Home Posts tagged gajapati district (Page 9)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗତ ତା:-୧୭ ସେପ୍ଟେମ୍ବର ଠାରୁ ଚଳିତ ମାସର ୧୬ ତାରିଖ ପର୍ଯ୍ୟନ୍ତ ପୋଷଣ ମାସ ପାଳନ ଅବସରରେ ଜିଲ୍ଲାର ବିଭିନ୍ନ ଅଙ୍ଗନବାଡି ଓ ସେକ୍ଟର ମାନଙ୍କରେ ମାସ ବ୍ୟାପି ବିଭିନ୍ନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୧୦ : ଭାରତୀୟ କପା ନିଗମ ଲିମିଟେଡ଼ ଓ ନିୟନ୍ତ୍ରିତ ବଜାର କମିଟି ପାରଳାଖେମୁଣ୍ଡି ପକ୍ଷରୁ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ମୁଖ୍ୟ ଅତିଥି ଭାବରେ ଯୋଗଦେଇ କପା ଚାଷୀଙ୍କ ସଚେତନତା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଚଳିତ କପା ବର୍ଷ ୨୦୨୫-୨୬ ଏମଏସପି: ଅନୁଯାୟୀ କପା ବିକ୍ରି କରିବାକୁ ଗୁଗୁଲ ପ୍ଲେଷ୍ଟୋଟ ଏଵଂ ଆପଲ ଆଇଓଏସ ପୋଷ୍ଟରେ ଉପଲବ୍ଧ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି , ୫/୧୦ : ଗଜପତି ଜିଲ୍ଲାର ମୋହନା , ନୂଆଗଡ , ରା: ଉଦୟଗିରି , ରାୟଗଡ଼ , କାଶୀନଗର ଓ ଗୁମ୍ମା ବ୍ଲକର ପାହାଡିଆ ଅଞ୍ଚଳରେ ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ସବୁ ରହିଛି । ପ୍ରତ୍ୟେକ ଦିନ ଜିଲ୍ଲା ସମେତ ବାହାର ଜିଲ୍ଲା ଅଞ୍ଚଳରୁ ଶତାଧିକ ସଂଖ୍ୟାରେ ବଣଭୋଜି ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବା ପାଇଁ ଆସିଥାନ୍ତି ।ଏହି ଦୃଷ୍ଟିରୁ ଜିଲ୍ଲା ପର୍ଯ୍ୟଟନ ବିଭାଗ ପକ୍ଷରୁ କୁହାଯାଇଛି ଯେ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩/୧୦ : ଭାରତର ମୂଳପିଣ୍ଡ ,ଭାରତର ଐତିହ୍ୟ ଓ ସଂସ୍କୃତିର ପରିଚାୟକ ହେଉଛନ୍ତି ଜନଜାତି। ଯାହାଙ୍କର ବିକାଶରେ ଆଜିର ବିକଶିତ ଭାରତ ପରିକଳ୍ପନା।ଏହି ବିକଶିତ ଭାରତ ର ଉଦ୍ଘୋଷଣା ରେ ଏକ ଅଭିନବ ପ୍ରୟାସ ହେଉଛି “ଆଦି କର୍ମଯୋଗୀ” କାର୍ଯ୍ୟକ୍ରମ । ଯେଉଁ କାର୍ଯ୍ୟକ୍ରମ ର ମୂଳ ଉଦ୍ଦେଶ୍ୟ ହେଉଛି ଭାରତର ମୂଳ ଆଦିବାସୀ ମାନଙ୍କର ଜୀବନ ଶୈଳୀ ରେ ଆସିଥିବା ପରିବର୍ତ୍ତନ ଓ ଆଗାମୀ ଭବିଷ୍ୟତର ସେମାନଙ୍କର ଲକ୍ଷ୍ୟକୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି , ୨୮/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ ବିଶ୍ଵ ଜଳାତଙ୍କ ଦିବସ ୨୦୨୫ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି।ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା କାର୍ଯ୍ୟାଳୟ ପରିସରରୁ ବାହାରି ସହର ପରିକ୍ରମା କରିଥିଲା ।ଏହି ଶୋଭାଯାତ୍ରାକୁ ସିଡିଏମଓ: ଡ଼ାଃ ମୁବାରକ ଅଲ୍ଲୀ ସବୁଜ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୯ : ଗଜପତି ଜିଲ୍ଲା ନୂଆଗଡ ସ୍ଥିତ ବ୍ଲକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମ୍ବନ୍ଧୀୟ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ବିମଳ ରାଉଳ ଅଧ୍ୟକ୍ଷତା କରି ଉପସ୍ଥିତ ସଭାସଦଙ୍କୁ ପ୍ରବାସୀ ଶ୍ରମିକ\’ଙ୍କ ଅଧିକାର , ସୁରକ୍ଷା ଓ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୯ : ଯଶଶ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ’ଜୀଙ୍କ ୭୫ ତମ ଜନ୍ମଦିନ ଅବସରରେ ଗଜପତି ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପାଳନ ହେଉଛି ୧୫ ଦିନିଆ ଏକ କାର୍ଯ୍ୟକ୍ରମ “ସୁସ୍ଥ ନାରୀ-ସଶକ୍ତ ପରିବାର ଅଭିଯାନ” କାର୍ଯ୍ୟକ୍ରମ ।ଏହି କାର୍ଯ୍ୟକ୍ରମ ଅବସରରେ ଆଜି ଏକ ସଚେତନତା କାର‌୍ୟ୍ୟକ୍ରମ ସହ ଗର୍ଭବତୀ ଓ ପ୍ରସୂତି ମହିଳା ମାନଙ୍କ ବିଭିନ୍ନ ପରୀକ୍ଷା ନିରୀକ୍ଷା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୯ : ଗଜପତି ଜିଲ୍ଲା କାଶୀନଗର ଥାନା ଅନ୍ତର୍ଗତ କେ: ସୀତାପୁର ଗ୍ରାମର ବଡ଼ ନାଗରାଜୁ ଙ୍କ ଘରେ ବେଆଇନ ଭାବେ ବାଣ ତିଆରି କରୁଥିବା ବେଳେ କୌଣସି ସୂତ୍ରରୁ କାଶୀନଗର ପୋଲିସ ଖବର ପାଇ ଅପେରସନ ପ୍ରହାର ଆନୁକୂଲ୍ୟରେ ଅଚାନକ ଚଢ଼ାଉ କରି ବିପୁଳ ପରିମାଣର ବାଣ ସହ ବିସ୍ପୋରକ ସାମଗ୍ରୀ ଜବତ କରାଯାଇଛି ।ଏ ସଂକ୍ରାନ୍ତରେ ଘର ମାଲିକ ସମେତ ତାଙ୍କୁ ସହଯୋଗ କରିଥିବା ଅନ୍ୟ ୨ ଜଣଙ୍କୁ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୬/୯ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ତାବରଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ଗଜପତି ଜିଲ୍ଲା ଶାଖା ପକ୍ଷରୁ ସଂସ୍କୃତ ଦିବସ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାସଂଘର ଜିଲ୍ଲା ସଭାପତି ତଥା ବରିଷ୍ଠ ସଂସ୍କୃତ ଶିକ୍ଷୟତ୍ରୀ ଶ୍ରୀମତୀ ଶୁଭଲକ୍ଷ୍ମୀ ଦାସ କାର୍ଯ୍ୟକ୍ରମରେ ପୌରହିତ୍ୟ କରି କାର୍ଯ୍ୟକ୍ରମର ଆଭିମୁଖ୍ୟ Continue Reading