Home Posts tagged gajapati district (Page 4)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼ଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ମୂଖ୍ୟଅତିଥି ଭାବେ ପ୍ରାଧିକରଣ ର ସଚିବ ଜର୍ଜ ଶ୍ରୀ ବିମଳ ରାଉଳ ଯୋଗ ଦେଇ ଛାତ୍ରୀମାନେ ଆଜିକାଲି କିଭଳି ଫୋନ୍ ଯୋଗୁଁ ବିଭିନ୍ନ ଛଳନା ଓ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧ :ଗଜପତି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବରେ ଶ୍ରୀଯୁକ୍ତ ଅକ୍ଷୟ ସୁନିଲ ଅଗ୍ରୱାଲ ,( ଭା.ପ୍ର.ସେ.) ଆଜି ତାଙ୍କ କାର୍ଯ୍ୟରେ ଯୋଗଦାନ କରିଛନ୍ତି ।ନୂତନ ଜିଲ୍ଲାପାଳ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ଠାରେ ଦାୟିତ୍ୱ ଗ୍ରହଣ କରିବା ସହ ସରକାରୀ କାର୍ଯ୍ୟରେ ସ୍ଵଚ୍ଛତା ଓ ସମୟାନୁବର୍ତ୍ତିତା ଅବଲମ୍ବନ ପାଇଁ ଉପସ୍ଥିତ ପଦାଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ସଫଳ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା କାଶୀନଗର ବ୍ଲକର ରାଣିପେଣ୍ଠ ଗ୍ରାମ ନିକଟସ୍ଥ ଡେଭିଡ ନଗରରେ ଜଳବାୟୁ ସୁରକ୍ଷା ପରିଷଦ ପକ୍ଷରୁ ଆରୋଗ୍ୟ ମିତ୍ର ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସ୍ବେଚ୍ଛାସେବୀ ଅନୁଷ୍ଠାନ ଜଳବାୟୁ ସୁରକ୍ଷା ପରିଷଦ ପକ୍ଷରୁ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ପରିଚାଳନା ହେଉଥିବା ବେଳେ ଆଜିର ଏହି ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟଅତିଥି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୧ : ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଆର: ଶିତାପୁରର ଆଲୁରୀ ନଗର ଠାରେ ଥିବା ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ୟୁନିଟ୍ ପକ୍ଷରୁ ଆଜି ଜିଲ୍ଲାର ଆଧ୍ୟାତ୍ମିକ ପର୍ଯ୍ୟଟନ ତୀର୍ଥ କ୍ଷେତ୍ର ପୁରାଣ ପ୍ରସିଦ୍ଧ ଶୈବପୀଠ ପବିତ୍ର ମହେନ୍ଦ୍ରଗିରି ପର୍ବତ ଅଞ୍ଚଳରେ ଏକ ସଫେଇ ଅଭିଯାନ କାର‌୍ୟ୍ୟକ୍ରମ ଆୟୋଜିତ ହୋଇଯାଇଛି ।ମହେନ୍ଦ୍ରଗିରି ପାଦ ଦେଶରେ ଥିବା ବୁରଖତ ଛକ ଓ ଗ୍ରାମ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩/୧ : ଜଗନ୍ନାଥ ଧାମ ପୁରୀ ଠାରେ ଆଜି ରେଳବାଇ ଷ୍ଟାଣ୍ଡିଙ୍ଗ କମିଟି ବୈଠକ ଷ୍ଟାଣ୍ଡିଙ୍ଗ କମିଟିର ଅଧକ୍ଷ ତଥା ରାଜ୍ୟସଭା ସାଂସଦ ଡ଼ଃ ସି: ଏମ: ରମେଶଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି ଷ୍ଟାଣ୍ଡିଂ କମିଟି ବୈଠକରେ ପାରଳାଖେମୁଣ୍ଡି ବିଧାୟକ ଇଞ୍ଜିନିୟର ରୁପେଶ ପାଣିଗ୍ରାହୀ ଯୋଗ ଦେଇ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ରେଳବାଇ କ୍ଷେତ୍ରରେ ରହିଥିବା ବିଭିନ୍ନ ମୌଳିକ ତଥା ଯଥାର୍ଥ ଆବଶ୍ୟକତା ଦାବୀ ଗୁଡ଼ିକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୦/୧୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ନିୟନ୍ତ୍ରିତ ବଜାର କମିଟି କାର୍ଯାଳୟ ପ୍ରାଙ୍ଗଣ ଠାରେ ଜିଲ୍ଲାସ୍ତରୀୟ ଖରିଫ-୨୦୨୫-୨୬ ଧାନ କ୍ରୟ ମଣ୍ଡି ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୁପେଶ କୁମାର ପାଣିଗ୍ରାହୀଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି ।କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା-ପରିଷଦ ସଭାପତି ଶ୍ରୀ ଜି: Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୯/୧୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏକ ବିରାଟ ପଦଯାତ୍ରା ବାହାରି ଜିଲ୍ଲା ସଦର ଟିପିଏସ ଓଡିଏଲ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲେ ।ସେଠାରେ ଟିପିଏସ ଓଡିଏଲ ର ବ୍ୟାପକ ଅନିୟମିତତା ବିଷୟରେ ଦୃଷ୍ଟି ଆକର୍ଷଣ କରିଛନ୍ତି ।ଯାହାର ବିହିତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ।ଲିଖିତ ଅଭିଯୋଗ ଯାହା କି , ବିଭାଗୀୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୮/୧୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ରେ ୧୪୦ ତମ ଜାତୀୟ କଂଗ୍ରେସ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ମହା ସମାରୋହରେ ପାଳିତ ହୋଇଯାଇଛି।ଏହି ଅବସରରେ ଆଜି ସକାଳ ୧୧ଘଣ୍ଟା ସମୟରେ ଜିଲ୍ଲା କଂଗ୍ରେସ ସଭାପତି ତଥା ମୋହନା ବିଧାୟକ ଶ୍ରୀ ଦାସରଥି ଗମାଙ୍ଗଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଥିବା ମହାତ୍ମାଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୮/୧୨ : ଅଖିଳ ଭାରତୀୟ ସାହିତ୍ୟ ପରିଷଦ , ଓଡ଼ିଶା ଅନ୍ତର୍ଗତ ଗଜପତି ଜିଲ୍ଲା ଶାଖା “ମହେନ୍ଦ୍ର ତନୟା ସାହିତ୍ୟ ସଂସଦର ବାର୍ଷିକୋତ୍ସବ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସର\’ରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର , ସମ୍ମାନିତ ଅତିଥି ରୂପେ ଅଖିଳ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୧୨ : ମାସ ମାସ ଧରି ଓଡ଼ିଶା ମେଡିକାଲ ସେବା ସଂଘ(ଓମସା)ର ରହିଥିବା ୧୮ ଦଫା ନ୍ୟାର୍ଯ୍ୟ ଦାବିକୁ ସରକାର ପୂରଣ କରିବା ଦିଗରେ ବୈମାତୃକ ମନୋଭାବ ପ୍ରଦର୍ଶନ କରି ଆସୁଥିବା ପ୍ରତିବାଦରେ ଏବଂ ସଂଘର ନିର୍ଦ୍ଦେଶ କ୍ରମେ ଆଜି ୨୬/୧୨/୨୦୨୫ ତାରିଖ ଦିନଠାରୁ ଗଜପତି ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସାଳୟ ସମେତ ଜିଲ୍ଲାର ବିଭିନ୍ନ ଚିକିତ୍ସାଳୟରେ ଓମସା -ଡାକ୍ତର ମାନଙ୍କ ପକ୍ଷରୁ ଏକ ଘଣ୍ଟା ପାଇଁ ଓପିଡି: Continue Reading