Home Posts tagged gajapati district (Page 32)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୩ : ପାରଳାଖେମୁଣ୍ଡି ସ୍ଥିତ ୟୁ-ଟେକ କମ୍ପ୍ୟୁଟର ସେଣ୍ଟର ଠାରେ ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ଅନ୍ତର୍ଗତ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ମହିଳା ମାନଙ୍କ ଦକ୍ଷତା ବିକାଶ ନିମନ୍ତେ ଚାଲିଥିବା ୪୫ ଦିନିଆ ବିଉଟି-ପାର୍ଲର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ଉଦଯାପନୀ କାର୍ଯ୍ୟକ୍ରମ ସଭାରେ ୟୁ-ଟେକ୍ କଂପ୍ୟୁଟର ସେଣ୍ଟରର ମୁଖ୍ୟ ଶ୍ରୀ ଲୋକନାଥ ମିଶ୍ରଙ୍କ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୩ : ଓଡ଼ିଆ ଭାଷା ପ୍ରତିଷ୍ଠାନ , ଭୁବନେଶ୍ୱର ଓ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ,ପାରଳାଖେମୁଣ୍ଡିର ମିଳିତ ଆନୁକୂଲ୍ୟରେ ମହାବିଦ୍ୟାଳୟର ଅଡିଟରିଅମ ହଲ ଠାରେ ଜିଲ୍ଲାସ୍ତରୀୟ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ଼: ଅଜୟ କୁମାର ତ୍ରିପାଠୀ କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ପାରଳା ମାଟିର ଜୀବନ ଓ ତାର ଭାଷା , ସାହିତ୍ୟ ଓ ସଂସ୍କୃତି କେତେ Continue Reading
Odisha News
ଗଜପତି,୧୧/୩: ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ରାଣିପେଣ୍ଠା ଗ୍ରାମ ସ୍ଥିତ ହୋମ ଅଫ ଲାଇଫ ହଷ୍ଟେଲର ସଭାଗୃହ ଠାରେ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଅନ୍ତର୍ଗତ “ଫୋଷ୍ଟାକ” ର ସ୍ଵୀକୃତିପ୍ରାପ୍ତ ସ୍ବେଚ୍ଛାସେବୀ ସଂଗଠନ “ଉତ୍ସର୍ଗ” ଆନୁକୁଲ୍ୟରେ ଜିଲ୍ଲାର କାଜୁ ଫେକ୍ଟ୍ରି ଓ ଚାଉଳ ମିଲ ମାଲିକ ମାନଙ୍କୁ ନେଇ ଜିଲ୍ଲାସ୍ତରୀୟ ଖାଦ୍ୟ ନିରାପତ୍ତା ମାନକ, ସ୍ବଚ୍ଛତା ଓ ସ୍ୱାସ୍ଥ୍ୟକର ସମ୍ପର୍କିତ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୩: ପାରଳାଖେମୁଣ୍ଡି ସହରରେ ଥିବା ଅଗ୍ରଣୀ ମହିଳା ସଂଗଠନ ‘ଆକାଂକ୍ଷା’ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳନ କାର୍ଯ୍ୟକ୍ରମ ସଂଗଠନର ସଭାନେତ୍ରୀ ଶ୍ରୀମତୀ ଆଶାଲତା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜ୍ଵଳନ କରାଯିବା ପରେ ଆଇନଜୀବୀ ଶ୍ରୀମତୀ ଇତିଶ୍ରୀ ମହାପାତ୍ର ଅତିଥି ମାନଙ୍କୁ ମଞ୍ଚକୁ ଆବାହନ କରିଥିଲେ ଏବଂ ଶ୍ରୀମତୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୩ : ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଲକ ଅନ୍ତର୍ଗତ ଅଜୟଗଡ ପଞ୍ଚାୟତର ଆଜୟଗଡ ଗ୍ରାମ ଠାରେ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ” ଜନ କଲ୍ୟାଣ ପ୍ରତିଷ୍ଠାନ” ପକ୍ଷରୁ ଓପିଲିପି: ପ୍ରକଳ୍ପ ଅଧିନସ୍ଥ ପିଭିଟିଜି: ସ୍ଵୟଂ ସହାୟକ ଗୋଷ୍ଠୀର ମାଆ ମାନଙ୍କୁ ନେଇ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଅଜୟଗଡ ପଞ୍ଚାୟତ ଅଞ୍ଚଳର ବିଭିନ୍ନ ଗ୍ରାମର ସ୍ଵୟଂ ସହାୟକ ଦଳର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୩: ପାରଳାଖେମୁଣ୍ଡି ସ୍ଥିତ ୟୁଟେକ-କମ୍ପ୍ୟୁଟର ସେଣ୍ଟର୍ ପରିସରରେ ଆନ୍ତର୍ଜାତିକ ମହିଳା ଦିବସ ଏବଂ ହୋଲି ଉତ୍ସବ “ପ୍ରଗତି” ମହିଳା ସଙ୍ଗଠନ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଦେଶ ଓ ଜାତିର ସାମଗ୍ରିକ ବିକାଶରେ ନାରୀ ମାନଙ୍କ ଭୂମିକାଓ ଅବଦାନ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ବକ୍ତା ମାନେ କହିଥିଲେ। ଆଜିର ବିକାଶ ଉନ୍ମୂଖୀ ଯୁଗରେ ମଧ୍ୟ ନାରୀ ସମ୍ପୁଣ୍ଣ ସୁରକ୍ଷିତ ନୁହେଁ ବୋଲି ବକ୍ତବ୍ୟ ଛଳରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୩: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷ ଠାରେ ଆଗାମୀ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ଓ ଅଂଶୁଘାତର ମୁକାବିଲା କରିବା ପାଇଁ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଗଜପତି ଜିଲ୍ଲା ଜରୁରୀକାଳୀନ ଅପରେସନ ସେଣ୍ଟର ଏବଂ ଗଜପତି ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣଙ୍କ ମିଳିତ ଆୟୋଜକତ୍ୱରେ ଏବଂ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୪/୩: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କାଇଁପୁର ପଞ୍ଚାୟତର କାଇଁପୂର ସ୍ଥିତ ରାଜୀବଗାନ୍ଧି ସେବା କେନ୍ଦ୍ର ଠାରେ ଆର:କେ:ଏସ:ଏସ: ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ନାବାର୍ଡ ସଂସ୍ଥା , ଭୁବନେଶ୍ଵର ସହାୟତାରେ ୧୨ଟି ସ୍ୱୟଂ ସହାୟକ ଗୋଷ୍ଠୀର ୫୦ରୁ ଉର୍ଦ୍ଧ୍ବ ଦଳର ନେତ୍ରୀ ମାନଙ୍କୁ ସୁଦୃଢ କରିବା ନିମନ୍ତେ ଏକ ଦକ୍ଷତା ବୃଦ୍ଧି ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଉକ୍ତ ଶିବିର କାର୍ଯ୍ୟକ୍ରମରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୩: ପାରଳାଖେମୁଣ୍ଡି ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ସଭାଗୃହ ଠାରେ ଆଜି ମାର୍ଚ୍ଚ-୨ ରୁ ୯ ତାରିଖ ପର୍ଯ୍ୟନ୍ତ ଆନ୍ତର୍ଜାତୀୟ ମହିଳା ଦିବସ ସପ୍ତାହ ପାଳନ ଅବସରରେ ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଅନ୍ତର୍ଗତ ଆମ୍ବ୍ରେଲା ଯୋଜନା ଉଦ୍ଧିଷ୍ଟ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା “ସଖୀ” ୱାନ ଷ୍ଟପ କେନ୍ଦ୍ର ପକ୍ଷରୁ ଜିଲ୍ଲା Continue Reading
Odisha News
ଗଜପତି,୧/୩: ବାଇକକୁ ଧକ୍କା ଦେଇ ଏକ ଅଟୋ ପୋଲ ତଳକୁ ଖସିପଡ଼ିବାରୁ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗଜପତି ଜିଲ୍ଲା ମୋହନା ଥାନା ଚାନ୍ଦିପୁଟ ହାଟପଦା ନିକଟରେ ବୁଧବାର ଅପରାହ୍ଣ ପ୍ରାୟ ୫ଟା ବେଳେ ଘଟିଛି ଏହି ଦୁର୍ଘଟଣା।ଅଟୋରେ ୬ ଜଣ ଶ୍ରମିକ ଥିଲେ। ସେମାନେ ସମସ୍ତେ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଥାନା ଅଞ୍ଚଳର। ସେମାନେ ମୋହନା ବ୍ଲକ୍ ବାଘମାରି ଅଞ୍ଚଳରେ ଏକ ରାସ୍ତାକାମରେ ନିୟୋଜିତ ହୋଇଥିଲେ।ଏହି […]Continue Reading