ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୧୨: ଗଜପତି ଜିଲ୍ଲାରେ ଆସନ୍ତା ୩୦/୧୨/୨୦୨୨ ତାରିଖ ଦିନ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ମଣ୍ଡି ଖୋଲାଯାଇ ଚାଷୀଙ୍କ ଅମଳ ଧାନ କ୍ରୟ କରାଯିବ ।ସେଥିପାଇଁ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜିଲ୍ଲା ଯୋଗାଣ ବିଭାଗ , ନିୟନ୍ତ୍ରିତ ବଜାର କମିଟି ଓ ଏଆରସିଏସ: ର ମିଳିତରେ ଜିଲ୍ଲାବ୍ୟାପୀ ପ୍ରଚାର ପାଇଁ ବାହାରି ଥିବା ଏକ କୃଷକ ସଚେତନତା ପ୍ରଚାର ରଥର ଶୁଭାରମ୍ଭ ହୋଇଯାଇଛି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧୨:ପାରଳାଖେମୁଣ୍ଡି ରାଜଗୁରୁ ସାହି ସ୍ଥିତ ରସିକରାଜ ମଠ ତଥା ଆପନ୍ନା ପରିଛା ମଠ ପରିସରରେ ଜାତୀୟ ଉପଭୋକ୍ତା ଦିବସ ପାଳନ ଅବସରରେ ଗଜପତି ଜିଲ୍ଲା ଉପଭୋକ୍ତା ସୁରକ୍ଷା ଓ ଅଧିକାର କମିଟି ପକ୍ଷରୁ ଏକ ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।କମିଟିର ବରିଷ୍ଠ ସଦସ୍ୟ ଶ୍ରୀ ଲିଙ୍ଗରାଜ ପାଣୀଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଚେତନତା କର୍ମଶାଳା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା Continue Reading

ମୋହନା,୨୧/୧୨: ଗଜପତି ଜିଲ୍ଲାରେ ମୃଦୁ ଭୂକମ୍ପ ଅନଭୂତ ହୋଇଛି। ମୋହନା, ଆର୍. ଉଦୟଗିରିର ବିଭିନ୍ନ ଅଞ୍ଚଳରେ ଆଜି ସକାଳ ୯ଟା ୪୬ ମନିଟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୪ ରେକର୍ଡ କରାଯାଇଛି। ଭୂପୃଷ୍ଠଠୁ ୫ କିମି ଗଭୀରରେ ଥିଲା ଭୂକମ୍ପର କେନ୍ଦ୍ରସ୍ଥଳ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।ଆଜି ସକାଳେ ପ୍ରାୟ ଏକ ମିନିଟ୍ ପାଇଁଭୂମ୍ପର ଝଟ୍କା ଅନୁଭୂତ ହୋଇଥିଲା। ଫଳରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୧୨:ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ସମେତ ବିଜ୍ଞାନ ପ୍ରକଳ୍ପ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକ ଯୋଗଦେଇ ବିଜ୍ଞାନ , ଗଣିତ ଓ ପରିବେଶ ପ୍ରଦର୍ଶନୀ ସମନ୍ଧୀୟ ସୂଚନା ଦେଇ ଛାତ୍ର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୧୨: ଚାଷୀଙ୍କ କୃଷି ଉତ୍ପାଦର ଉଚିତ୍ ମୂଲ୍ୟ ସମେତ ପ୍ରତ୍ୟେକ ଚାଷୀ ପରିବାରକୁ ମାସିକ ୫ ହଜାର ଟଙ୍କା ସୁରକ୍ଷା ଭତ୍ତା ଏବଂ ସକଳ ସ୍ତର\’ରେ ଚାଷୀଙ୍କୁ ସମ୍ମାନ ଦେବା ଦାବୀରେ ପାରଳାଖେମୁଣ୍ଡି ସ୍ଥିତ ଆରଏମସି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏକ ବିରାଟ ଚାଷୀ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସଙ୍ଗଠନର ଜିଲ୍ଲା ପ୍ରଭାରୀ ଶ୍ରୀ ରଣଜିତ୍ ପଟ୍ଟନାୟକଙ୍କ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୧୨: ବ୍ରହ୍ମପୁର ସ୍ଥିତ ୱାନ-ଓଡ଼ିଶା ନାଭାଲ ୱିଙ୍ଗ ଏନସିସିର କମାଣ୍ଡିଂ ଅଫିସର୍ ଶ୍ରୀ କିଶୋର ଚନ୍ଦ୍ର ରାଉତ ଓ ମୁଖ୍ୟ ପ୍ରଶିକ୍ଷକ ଶ୍ରୀ ସୁକାନ୍ତ କୁମାର ନାୟକ ଏକ ଦିନିକିଆ ପାରଳାଖେମୁଣ୍ଡି ଗସ୍ତରେ ଆସି ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ପହଞ୍ଚିଥିଲେ ।ବିଦ୍ୟାଳୟର ଏନସିସି: ନାଭାଲ ଓ ଆର୍ମୀ କ୍ୟାଡେଟ ମାନେ ଶ୍ରୀ ରାଉତଙ୍କୁ ଫୁଲତୋଡ଼ା ଦେଇ ଉତ୍ସର୍ସିତ୍ ସମ୍ବର୍ଦ୍ଧନା ଜ୍ଞାପନ କରିବା ସହ ପାଛୋଟି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୧୨: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଗଜପତି ଜିଲ୍ଲା ସ୍ତରୀୟ ଭୋଟର ସଚେତନତା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ସବୁଜ ପତାକା ଦେଖାଇ ଏହି ଭୋଟର ସଚେତନତା ରଥର ଶୁଭାରମ୍ଭ କରିଥିଲେ ।ଏହି ସଚେତନତା ରଥ ଗଜପତି ଜିଲ୍ଲାର ସମସ୍ତ ବ୍ଲକ୍ ଓ ଗ୍ରାମ ପଞ୍ଚାୟତରେ ବୁଲି ପ୍ରଚାର ପ୍ରସାର କରିବା ସହ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୧୨: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ ଥିବା ପୁରାଣ ପ୍ରସିଦ୍ଧ ଶୈବପୀଠ ମହେନ୍ଦ୍ରଗିରିକୁ ପବିତ୍ର ତୀର୍ଥ ସ୍ଥାନର ମାନ୍ୟତା ଦିଆଯିବା ନିମନ୍ତେ ମହେନ୍ଦ୍ରଗିରି ସଂସ୍କୃତି ବିକାଶ ସମିତି ପକ୍ଷରୁ ମୁଖ୍ୟ ଶାସନ ସଚିବ , ଓଡ଼ିଶାଙ୍କ ଉଦ୍ଦେଶ୍ୟରେ ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲାପାଳଙ୍କ ଜରିଆରେ ଏକ ସ୍ମାରକପତ୍ର ପ୍ରଦାନ କରା ଯାଇଥିବା ସମିତି ପକ୍ଷରୁ କୁହାଯାଇଛି ।ସ୍ମାରକପତ୍ରରେ ଦର୍ଶାଯାଇଛି ଯେ , ଗଜପତି ଜିଲ୍ଲା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୧୨:ପାରଳାଖେମୁଣ୍ଡି ସ୍ଥିତ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଓଡିଶା ରାଜ୍ୟ ବିଦ୍ୟୁତ୍ ଶ୍ରମିକ କର୍ମଚାରୀ ସଙ୍ଘ ପାରଳାଖେମୁଣ୍ଡି ଶାଖାର ବାର୍ଷିକ ବୈଠକ ଓ ନିର୍ବାଚନୀ ସଭା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ସଂଘର କାର୍ଯ୍ୟକାରୀ ସଭାପତି ଶ୍ରୀ ଦୀନବନ୍ଧୁ ମହାନ୍ତି , ରାୟଗଡା ସର୍କଲ ସମ୍ପାଦକ ଶ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ମହାପାତ୍ର , ଗୁଣୁପୁର ଡିଭିଜନର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୧୨: ଭାରତୀୟ ମଜଦୂର ସଂଘ ସଂଲଗ୍ନ ଓଡିଶା ରାଜ୍ୟ ଆଶାକର୍ମୀ ସଂଘ ଗଜପତି ଜିଲ୍ଲା ଶାଖା ପକ୍ଷରୁ ପାରଳାଖେମୁଣ୍ଡି ଠାରେ ୭ଦଫା ଦାବି ପୂରଣ ନେଇ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ ଓ ଜେଲ-ଭରୋ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଆଶାକର୍ମୀ ମାନଙ୍କ ଦୀର୍ଘ ଦିନ ହେଲାଣି ସେମାନଙ୍କ ବିଭିନ୍ନ ନ୍ୟାର୍ଯ୍ୟ ତଥା ମୌଳିକ ଦାବୀ ଗୁଡ଼ିକ ପୁରଣ ହୋଇ ନ ଥିବା ଯୋଗୁଁ ସେହି Continue Reading