ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୪/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ଡ଼. ମନସ୍ୱିନୀ ଦାଶ , ଶିକ୍ଷା ବିଭାଗର ବରିଷ୍ଠ ପ୍ରାଧ୍ୟାପିକାଙ୍କ ନେତୃତ୍ବରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।ଜାତୀୟ ସେବା ଯୋଜନାର ଅଧିକାରୀ ତଥା ଇତିହାସ ବିଭାଗର ବରିଷ୍ଠ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩/୭: ଶହୀଦ ଏସ ଗୁଣାକାର ରାଓଙ୍କ ୩୦ ତମ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ପ୍ରତି ପୂର୍ବତନ ସେନା କର୍ମଚାରୀ , ବିଶ୍ୱହିନ୍ଦୁ ପରିଷଦ ଓ କାବିଟି ଗ୍ରାମବାସୀଙ୍କ ପକ୍ଷରୁ ତାଙ୍କ ସ୍ମୃତିସ୍ତମ୍ଭ ଠାରେ ଗଭୀର ତଥା ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।ପାରଳାଖେମୁଣ୍ଡି ସହର ଉପକଣ୍ଠର ଓଡିଶା-ଆନ୍ଧ୍ର ସୀମାନ୍ତରେ ଥିବା ଶୈବଗିରି ପାର୍ବତମାଳା ପାଦ ଦେଶରେ ପ୍ରତିଷ୍ଠା ହୋଇଥିବା ସ୍ମୃତିସ୍ତମ୍ଭ ଠାରେ ଶହୀଦ ଗୁଣାକାର Continue Reading

ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୭ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଆଜି ଚତୁର୍ଦ୍ଧା ମୂର୍ତ୍ତି ତଥା ଶ୍ରୀଜୀଉଙ୍କ ପବିତ୍ର ଶ୍ରୀ ଗୁଣ୍ଡିଚା ଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି ।ଏହି ଅବସରରେ ଶୁକ୍ରବାର ପୂର୍ବାହ୍ନରେ ତିନି ଠାକୁରଙ୍କ ତିନି ରଥ ଯଥା ତାଳଧ୍ଵଜ , ଦର୍ପଦଳନ, ଓ ନନ୍ଦିଘୋଷ ରଥ ପ୍ରତିଷ୍ଠା ଓ ସଂସ୍କାର କାର୍ଯ୍ୟ ସମ୍ପନ୍ନ ହେବା ପରେ ଶ୍ରୀ ମନ୍ଦିରରେ ତିନି ଠାକୁରଙ୍କ ଶ୍ରୀଗୁଣ୍ଡିଚା ଯାତରା ଅବସରରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୬ : ଗଜପତି ଜିଲ୍ଲାରେ ଶିଶୁ ଯତ୍ନ ଓ ସୁରକ୍ଷା ଅନୁଷ୍ଠାନ ମାନଙ୍କରେ ରହି ଆସୁଥିବା ମାତୃପିତୃ ହୀନ ଶିଶୁ ମାନଙ୍କ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ଧନ୍ଦାମୂଳକ ଶିକ୍ଷା ଏବଂ ଆତ୍ମରକ୍ଷା କୌଶଳ ଉନ୍ନତି କାର୍ଯ୍ୟକ୍ରମ ସହ ନୃତ୍ୟଶିକ୍ଷା କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଯାଇଛି ।ଜିଲ୍ଲାର ଗୁମ୍ମାରେ ଥିବା ଶିଶୁ ଯତ୍ନ ଓ ସୁରକ୍ଷା ଅନୁଷ୍ଠାନ “ନିଶାନ ସାଲୋମ ଚିଲଡ୍ରେନ ହୋମ ରେ ରହୁଥିବା ୨୮ ଜଣ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୭/୬: ଭାରତ ସରକାରଙ୍କ ହାଉସିଂ ଏଣ୍ଡ ଅର୍ବାନ ଏଫେୟାର୍ସ ମନ୍ତ୍ରାଳୟ ଯୁଗ୍ମ ସଚିବ ଶ୍ରୀମତୀ ରୁପା ମିଶ୍ର ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକ୍ରମ ପରିଦର୍ଶନ କରି ପାରଳାଖେମୁଣ୍ଡି ଠାରେଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ ।ମୁଖ୍ୟତଃ ଆକାଂକ୍ଷା ଜିଲ୍ଲା ଗଜପତିରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀତା ହେଉଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପ କିଭଳି କାର୍ଯ୍ୟକାରୀ ହେଉଛି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୪/୬ : ପାରଳାଖେମୁଣ୍ଡି ପୌର ପରିଷଦ ଅଞ୍ଚଳରେ ସହର ବାସୀଙ୍କୁ ଉତ୍ତମ ସେବା ଯୋଗାଇ ଦେବାପାଇଁ ପୌର ପରିଷଦ ପକ୍ଷରୁ ଏଣିକି ଆରମ୍ଭ କରାଯିବ , ଜନ ଅଭିଯୋଗ ଶୁଣାଣୀ ଏବଂ ହେଲ୍ପ ଲାଇନ ପ୍ରକୋଷ୍ଠ ଓ ଏହା ଆସନ୍ତା ଜୁଲାଇ ମାସ ଠାରୁ ଉପଲବ୍ଧ ହେବ ।ପାରଳାଖେମୁଣ୍ଡି ସ୍ଥିତ ପୌର ପରିଷଦ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ପୌର ଅଧ୍ୟକ୍ଷା ଶ୍ରୀମତୀ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୬ : ପାରଳାଖେମୁଣ୍ଡି ସ୍ଥିତ ୟୁନିଅନ ବ୍ୟାଙ୍କର ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରର ସମ୍ମିଳନୀ କକ୍ଷ୍ୟ ଠାରେ ଆଜି ଲିଡ଼ ବ୍ୟାଙ୍କ ପକ୍ଷରୁ ଋଣ ବଣ୍ଟନ ମେଳା ତଥା କ୍ରେଡିଟ ଆଉଟ ରିଚ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଭାରତ ସରକାରଙ୍କ ଅର୍ଥ ମନ୍ତ୍ରାଳୟର ନିର୍ଦ୍ଦେଶ କ୍ରମେ ” ଆଜାଦିକା ଅମୃତ ମହୋତ୍ସବ ” ଅବସରରେ ଏହି ଋଣ ବଣ୍ଟନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା Continue Reading
ଗଜପତି: ଆଇନସେବା ପ୍ରାଧିକରଣ , ବିନୋଦିନୀ ବିଜ୍ଞାନ ମହାବିଦ୍ୟାଳୟ ଓ ବନ ବିଭାଗର ମିଳିତରେ” ବିଶ୍ବ ପରିବେଶ ଦିବସ ପାଳିତ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୬: ଗଜପତି ଜିଲ୍ଲା ଗୁମ୍ମାବ୍ଲକ ଅନ୍ତର୍ଗତ ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ କନିଷ୍ଠ ମହାବିଦ୍ୟାଳୟ ପରିସରରେ , ଜିଲ୍ଲା ଆଇନସେବା ପ୍ରାଧିକରଣ , ବନ ବିଭାଗ ଓ କନିଷ୍ଠ ମହାବିଦ୍ୟାଳୟର ଏନଏସଏସ ମିଳିତରେ “ବିଶ୍ବ ପରିବେଶ ଦିବସ ” ପାଳନ ଅବସରରେ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପ୍ରଥମେ ମହାବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ Continue Reading
ଗଣେଶ କୁମାର ରଜୁଙ୍କ ରିପୋର୍ଟଗଜପତି, ୧/୬ : ସର୍ବ ଭାରତୀୟ ୟୁ:ପି:ଏସ୍:ସି: ତଥା ପବ୍ଲିକ୍ ସର୍ଭିସ ପରୀକ୍ଷାରେ ପାରଳାଖେମୁଣ୍ଡିର ମୂଳ ବାସିନ୍ଦା ତଥା ବର୍ତ୍ତମାନ ବ୍ରହ୍ମପୁର ଠାରେ ରହୁଥିବା ଦୁର୍ଗା ପ୍ରସାଦ ଅଧିକାରୀ ୨୦୫ ତମ ସ୍ଥାନ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି।ବ୍ରହ୍ମପୁର ସ୍ଥିତ ବିଦ୍ୟା ନଗରରେ ରହୁଥିବା ଶ୍ରୀ ଚଣ୍ଡି ପ୍ରସାଦ ଅଧିକାରୀ ଏବଂ ଶ୍ରୀମତୀ ଜୋସ୍ନାରାଣୀ ଅଧିକାରୀଙ୍କ ପୁତ୍ର ଦୁର୍ଗା , ନିଜର ପ୍ରାରମ୍ଭିକ ବିଦ୍ୟାଳୟ ଶିକ୍ଷା ସ୍ଥାନୀୟ Continue Reading

ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧/୬ : ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ସ୍ବାସ୍ଥ୍ୟ ସମିତି ଅନ୍ତର୍ଗତ ଜାତୀୟ ଟବାକୋ ନିୟନ୍ତ୍ରଣ କାର୍ଯ୍ୟକ୍ରମ ପକ୍ଷରୁ ଜିଲ୍ଲାସ୍ତରୀୟ ତମାଖୁ ବର୍ଜନ ଦିବସ ପାଳନ ଅବସରରେ ବିହିଁନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଆୟୋଜିତ ଏକ ସଚେତନତା କାର୍ଯ୍ୟକ୍ରମରେ ସିଡିଏମଓ: ଡ଼ା: ପ୍ରଦୀପ କୁମାର ପାତ୍ର ଅଧ୍ୟକ୍ଷତା କରି ଦିବସ ପାଳନର Continue Reading