ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୨୭/୮: ଗଜପତି ଜିଲ୍ଲା ରାୟଗଡ଼ା ବ୍ଲକର ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ପୁଟିସାହି ଠାରୁ ଲିମାର ସିଙ୍ଗି ପୋଲ , କାଶୀପଦର ର ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ରାସ୍ତା ଓ ଜାତୀୟ ରାଜପଥ ଠାରୁ ବ୍ରଲଣ୍ଡା ରାସ୍ତା କାର୍ଯ୍ୟର ଅଗ୍ରଗତିର ରାଜ୍ୟ ଗ୍ରାମୀଣ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀଯୁକ୍ତ ସଞ୍ଜୟ କୁମାର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୮ : ପାରଳାଖେମୁଣ୍ଡି ସ୍ଥିତ ମଡେଲ ପୋଲିସ ଥାନା ପରିସରରେ ଆଜି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ବରିଷ୍ଠ ନାଗରିକ ଓ ପୋଲିସ କର୍ମଚାରୀଙ୍କ ପାଇଁ ଏକ ମେଗା ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଥାନା ପରିସରରେ ବରିଷ୍ଠ ନାଗରିକ ମାନଙ୍କୁ ପରିଚୟ ପତ୍ର ବଣ୍ଟନ ଏବଂ ଶିଶୁ ବନ୍ଧୁତ୍ୱ ପୋଲିସ କକ୍ଷ ଓ ଶିଶୁ ଉଦ୍ୟାନ ପାର୍କ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠିତ ମେଗା ସ୍ୱାସ୍ଥ୍ୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୦/୮: ପାରଳା ମାଟିର ସୁଯୋଗ୍ୟ ସନ୍ତାନ ତଥା ଓଡ଼ିଶାର ସଂସ୍କୃତି ପୁରୁଷ , ସୁବିଖ୍ୟାତ ଐତିହାସିକ , ପ୍ରତ୍ନତତ୍ତ୍ୱବିଦ ଓ ଶିଳାଲେଖ ପାଠକ ପଦ୍ମଶ୍ରୀ ଡ଼ଃ ସତ୍ୟ ନାରାୟଣ ରାଜଗୁରୁଙ୍କ ୧୨୦ ତମ ଜୟନ୍ତୀ ଉତ୍ସବ , ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜର ସଭା ଗୃହ ଠାରେ ପଦ୍ମଶ୍ରୀ ଡ଼ଃ ସତ୍ୟନାରାୟଣ ରାଜଗୁରୁ ସ୍ମୃତି ସଂସଦ , ଓଡ଼ିଶା ସାହିତ୍ୟ ଏକାଡେମୀ ଭୁବନେଶ୍ଵର(ଆମ ଗାଁ ଆମ ସାହିତ୍ୟ) ଓ ଜିଲ୍ଲା […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୮: ପାରଳାଖେମୁଣ୍ଡି ସ୍ଥିତ ସାମୁଟିଆ ସାହି ଠାରେ ଥିବା ମା” ଫୁଲ ସୁନ୍ଦରୀ ପୀଠର ସାମୁଟିଆ ସାହି କମିଟି ତରଫରୁ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ ନଗର ପରିକ୍ରମା କାର୍ଯ୍ୟକ୍ରମ ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ପାରଳା ନଗର ସମେତ କୁର୍ଲଣ୍ଡା , ସୀତାପୁର ଏବଂ ଯାଜପୁର ଗ୍ରାମର ସଂକୀର୍ତ୍ତନ ମଣ୍ଡଳୀ ଯୋଗ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ କେରାଣ୍ଡି ମଠର ମଠାଧୀଶ ମହନ୍ତ ମହାରାଜ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୮: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସ୍ବାଧୀନତାର ଅମୃତ ମହୋତ୍ସବ ଉପଲକ୍ଷେ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ କବିତା ପାଠ ଆସର୍ ମହୋତ୍ସବ ପାଳିତ ହୋଇଯାଇଛି।ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ବାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ , ଅଧ୍ୟାପକ , ଅଧ୍ୟାପିକା ଓ ସ୍ଥାନୀୟ କବି ଓ କବୟତ୍ରୀଙ୍କୁ ନେଇ Continue Reading
ଗଣେଶ କୁମାର ରାଜୁଙ୍କ ରିପୋଟଗଜପତି,୧୭/୮: ପାରଳାଖେମୁଣ୍ଡି ଠାରେ ଆଜାଦିକା ଅମୃତ ମହୋତ୍ସବ ଅବସରରେ ଜିଲ୍ଲା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ନେତୃତ୍ୱରେ ବଜରଙ୍ଗ ଦଳ ଓ ବିଶ୍ବହିନ୍ଦୁ ପରିଷଦ କର୍ମକର୍ତ୍ତାଙ୍କ ସମେତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରଛାତ୍ରୀ ଓ ଗୁରୂମା ଗୁରୁଜୀ ମାନଙ୍କୁ ନେଇ ଏକ ବିରାଟ ତ୍ରିରଙ୍ଗା ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ତ୍ରିରଙ୍ଗା ପଦଯାତ୍ରା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରୁ ବାହାରି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୬/୮: ପାରଳାଖେମୁଣ୍ଡି ସହରର ଶ୍ରୀକରଣ ସାହି ସ୍ଥିତ ନିତ୍ୟାନନ୍ଦ ପାଠାଗାର ପକ୍ଷରୁ ଆଜାଦିକା ଅମୃତ ମହୋତ୍ସବ ଅବସରରେ ପାଠାଗାର ପରିସରରେ ଏକ ସ୍ବତନ୍ତ୍ର ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମଟି ପାଠାଗାର ଅନୁଷ୍ଠାନର ସଭାପତି ଶ୍ରୀ ଜଗନ୍ନାଥ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା ।ଏହି ଆଲୋଚନା କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି ଶ୍ରୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୮: ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା ରାନିପେଣ୍ଠା ସ୍ଥିତ ଭିନ୍ନକ୍ଷମ ଅନୁଷ୍ଠାନ ନିୟତି ପକ୍ଷରୁ ୭୬ ତମ ସ୍ଵାଧୀନତା ଦିବସ ଉତ୍ସବ ପାଳିତ ହୋଇଯାଇଛି ।ଜାତୀୟ ପତାକା ଉତ୍ତୋଳନ କରାଯିବା ପରେ ବକ୍ତାମାନେ ଏଭଳି ଭିନ୍ନକ୍ଷମଙ୍କ ସେବା , ତାଲିମ୍ , ଏବଂ ଭୌତିକ ଚିକିତ୍ସାର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିବା ସହ ସ୍ଵାଧୀନତାର ଅମୃତ ମହୋତ୍ସବ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ କହିଥିଲେ ।ଏହି ଉତ୍ସବ ପାଳନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ୭୬ ତମ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି ।ଏହି ସମାରୋହ କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ମନ୍ତ୍ରୀ ଶ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।ସମାରୋହରେ ଯୋଗ ଦେଇଥିବା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୮: ଗଜପତି ଜିଲ୍ଲା ଗୁମ୍ମା ସ୍ଥିତ ହାଟପଦା ପରିସରରେ ମଙ୍ଗଳବାର “ବିଶ୍ୱ ଆଦିବାସୀ ଦିବସ” କାର୍ଯ୍ୟକ୍ରମ ବିଶ୍ୱ ଆଦିବାସୀ ଦିବସ ପାଳନ କମିଟି ପକ୍ଷରୁ ପାଳିତ ହୋଇଯାଇଛି ।ଏହି ଅବସରରେ ଆଦିବାସୀ ମାନଙ୍କ ପକ୍ଷରୁ ପାରମ୍ପରିକ ନାଚ ଓ ଗୀତ ସହ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠିତ ଆଦିବାସୀ ସମ୍ମିଳନୀ କାର୍ଯ୍ୟକ୍ରମରେ ଗୁମ୍ମା ବ୍ଲକ୍ ଅଧ୍ୟକ୍ଷା ତଥା ପାଳନ କମିଟିର ଶ୍ରୀମତୀ ସୁନେମି Continue Reading