ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୧୦: ମହାତ୍ମା ଗାନ୍ଧୀଙ୍କ ୧୫୫ ତମ ଜନ୍ମ ବାର୍ଷିକ ପାଳନ ଅବସରରେ କନ୍ଧମାଳ ଜିଲ୍ଲାର ବାଲିଗୁଡା ଠାରେ ସିଆର୍ ପିଏଫ୍ ୧୨୭ ବାଟାଲିୟନ ତରଫରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।ଏହି ଅବସରରେ ସିଆରପିଏଫ୍ ର ଜବାନ ମାନେ ବାଲିଗୁଡ଼ା ର ବସଷ୍ଟାଣ୍ଡ , ମନ୍ଦିର, ପାର୍କ ଏବଂ ଦୈନିକ ବଜାର ଅଞ୍ଚଳରୁ ପ୍ଲାଷ୍ଟିକ୍ ଏବଂ ଆବର୍ଜନା ସଫା କରି ହଟାଇଥିଲେ। ସିଆରପିଏଫ୍ ର ଦ୍ୱିତୀୟ କମାଣ୍ଡେଣ୍ଟ, Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷାଧିକାରୀ ଡ଼ଃ ମାୟାଧର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧/୧୦: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପର ସମ୍ମିଳନୀ କକ୍ଷ ଠାରେ ଆଜି ଗଜପତି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ ଦିବସ ୨୦୨୪-ପାଳନ ଅବସରରେ ବିଭିନ୍ନ ଉପାଦେୟତା ମୂଳକ କାର୍ଯ୍ୟକ୍ରମ ସବୁ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ବରିଷ୍ଠ ନାଗରିକ ମାନଙ୍କୁ ନେଇ ଏକ ରଙ୍ଗାରଙ୍ଗ ଯୋଗାସନ ଓ ପ୍ରାଣାୟାମ କାର୍ଯ୍ୟକ୍ରମ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୯/୯: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ ଆଜି ଜିଲ୍ଲାସ୍ତରୀୟ ୧୮ ତମ ବିଶ୍ଵ ଜଳାତଙ୍କ ଦିବସ-୨୦୨୪ ପାଳନ ଅବସରରେ ବିଭିନ୍ନ ପ୍ରଜାତିର କୁକୁର ମାନଙ୍କୁ ପ୍ରତିଷେଧକ ଟୀକାକରଣ ସମେତ ଶୋଭାଯାତ୍ରା ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମୁଖ୍ୟ ପ୍ରାଣୀ ଚିକିତ୍ସାଳୟ ପରିସରରେ କୁକୁର ମାନଙ୍କ ନିମନ୍ତେ ଜଳାତଙ୍କ ପ୍ରତିଷେଧକ Continue Reading

ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୭/୯: ମାନ୍ୟବର ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ , କଟକ ଏବଂ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ଠାରେ ସୋସିଆଲ ମିଡ଼ିଆ ସୁରକ୍ଷା ଏବଂ ସାଇବର ଆଇନ ସମ୍ପର୍କିତ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିର Continue Reading

ଗଜପତି, ୨୬/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ନୂଆ ବସଷ୍ଟାଣ୍ଡ ଠାରେ ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ “ସ୍ୱଚ୍ଛତା ହିଁ ସେବା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପୌର ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀ ଗୌରଚନ୍ଦ୍ର ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି “ସ୍ୱଚ୍ଛତା ହିଁ ସେବା” କାର୍ଯ୍ୟକ୍ରମରେ ଉପାଧ୍ୟକ୍ଷଙ୍କ ସମେତ ପୌର ପରିଷଦର ସମସ୍ତ ଅଧିକାରୀ , ଇଞ୍ଜିନିୟର , Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୪/୯ : ଫ୍ରାନ୍ସର ଲିଅନ ଠାରେ ଅନୁଷ୍ଠିତ ୪୭ ତମ ବିଶ୍ଵ ସ୍ତରୀୟ ପ୍ରତିଯୋଗିତାରେ ଗଜପତି ଜିଲ୍ଲାର ଗେଦେଲା ଅଖିଲ ଅଂଶଗ୍ରହଣ କରି ସଫଳତାର ସହ ନିଜର ପ୍ରତିଭାର ପାରିଦର୍ଶିତା ଦେଖାଇ ସମ୍ମାନ ଜନକ “ରୌପ୍ୟ ପଦକ” ଜିତି ଦେଶ ପାଇଁ ଗୌରବ ଆଣିଛନ୍ତି ।ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ବାଘଶାଳା ପଞ୍ଚାୟତର ଏକ ଛୋଟିଆ ଗ୍ରାମ ତାମ୍ପରକଇଠା ର ଅଧିବାସୀ ହେଉଛନ୍ତି ଗେଡେଲା ଅଖିଳ ।ବିଶ୍ବର ଦକ୍ଷତା ଶାଳା ଭାବେ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୩/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତିକାଳୀନ ଏବଂ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମିଳନୀ କକ୍ଷ ଠାରେ ଆଜି ପ୍ରାପ୍ତ ବୟସ୍କ ବ୍ୟକ୍ତିଙ୍କ ନିମନ୍ତେ ଯକ୍ଷ୍ମା ପ୍ରତିଷେଧକ ବି:ସି:ଜି: ଟୀକାକରଣର ଜିଲ୍ଲାସ୍ତରୀୟ ଶୁଭାରମ୍ଭ କାର୍ୟ୍ୟକ୍ରମ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଅନୁଷ୍ଠିତ ହୋଇ ଯାଇଛି ।ଅନୁଷ୍ଠିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଜିଲ୍ଲାମୁଖ୍ୟ Continue Reading

ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ରାଜ ସିତାପୂର ନିକଟରେ ଥିବା ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ କେମ୍ପସ ଠାରେ ନିଯୁକ୍ତି ଭିତ୍ତିକ ତାଲିମ ପ୍ରଦାନ ପାଇଁ ଏକ ଚୁକ୍ତିନାମା ସ୍ଵାକ୍ଷରିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗଜପତି ଜିଲ୍ଲା ପ୍ରଶାସନ , ଜିଲ୍ଲା ଦକ୍ଷତା ବିକାଶ , ଜିଲ୍ଲା କର୍ମ ନିୟୋଜନ ବିଭାଗ ଏବଂ କ୍ରିଷ୍ଣାପାଟନମ ସିକୁରିଟି ସର୍ଭିସ ପ୍ରାଇଭେଟ୍ ଲିମିଟେଡ ପକ୍ଷରୁ Continue Reading

ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୯ : ପ୍ରଗତିର ନୂତନ ସୂର୍ଯ୍ୟୋଦୟ ଯାହାକି ଆଗାମୀ ୨୦୩୬ ମସିହା ସୁଦ୍ଧା ଓଡ଼ିଶା ରାଜ୍ୟର ଅଦ୍ଭୂଦୟ ବିକଶିତ ହେବା ନିଶ୍ଚିତ ଲକ୍ଷ୍ୟ ରଖି ଏବଂ ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଉପଲକ୍ଷେ ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ୩ ଦିନିଆ ବିକାଶ ମେଳା ୨୦୨୪ ର ଶୁଭ ଉଦ୍ଘାଟନ ହେବା ସହ ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। […]Continue Reading