Home Posts tagged gajapati district (Page 46)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧/୫: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ଶ୍ରମ ବିଭାଗ ପକ୍ଷ\’ରୁ ଜିଲ୍ଲାସ୍ତରୀୟ ମଇ ଦିବସ ଏବଂ ଆନ୍ତର୍ଜାତୀୟ ଶ୍ରମିକ ଦିବସ -୨୦୨୩ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଲୋକନାଥ ପଣ୍ଡା ସଭାପତିତ୍ବ କରି ପ୍ରତ୍ୟେକ ଶ୍ରମିକ କିଭଳି ପଞ୍ଜୀକୃତ ହୋଇ ସରକାରଙ୍କ ବିଭିନ୍ନ ଯୋଜନାର ସହାୟତା ରାଶି ପାଇ ପାରିବେ , Continue Reading