
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୦/୯ : ଗଜପତି ଜିଲ୍ଲା ରାୟଗଡ଼ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଏସଏସଡି) ଖେଳ ପଡିଆ ଠାରେ ଗଜପତି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟଳୟର ଆୟୋଜକରେ ଗଜପତି ଜିଲ୍ଲାସ୍ତରୀୟ ୨ ଦିନିଆ ସମୂହ କ୍ରୀଡା ପ୍ରତିଯୋଗିତା ଆଜି ଉଦଘାଟିତ ହୋଇଯାଇଛି ।ଏହି କ୍ରୀଡା ପ୍ରତିଯୋଗିତାରେ ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ ଏବଂ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୁପେଶ ପାଣିଗ୍ରାହୀ ଅତିଥି Continue Reading