ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୫: ପାରଳାଖେମୁଣ୍ଡି ସ୍ଥିତ ଆରଏମସିର ସମ୍ମିଳନୀ କକ୍ଷ ଠାରେ ଓଡିଶା ରାଜ୍ୟ ଵିଦ୍ୟୁତ ଶ୍ରମିକ କର୍ମଚାରୀ ସଂଘ , ଭୁବନେଶ୍ବର-୧୨ – ପାରଳାଖେମୁଣ୍ଡି ଡିଭିଜନ ଶାଖା ପକ୍ଷରୁ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି ।ରାଜ୍ୟ ସଂଘର ସ୍ଥାୟୀ ସଭାପତି ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ସଂଘର ସାଧାରଣ ସମ୍ପାଦକ ଶ୍ରୀ ଅକ୍ଷୟ କୁମାର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୩/୫ : ଦୀର୍ଘ ବର୍ଷ ଧରି ଶିକ୍ଷକତା କରି ଆସୁଥିବା ଗଞ୍ଜାମ ଜିଲ୍ଲାର ଚିକିଟି ବ୍ଲକ ଅନ୍ତର୍ଗତ ସୁରଳ ଗ୍ରାମର ବଡ଼ସାହି ଠାରେ ଜନ୍ମ ଗ୍ରହଣ କରିଥିବା ନବୋଦୟ ବିଦ୍ୟାଳୟ(ଓଡ଼ିଆ ଶିକ୍ଷକ)ଜିଲ୍ଲା – ଗଜପତି,ପିତା ସ୍ବର୍ଗତ ଲକ୍ଷ୍ମନାରାୟଣ ବେହେରା ଓ ମାତା ପାର୍ବତୀ ବେହେରାଙ୍କ ପୁତ୍ର ଶ୍ରୀ ଡମ୍ବରୁଧର ବେହେରାଙ୍କୁ ବ୍ରହ୍ମପୁର ସ୍ଥିତ ଖଲ୍ଲିକୋଟ କଲେଜ ଖେଳ ପଡ଼ିଆରେ ଚଳିତ ମାସ ମଇ ୧୬ ତାରିଖରୁ ମଇ ୨୬ ତାରିଖ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୮/୫: ପାରଳାଖେମୁଣ୍ଡି ସହରର ଅଗ୍ରଣୀ ମହିଳା ଅନୁଷ୍ଠାନ “ଆକାଂକ୍ଷା” ପକ୍ଷରୁ ସହର ଉପକଣ୍ଠରେ ଥିବା ଆଦିବାସୀ ବହୁଳ ବେତାଗୁଡ଼ା ଗ୍ରାମର ଆଦିବାସୀ କଲୋନୀ ଠାରେ ଗ୍ରାମର ମହିଳା ମାନଙ୍କୁ ନେଇ ବିଶ୍ବ ମାତୃ ଦିବସ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଏହି ଅବସରରେ ମହିଳା ଅନୁଷ୍ଠାନର ଉପ ସଭାନେତ୍ରୀ ଶ୍ରୀମତୀ ସ୍ଵର୍ଣ୍ଣପ୍ରଭା ପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଚେତନତା ସଭା କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୮/୫ : ପାରାଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ନୂତନ ଜିଲ୍ଲା ପରିଷଦ ଗଠନ ହେବା ପରେ ପରିଷଦର ପ୍ରଥମ ତଥା ୪୭ ତମ ଜିଲ୍ଲା ପରିଷଦ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ପରିଷଦ ସଭାପତି ଶ୍ରୀ ଗା୍ଵରା ତିରୁପତି ରାଓଙ୍କ ସଭାପତିତ୍ୱରେ ବୈଠକ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ର ଶେଖର ସାହୁ , ପାରଳା ବିଧାୟକ ଶ୍ରୀ କେ: ନାରାୟଣ ରାଓ , ମୋହନା […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୫:ପାରଳାଖେମୁଣ୍ଡି ଅସ୍ମିତାର ସର୍ବୋତ୍ତମ ସନ୍ତକ “ପାରଳା’ର ଲଲାମ : ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ” ପୁସ୍ତକର ଶୁଭ ଉନ୍ମୋଚନ ଓ ଆଲୋଚନା ଉତ୍ସବ କାର୍ଯ୍ୟକ୍ରମ, ପାରାଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତେଇଷିଣୀ ସମାଜର ସଭାଗୃହ ଠାରେ ଅଗ୍ରଣୀ ସାରସ୍ୱତ ଅନୁଷ୍ଠାନ “ସିଦ୍ଧାନ୍ତ ସାହିତ୍ୟ” ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ।“ସିଦ୍ଧାନ୍ତ ସାହିତ୍ୟ” ଅନୁଷ୍ଠାନର ସଭାପତି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୫/୪ : ପାରାଳାଖେମୁଣ୍ଡି ଠାରେ ବିଶ୍ବ ମ୍ୟାଲେରିଆ ଦିବସ-୨୦୨୨ ପାଳନ ଅବସରରେ ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ସ୍ଥାନୀୟ ସ୍ଥିତ ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଏକ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ପରେ ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟର ପ୍ରଶିକ୍ଷଣ କକ୍ଷ ଠାରେ ଏକ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୪: ଗଜପତି ଜିଲ୍ଲା ରାୟଗଡ଼ ଥାନା ଅନ୍ତର୍ଗତ ଅଡାସିଂ ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ପେଟ୍ରୋଲିଙ୍ଗ ଓ ଯାନବାହନ ଯାଞ୍ଚ ଡ୍ୟୁଟି କରା ଯାଉଥିବା ବେଳେ ଏ ଦିଗରେ ଗଜପତି ଜିଲ୍ଲା ଅବକାରୀ ବିଭାଗକୁ ଏକ ବଡ ସଫଳତା ମିଳିଛି ।ସମ୍ପୃକ୍ତ ଅଞ୍ଚଳରେ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଓ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଭାତ କୁମାର ସେଠୀଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ନିରୀକ୍ଷକ ଶ୍ରୀ ପ୍ରକାଶ କୁମାର ସାହୁଙ୍କ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୪ : ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ସ୍ଥିତ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରର ମିଳିତ ସହଯୋଗରେ ବିଭିନ୍ନ ସ୍ଥାନରେ “ବିଶ୍ବ ପୃଥିବୀ ଦିବସ” କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ଗୁରାଣ୍ଡି ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରର ଜନସ୍ୱାସ୍ଥ୍ୟ ସାମ୍ପ୍ରସାରଣ ଅଧିକାରୀ ମମତା ପାଢ଼ୀଙ୍କ ନେତୃତ୍ୱରେ ଗୁରାଣ୍ଡି ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ସମେତ ସ୍ଥାନୀୟ ମିନ କେତନ କଲେଜ ଓ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୪ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରିର କାଲିଆପଟା ସ୍ଥିତ ସରକାରୀ ଆଇଟିଆଇ ପକ୍ଷରୁ ଭାରତ ସରକାରଙ୍କ ନୂତନ ପରିକଳ୍ପନା ବିଭିନ୍ନ ଶିଳ୍ପ ସଂସ୍ଥାରେ ଆପ୍ରେଣ୍ଟିସିପ ଭାବେ ନିଯୁକ୍ତି ପାଇଁ ଜାତୀୟ ଆପ୍ରେଣ୍ଟିସିପ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଗଜପତି ଜିଲ୍ଲା କର୍ମ ନିୟୋଜନ ସଂସ୍ଥା ପକ୍ଷରୁ ନିଯୁକ୍ତି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୪ : ମହାନ ଜନନାୟକ , ପ୍ରବାଦ ପୁରୁଷ , କଳିଙ୍ଗର ବରପୁତ୍ର ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୁ ପଟନାୟକଙ୍କ ୨୫ ତମ ତିରୋଧାନ ତଥା ଶ୍ରାଦ୍ଧ ଦିବସ ପାଳନ ଅବସରରେ ଆଜି ଗଜପତି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ପାରଳାଖେମୁଣ୍ଡି ଉପକଣ୍ଠ ଓଡିଶା-ଆନ୍ଧ୍ର ସୀମାନ୍ତରେ ପ୍ରବାହିତ ହେଉଥିବାପୁଣ୍ୟତୋୟା ପବିତ୍ର ମହେନ୍ଦ୍ର-ତନୟା ନଦୀ-ଘାଟ ଠାରେ ସ୍ବର୍ଗତ ବିଜୁ ପଟନାୟକଙ୍କ ଉଦ୍ଦେଶ୍ୟରେ ସକାଳ ୭.୩୦ ସମୟରେ ଦଳୀୟ Continue Reading