ଗଜପତି: ଜିଲ୍ଲାସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ୫୦ ତମ ତିରୋଧାନ ଦିବସ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୫: ପାରଳାଖେମୁଣ୍ଡି ଠାରେ ନବ ଉତ୍କଳର ନିର୍ମାତା , ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମୁଖ୍ୟ ପୁରୋଧା , ଓଡ଼ିଶା ଭାଷା-ଭିତ୍ତିକ ରାଜ୍ୟ ଗଠନର ମୁଖ୍ୟ ବିନ୍ଧାଣୀ ତଥା ସ୍ଵାଧୀନ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ପାରଳା ମହାରାଜା ଶ୍ରୀଶ୍ରୀଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜିଲ୍ଲାସ୍ତରୀୟ ୫୦ ତମ ତିରୋଧାନ ଦିବସ ଉତ୍ସବ ଉତ୍କଳ ହିତ୍ୟେଷିଣୀ ସମାଜ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ Continue Reading




