ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠ ଠାରେ ଥିବା ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ହାକଥନ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକଙ୍କ ସଭାପତିତ୍ବରେ ଶ୍ରୀ କୃଷ୍ଣଚନ୍ଦ୍ର ସ୍ଵୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଅଜୟ କୁମାର ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ସମୟ ସହ ତାଳ ମିଶାଇ ପ୍ରଯୁକ୍ତି ବିଦ୍ୟା ଅଧ୍ୟୟନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୧: ଗଜପତି ଜିଲ୍ଲାର ଆଦିବାସୀ ବହୁଳ ଗୁମ୍ମା ବ୍ଲକ ଅନ୍ତର୍ଗତ ତରଙ୍ଗଡ଼ା ଗ୍ରାମ ଠାରେ ଜିଲ୍ଲା ଆଇନ ସେବା ପ୍ରାଧୀକରଣ ତରଫରୁ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧୀକରଣର ସମ୍ପାଦକ ଶ୍ରୀ ରବି ନାରାୟଣ ବେହେରାଙ୍କ ସଭାପତିତ୍ବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା ମୁଖ୍ୟ ଅତିଥି ରୁପେ ଯୋଗ ଦେଇ ତାଙ୍କ ଅଭିଭାଷଣ\’ରେ ସରକାରଙ୍କର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୧: ପାରଳାଖେମୁଣ୍ଡି ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟ ପକ୍ଷ’ରୁ ଆସନ୍ତା ୧୩ ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବର ଓ ରାଉରକେଲା ଠାରେ ଅନୁଷ୍ଠିତ ହେବାକୁ ଥିବା ପୁରୁଷ ହକି ବିଶ୍ବକପ୍ ପରିପ୍ରେକ୍ଷୀରେ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଏକ ସଚେତନତା ରାଲି ବାହାରି ସହର ପରିକ୍ରମା କରିଥିଲା ।ମହାବିଦ୍ୟାଳୟର ଅଧ୍ୟକ୍ଷା ଡ: ରୀନା ସାହୁ ସବୁଜ ପତାକା ଦେଖାଇ ଏହି ଶୋଭାଯାତ୍ରାର ଶୁଭାରମ୍ଭ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୧: ପାରଳାଖେମୁଣ୍ଡି , ସ୍ଥାନୀୟ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହ ଠାରେ ଉତ୍କଳ ସମ୍ମିଳନୀର ଜିଲ୍ଲା ସଭାପତି ଶ୍ରୀ ଭାରତ ଭୂଷଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ସମ୍ମିଳନୀର ଏକ ସ୍ବତନ୍ତ୍ର ଅଧିବେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଓଡ଼ିଶା ସାହିତ୍ୟ ଏକାଡେ଼ମୀର ଗଜପତି ଜିଲ୍ଲା ସଦସ୍ୟ ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା ସ୍ଵାଗତ ସମ୍ଭାଷଣ ଦେବା ସହ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୧: ଗଜପତି ଜିଲ୍ଲା କାଶୀନଗର ବ୍ଲକ୍ ଖାରଡ଼ା ପଞ୍ଚାୟତ ଅନ୍ତର୍ଗତ ତାଡାବା ଓ ନାବଡ଼ା ଗ୍ରାମ ଠାରେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଆରକେଏସଏସ: ପକ୍ଷ\’ରୁ ଦୁଇ-ଦିନିଆ ଏକ ଇ-ଶ୍ରମ ଉପଭୋକ୍ତା ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ସଚେତନତା ଶିବିର କାର୍ଯ୍ୟକ୍ରମକୁ ବ୍ରହ୍ମପୁର ସ୍ଥିତ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ\’ର ଆଞ୍ଚଳିକ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ବେହେରା ଉଦଘାଟନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୪/୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଭିନ୍ନକ୍ଷମ ଅନୁଷ୍ଠାନ “ସମର୍ଥ” କାର୍ଯ୍ୟାଳୟ ପରିସରରେ ବିଶ୍ଵ ବ୍ରେଲି ଦିବସ ତଥା ବ୍ରେଲି ଲିପିର ପ୍ରତିଷ୍ଠାତା ଲୁଇସ୍ ବ୍ରେଲଙ୍କ ୨୧୪ ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ସମର୍ଥ ଅନୁଷ୍ଠାନ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଓଡ଼ିଶା ବିକଳାଙ୍ଗ ମଞ୍ଚର ରାଜ୍ୟ ସଭାପତି ତଥା ଭିନ୍ନକ୍ଷମ ଅନୁଷ୍ଠାନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୧/୧୨: ଚଳିତ ଜିଲ୍ଲାସ୍ତରୀୟ ଖରିଫ ଧାନ କ୍ରୟ ମଣ୍ଡି ଉଦଘାଟନରେ ବ୍ୟାପକ ଅନିୟମିତତା ସହ ବିଜେଡି ଗୁଣ୍ଡା ମାନଙ୍କୁ ନେଇ ଉଦଘାଟନ କରାଯାଉଛି ।ଚଳିତ ଗଜପତି ଜିଲ୍ଲାସ୍ତରୀୟ ଖରିଫ ଧାନ କ୍ରୟ ମଣ୍ଡିରେ ଘୋର ଅନିୟମିତତା କରାଯିବା ସହ ଏଥିରେ ବିଜେଡି ଗୁଣ୍ଡା ମାନଙ୍କୁ ନେଇ ଉଦଘାଟନ କରାଯାଉଛି ବୋଲି ଜିଲ୍ଲା ଭାଜପା: ପକ୍ଷରୁ ପାରଳା ବିଧାୟକ ତଥା ଜିଲ୍ଲା ଭାଜପା ସଭାପତି ଶ୍ରୀ କେ: ନାରାୟଣ ରାଓ ଏବଂ ଜିଲ୍ଲା […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୧୨: ଗଜପତି ଜିଲ୍ଲାରେ ଚାଷୀ ସେମାନଙ୍କ ଉତ୍ପାଦିତ ଧାନ ସରକାରଙ୍କୁ ବିକ୍ରି କରିବା ନିମନ୍ତେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ଯୋଗାଣ ବିଭାଗ , ନିୟନ୍ତ୍ରିତ ବଜାର କମିଟି ଓ ଏଆରସିଏସ: ର ମିଳିତରେ ଜିଲ୍ଲା ସ୍ତରୀୟ ଖରିଫ ଧାନ କ୍ରୟ ମଣ୍ଡି ଉଦଘାଟିତ ହୋଇଯାଇଛି ।ଗଜପତି ଜିଲ୍ଲା ପରିଷଦ ସଭାପତି ଶ୍ରୀ ଜି: ତିରୁପତି ରାଓ ଏବଂ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏହି ଧାନ ମଣ୍ଡି ଶୁଭାରମ୍ଭ କାର୍ଯ୍ୟକ୍ରମକୁ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୧୨: ଗଜପତି ଜିଲ୍ଲାରେ ଆସନ୍ତା ୩୦/୧୨/୨୦୨୨ ତାରିଖ ଦିନ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ମଣ୍ଡି ଖୋଲାଯାଇ ଚାଷୀଙ୍କ ଅମଳ ଧାନ କ୍ରୟ କରାଯିବ ।ସେଥିପାଇଁ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜିଲ୍ଲା ଯୋଗାଣ ବିଭାଗ , ନିୟନ୍ତ୍ରିତ ବଜାର କମିଟି ଓ ଏଆରସିଏସ: ର ମିଳିତରେ ଜିଲ୍ଲାବ୍ୟାପୀ ପ୍ରଚାର ପାଇଁ ବାହାରି ଥିବା ଏକ କୃଷକ ସଚେତନତା ପ୍ରଚାର ରଥର ଶୁଭାରମ୍ଭ ହୋଇଯାଇଛି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧୨:ପାରଳାଖେମୁଣ୍ଡି ରାଜଗୁରୁ ସାହି ସ୍ଥିତ ରସିକରାଜ ମଠ ତଥା ଆପନ୍ନା ପରିଛା ମଠ ପରିସରରେ ଜାତୀୟ ଉପଭୋକ୍ତା ଦିବସ ପାଳନ ଅବସରରେ ଗଜପତି ଜିଲ୍ଲା ଉପଭୋକ୍ତା ସୁରକ୍ଷା ଓ ଅଧିକାର କମିଟି ପକ୍ଷରୁ ଏକ ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।କମିଟିର ବରିଷ୍ଠ ସଦସ୍ୟ ଶ୍ରୀ ଲିଙ୍ଗରାଜ ପାଣୀଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଚେତନତା କର୍ମଶାଳା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା Continue Reading