Home Posts tagged gajapati district (Page 8)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୮: ଦେଶବ୍ୟାପୀ ସହର ଠାରୁ ଆରମ୍ଭ କରି ପୁରପଲ୍ଲୀ ପର୍ଯ୍ୟନ୍ତ ଭାଇଭଉଣୀଙ୍କ ଅତୁଟ ସ୍ନେହର ପ୍ରତୀକ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ ହେଉଥିବା ବେଳେ ଓଡ଼ିଶା ଆନ୍ଧ୍ର ସୀମାନ୍ତ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସମେତ ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳରେ ମଧ୍ୟ ଏହିପର୍ବ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି ।ରକ୍ଷାବନ୍ଧନ ହେଉଛି , ଭାଇଭଉଣୀଙ୍କ ଅନନ୍ୟ ସ୍ନେହ- ମମତା ବନ୍ଧନର ପ୍ରତୀକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୮ : ପାରଳାଖେମୁଣ୍ଡି ସ୍ଥିତ ରାଜବାଟି ପରିସରରେ ଥିବା ୟୁ-ଟେକ୍ କମ୍ପ୍ୟୁଟର ଏଡୁକେଶନ ସେଣ୍ଟର୍ ଠାରେ ସେଣ୍ଟର ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବକ୍ତାମାନେ ଯୁବଗୋଷ୍ଠୀଙ୍କୁ ଦେଶ ଓ ଜାତିର , ପ୍ରାଣ , ଜୀବନ ଓ ଗୌରବ ବୋଲି କହି ସେମାନଙ୍କର ଅକୁଣ୍ଠ ସମର୍ପିତ ଜାତୀୟ ସେବା ହିଁ ଜରୁରୀ ବୋଲି କହି ଯୁବପିଢୀ ଆଗାମୀ ଭବିଷ୍ୟତର ଆଲୋକ ତେଣୁ ସେମାନେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୬/୮ : ନିୟତି ସ୍କୁଲ୍ ଅଧକ୍ଷା ସ୍ୱେହଲତା ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତାରେ ସମ୍ପାଦିକା ଶ୍ରୀମତୀ ତନୁଜା ଶତପଥୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପିଲା ମାନଙ୍କ ଆରୋଗ୍ୟ କାମନା କରିଥିଲେ ।ଏହି ଅବସରରେ ଦେଶପାଇଁ ପ୍ରାଣବଳୀ ଦେଇଥିବା ସ୍ଵାଧୀନତା ସଂଗ୍ରାମୀ ଓ ଦେଶର ସହିଦ ଯବାନ ମାନଙ୍କ ସ୍ମୃତିଚାରଣ କରି ସେମାନଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବା ସହ ବର୍ତ୍ତମାନର ଯବାନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆଜି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ୭୮ତମ ସ୍ବାଧିନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି ।ଏହି ସମାରୋହ କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ବିଭାଗ ମନ୍ତ୍ରୀ ଶ୍ରୀ ବିଭୂତି ଭୁଷଣ ଜେନା ଗଜପତି ମୁଖ୍ୟଅତିଥି ଭାବେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୮ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ବେତାଗୁଡ଼ା ଠାରେ ଥିବା ଭାରତ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଓ ପିଏମଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ \”ଦେଶ ବିଭାଜନ ବିଭୀଷିକା ସ୍ମରଣ ଦିବସ ପାଳନ ଅବସରରେ ଏକ ମେଗା ଫଟୋଚିତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଭାରତ ସ୍ୱାଧୀନ ହେବା ତଥା ଅଖଣ୍ଡ ଭାରତ ପୂର୍ବରୁ ଯେଉଁ କିଛି ଦିନ ମଧ୍ୟରେ ଯେଉଁ ସବୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୮ : ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଘରେ ଘରେ ତ୍ରିରଙ୍ଗା ଅଭିଯାନ ସମ୍ପର୍କିତ ଏକ ବିରାଟ ଶୋଭାଯାତ୍ରା ସମେତ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଗଜପତି ଜିଲ୍ଲାରେ ମଧ୍ୟ ଏହି କାର୍ଯ୍ୟକ୍ରମ ବ୍ୟାପକ ଭାବେ ଆଗେଇ ଚାଲିଛି ।ଏହି ଅବସରରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜି ଗଜପତି ଜିଲ୍ଲା ବିଜେପି ପକ୍ଷରୁ ୭୭ ତମ ସ୍ବାଧିନତା ଦିବସ ଉପଲକ୍ଷେ ଆଜି ପାରଳାଖେମୁଣ୍ଡି ସ୍ଥିତ ରେଳ ଷ୍ଟେସନ ପରିସରରେ ସ୍ଵଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ ପି: ନଡ୍ଡା ଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୮: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ନୂଆ କେରାଣ୍ଡି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ସୌମ୍ୟାରାଣୀ ଗୌଡଙ୍କ ପୌରହିତ୍ୟରେ ଜିଲ୍ଲାବ୍ୟାପୀ କୃମିନାଶକ କାର୍ଯ୍ୟକ୍ରମର ଅନୁଷ୍ଠିତ ଶୁଭାରମ୍ଭ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିୀପୋର୍ଟଗଜପତି, ୯/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜି ଓଡ଼ିଶା ଆଦିବାସୀ ଅଧିକାର ମଞ୍ଚ , ଗଜପତି ଜିଲ୍ଲା ଶାଖା ପକ୍ଷରୁ ବିଶ୍ଵ ଆଦିବାସୀ ଦିବସ ଓ କ୍ରାନ୍ତିକାରୀ ଦିବସ ପାଳିତ ହୋଇଯାଇଛି ।ଏହି ଅବସରରେ ଓଡ଼ିଶା ଆଦିବାସୀ ଅଧିକାର ମଞ୍ଚର ରାଜ୍ୟ ସଭାପତି ଶ୍ରୀ ଦଣ୍ଡପାଣି ରଇତଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରା ବାହାରି ବିଭିନ୍ନ ନାରା ଦେଇ ସହର ପରିକ୍ରମା କରିଥିଲା ।ପରେ ଏକ ସଚେତନତା ସଭା କାର‌୍ୟ୍ୟକ୍ରମ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୮: ଗଜପତି ଜିଲ୍ଲାରେ ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ୧୫ ଜୁଲାଇ ଠାରୁ ଆରମ୍ଭ ହେଉଛି।ଧାନ ସଂଗ୍ରହ ବର୍ଷ ୨୦୨୪-୨୫ ପାଇଁ ଜିଲ୍ଲାରେ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣ କରିବା ଲାଗି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଏକ ପ୍ରଚାର ରଥକୁ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଓ […]Continue Reading