ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ବେଚ୍ଛାସେବୀ ଅନୁଷ୍ଠାନ ସି:ସିଡି: ର ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲାର ଭିନ୍ନକ୍ଷମ ମାନଙ୍କ ପାଇଁ କାର୍ଯ୍ୟରତ ସିସିଡି: ଓ ଭିନ୍ନକ୍ଷମ ଅନୁଷ୍ଠାନ “ସମର୍ଥ” ର ମିଳିତ ସହଯୋଗରେ ଜିଲ୍ଲାସ୍ତରୀୟ ବିଶ୍ଵ ଭୌତିକ ଚିକିତ୍ସା ଦିବସ ପାଳନ ଅବସରରେ “ସମସ୍ତଙ୍କ ପାଇଁ ସ୍ୱାସ୍ଥ୍ୟ ବ୍ୟବସ୍ଥା ଏବଂ ସୁସ୍ଥତା ସମସ୍ତଙ୍କ ପାଇଁ” Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୯ : ଗଜପତି ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ବର୍ଦ୍ଧନା ସମାରୋହ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ସମ୍ବର୍ଦ୍ଧନା ସମାରୋହ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାସ ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ , ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୁପେଶ କୁମାର ପାଣଗ୍ରାହୀ , ମୁଖ୍ୟ ବକ୍ତା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୪/୯: ଗଜପତି ଜିଲ୍ଲା ସଂସ୍କୃତି ପରିଷଦ ପ୍ରଥମ ବୈଠକ କାର୍ୟ୍ୟକ୍ରମ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।ବୈଠକ କାର୍ଯ୍ୟାକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ଅଧ୍ୟକ୍ଷତା କରିଥିଲେ।ମୁଖ୍ୟତଃ କାଳକ୍ରମେ ଜିଲ୍ଲାର ଲୋପ ପାଇ ଯାଉଥିବା ବିଭିନ୍ନ ଲୋକ କଳା , ସଂସ୍କୃତି ଓ ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଆଲୋଚନା କରା ଯାଇଥିଲା ।ସେହିପରି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩/୮ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ସେବକପୁର ସ୍ଥିତ ପର୍ଶୁରାମ ଗୁରୁକୁଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା କନିଷ୍ଠ ମହାବିଦ୍ୟାଳୟ ଠାରେ ଫିନୋ ବ୍ୟାଙ୍କ୍ ପକ୍ଷରୁ ଆର୍ଥିକ ସାକ୍ଷରତା ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧକ୍ଷ ଶ୍ରୀ ଶଶିକାନ୍ତ ମହାପାତ୍ର କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି କାର୍ଯ୍ୟକ୍ରମର ଆଭିମୁଖ୍ୟ ଉପରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ସଚେତନ କରାଇ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୯: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ: କୁମାର , ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ଏସ: ଆନନ୍ଦ , ମୁଖ୍ୟ ଉନ୍ନୟନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୧/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ୨୦୨୪ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପାରଳା ପୌର ପରିଷଦ ଅଞ୍ଚଳରେ ରହିଥିବା ୧୬ ଗୋଟି ୱାର୍ଡ ରେ ରହିଥିବା ବରପୁତ୍ର ଓ ମହାପୁରୁଷ ଯଥା:- ଓଡ଼ିଶାର ପ୍ରଥମ ନାଟ୍ୟକାର କବିଚନ୍ଦ୍ର ରଘୁନାଥ ପରିଛା , କଳହଂସ ଭକ୍ତକବି ଗୋପାଳ କୃଷ୍ଣ ପଟ୍ଟନାୟକ , […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୦/୮ : ମହିଳା ମାନଙ୍କର ଆର୍ଥିକ ସଶକ୍ତିକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ସୁଭଦ୍ରା’ ।ଜିଲ୍ଲାରେ ସୁଭଦ୍ରା ଯୋଜନା ସଫଳତାର ସହ କାର୍ଯ୍ୟକାରୀକୁ ନେଇ ଜିଲ୍ଲାସ୍ତରୀୟ ଏକ ପ୍ରସ୍ତୁତି ବୈଠକ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତା କରି ଜିଲ୍ଲାରେ ଏହି ଯୁଗାନ୍ତକାରୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୮: ଆଜି ହେଉଛି ଭାଦବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଏବଂ ପବିତ୍ର ଜନ୍ମାଷ୍ଟମୀ ତଥା ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ।ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଏବଂ ଆନନ୍ଦ ଉଲ୍ଲାସରେ ପାଳିତ ହେଉଛି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ।ଶ୍ରଦ୍ଧାଳୁ ମାନେ ପାରମ୍ପରିକ ରିତିବିଧି ପ୍ରକାରେ ବେଶ୍ ଉତ୍ସାହର ସହ ପାଳନ କରୁଛନ୍ତି ଏହି ଜନ୍ମୋତ୍ସବ । ଏହି ଅବସରରେ ସମଗ୍ର Continue Reading

ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୪/୮: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆଜି ପିଏମ୍-ଜନମନ ଅଭିଯାନ ରଥକୁ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସବୁଜ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି ।ଏହି ରଥ ଜିଲ୍ଲାର ସମସ୍ତ ବ୍ଲକ୍ ରେ ପ୍ରଚାର ପ୍ରସାର କରିବ। ପ୍ରଧାନମନ୍ତ୍ରୀ ଜନଜାତି ନ୍ୟାୟ ମହାଅଭିଯାନ ଅଧୀନରେ ସମସ୍ତଙ୍କୁ ପକ୍କା ଘର , ପ୍ରତ୍ୟେକ ଘରକୁ ନଳ ପାଣି, ଗାଁ ଗାଁ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୮ : ପଶ୍ଚିମବଙ୍ଗର କୋଲକାତା ଠାରେ ଡ୍ୟୁଟି ସମୟରେ ପିଜି: ଡାକ୍ତର ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ବିଭୀଷିକା ଘଟଣାକୁ ନେଇ ଦେଶବ୍ୟାପୀ ଡାକ୍ତର , ଯୁବତୀ ଓ ଛାତ୍ରୀ ମାନଙ୍କ ପକ୍ଷରୁ ଧର୍ମଘଟ , ବିକ୍ଷୋଭ ଓ ହରତାଳ ପ୍ରଭୃତି ଚାଲିଥିବା ବେଳେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ମଧ୍ୟ ତୃତୀୟ ଲିଙ୍ଗି ଓ ଛାତ୍ରୀ ମାନଙ୍କ ଠାରେ ଏହାର ପ୍ରଭାବ ଦେଖିବାକୁ ମିଳିଛି ।କୋଲକାତା ଠାରେ […]Continue Reading