ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୧୧:ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ଦୁଇ-ଦିନିଆ ଅଧିବେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମ ର ପ୍ରଥମ ଦିବସରେ ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀ ଅଧିବେଶନର ଉଦଘାଟନ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଲେଖକ ତଥା ପୂର୍ବତନ ଅର୍ଥମନ୍ତ୍ରୀ ଶ୍ରୀ ପଞ୍ଚାନନ କାନୁନଗୋ , ସମ୍ମାନିତ ଅତିଥି ଭାବେ ପୂର୍ବତନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି, ୧୪/୧୧: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରାଜଜଙ୍କ କୋର୍ଟ ପରିସରରେ ସୋମବାର ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବର୍ଷର ୪ର୍ଥ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଜାତୀୟ ଆଇନସେବା ପ୍ରାଧିକରଣ ଓ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ହୋଇଯାଇଛି ।ଏହି ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଦୌରାଜଜ ଶ୍ରୀ ପ୍ରଣବ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୧୧: ପାରଳାଖେମୁଣ୍ଡି ଠାରେ ଓଡିଶା ସ୍ୱାସ୍ଥ୍ୟ ଠିକା କର୍ମଚାରୀ ମହାସଂଘର ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ଠିକା କର୍ମଚାରୀ ସଂଘ୍ ପକ୍ଷରୁ ଚାକିରି ନିୟମିତ କରିବା ଦାବୀ ନେଇ ଜିଲ୍ଲା ସଂଘ ସଭାପତି ଶ୍ରୀ ଏମ: ଖଗେଶ୍ବର ରାଓଙ୍କ ନେତୃତ୍ୱରେ ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡାଙ୍କୁ ପ୍ରଦାନ କରାଯାଇଛି ।ଠିକା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି, ୧୦/୧୧:ଗଜପତି ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ଆଜି ଜିଲ୍ଲା କୃଷି ଓ କୃଷକ ସଶକ୍ତ-କରଣ ବିଭାଗ ପକ୍ଷରୁ ମହା ସମାରୋହରେ ପାଳିତ ହୋଇଯାଇଛି ।ଏଥିରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗଜପତି ଜିଲ୍ଲାରେ ମାଣ୍ଡିଆ ଚାଷ ଏକ ଅର୍ଥକାରୀ ଫସଲ ଓ ଜିଲାର ସମସ୍ତ ବ୍ଲକରେ ମାଣ୍ଡିଆ ଚାଷ ଉନ୍ନତ ମାନର ଚାଷ ହେଉଛି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୧୧: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲାସ୍ତରୀୟ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ -୨୦୨୩ ଓ ଚିଠା ତାଲିକା ପ୍ରକାଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଏହି ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ୨୦୨୩ , ବୁଧବାର ୯/୧୧/୨୦୨୨ ତାରିଖ ଠାରୁ ଆସନ୍ତା ୮/୧୨/୨୦୨୨ ତାରିଖ ପର୍ଯ୍ୟନ୍ତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୧୧: ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ-“ସୁରଭି” ୨୦୨୨ ଏବଂ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ରୋମାଞ୍ଚଳ ଖମାରୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଶିଶୁ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୧୧: ପବିତ୍ର କାର୍ତ୍ତିକ ଶୁକ୍ଳ ଅଷ୍ଟମୀ ଅବସରରେ ପାରଳାଖେମୁଣ୍ଡି ଠାରେ ପବିତ୍ର “ଗୋଷ୍ଠାଷ୍ଟମୀ ମହୋତ୍ସବ” କାର୍ଯ୍ୟକ୍ରମ ପାରଳାଖେମୁଣ୍ଡି ସ୍ଥିତ ପୁରୀ ଗୋବର୍ଦ୍ଧନ ପୀଠ ପରିଷଦ ଅନ୍ତର୍ଗତ ଆଦିତ୍ୟ ବାହିନୀ ଓ ଆନନ୍ଦ ବାହିନୀ ଗଜପତି ଜିଲ୍ଲା ଶାଖା ପକ୍ଷରୁ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ସ୍ଥାନୀୟ ରାଜଗୁରୁ ସାହି ନିକଟସ୍ଥ ସଦାରାମ ମଠ ପରିସରରେ ଗୋ-ମାତା ମାନଙ୍କ ଗୋ-ପୂଜନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧/୧୧: ଗଜପତି ଜିଲ୍ଲା ମୋହନା ସହରରେ ଦୀର୍ଘବର୍ଷ ଧରି ବସବାସ କରୁ ଆସୁଥିବା ବ୍ରାହ୍ମଣ ପରିବାରଙ୍କୁ ନେଇ ଏକ ବ୍ରାହ୍ମଣ ସମାଜ ସଂଗଠନ ଗଠିତ ହୋଇଯାଇଛି।ଏହି ପରିପେକ୍ଷୀରେ ସ୍ଥାନୀୟ ବରିଷ୍ଠ ଓକିଲ ସନ୍ତୋଷ କୁମାର ପାଢ଼ୀଙ୍କ ଆବାହକତ୍ଵରେ ରବିବାର ସ୍ଥାନୀୟ ହନୁମାନ ମନ୍ଦିର ପରିସରରେ ପୁରୋହିତ ଶ୍ରୀଶିବ ଶଙ୍କର ପଣ୍ଡା , ସଙ୍କଟ ମୋଚନଙ୍କୁ ଆରାଧନା କରି ଧୂପ, ଦୀପ, ନୈବେଦ୍ୟ ଓ ମନ୍ତ୍ର ଉଚ୍ଚାରଣ କରି ପୂଜାପାଠ କରାଯିବା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୧୦: ଗତ ରାତିରେ ଗଜପତି ଜିଲ୍ଲାର କାଶୀନଗର ପୋଲିସ ରାତ୍ର ପେଟ୍ରୋଲିଙ୍ଗ ଚାଲିଥିବା ବେଳେ ଚନ୍ଦନ କାଠ ଚୋରକୁ ଧରିବାରେ ଏକ ବଡ଼ ସଫଳତା ମିଳିଥିବା ଜଣାପଡିଛି ।କାଶୀନଗର ପୋଲିସର ରାତ୍ର ପେଟ୍ରୋଲିଁଙ୍ଗ ସମୟରେ ଏମଭି: ଚେକିଙ୍ଗ ବେଳେ ଜଣେ ଚନ୍ଦନ କାଠ ଚୋର ଅମିତ ଦେବ ମଣ୍ଡଳ ସୀତାପୁର ଗ୍ରାମଠାରେ ମଦ୍ୟପନ କରି ରାତିରେ ବୁଲୁଥିଲା ।ତାକୁ ଦେଖି ପୋଲିସ ସନ୍ଦେହରେ ପଚରା ଉଚରା କରି ତା ଠାରୁ ୨୦ କେଜି […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୧୦: ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ପାରଳଖେମୁଣ୍ଡି ଉପ କାରାଗାରରେ ଉପ କାରାଗାରର ଅନ୍ତେବାସୀ ମାନଙ୍କ ନିମନ୍ତେ ଜିଲ୍ଲା ପ୍ରଶାସନ ତରଫରୁ ଏକ ପାଠାଗାର ଉଦଘାଟନ ହେବା ସହ ସେମାନଙ୍କୁ ବିଭିନ୍ନ ପ୍ରକାର ପାଠ୍ୟ ପୁସ୍ତକ , କେରମ୍ ବୋର୍ଡ ଓ ଚେସ ପ୍ରଭୃତି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମାନ୍ୟବର ଗଜପତି ଜିଲ୍ଲା ଓ ଦୌରା ଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ Continue Reading