମାର୍ଗସାହି ଗ୍ରାମ , ତାଳମୁଣ୍ଡା ପଞ୍ଚାୟତର ତାଳମୁଣ୍ଡା ଗ୍ରାମ ଓ ନାରାୟଣପୁର ପଞ୍ଚାୟତର ଅରକପଦା ଗ୍ରାମରେ ଭିନ୍ନ ଭିନ୍ନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮//୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଗଜପତି ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୩ “ସୁରଭି” କାର୍ଯ୍ୟକ୍ରମ ପାଳନ ଅବସରରେ ଓଡ଼ିଶା ମିଲେଟ୍ସ୍ ପ୍ରତିଯୋଗିତା , ମଧ୍ୟାହ୍ନ ଭୋଜନ ମେଳା ଏବଂ ବିଭିନ୍ନ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଏହି କାର୍ଯ୍ୟକ୍ରମକୁ ଉଦଘାଟନ Continue Reading