ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୫: ଆସନ୍ତା ୩୦ ମଇ ରେ ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ରରେ ବିଜେପି ସରକାର ୯ ବର୍ଷ କାର୍ଯ୍ୟକାଳ ପୁରାଣ କରୁଛି ।ଏହି ଅବସରରେ ଆସନ୍ତା ୩୦ ମଇ ରୁ ୩୦ ଜୁନ ପର୍ଯ୍ୟନ୍ତ ଏକମାସ ବ୍ୟାପୀ ଜିଲ୍ଲା ବିଜେପି ପକ୍ଷରୁ ଗଜପତି ଜିଲ୍ଲାର ସମସ୍ତ ମଣ୍ଡଳ , ଶକ୍ତିକେନ୍ଦ୍ର ଓ ବୁଥ ସ୍ତରରେ ମହା ଜନସଂପର୍କ ଅଭିଯାନ ଓ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।ସେଥିପାଇଁ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୩/୫: ଗଜପତି ଜିଲ୍ଲାର ଏକମାତ୍ର ବେସରକାରୀ ସ୍ତରୀୟ ୟୁନଭରସିଟି ତଥା ରାଜ ସିତାପୁର ସ୍ଥିତ ଆଲୁରୀ ନଗର ଠାରେ ପ୍ରତିଷ୍ଠିତ ସେଞ୍ଚୁରିଆନ ୟୁନଭରସିଟିକୁ ଉଚ୍ଚଶିକ୍ଷା , ବୈଜ୍ଞାନିକ ଅନୁସନ୍ଧାନ ଓ ମରୋକ୍କୋ ମନ୍ତ୍ରଣାଳୟର ଏକ ୪ ଜଣିଆ ପ୍ରତିନିଧି ଦଳ ୟୁନଭରସିଟିର କ୍ୟାମ୍ପସ ପରିଦର୍ଶନ କରି ସନ୍ତୋଷ ପ୍ରକାଶ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଉଚ୍ଚ ପ୍ରଶଂସା କରିଛନ୍ତି। ।ଏହି ୪ ଜଣିଆ ପ୍ରତିନିଧି ଦଳ ସେଞ୍ଚୁରିଅନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୫: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ପ୍ରଶିକ୍ଷଣ ୟୁନିଟ ଠାରେ ଗଜପତି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଅନ୍ତର୍ଗତ ଏନସିଡ଼ି: ସେଲ ପକ୍ଷରୁ ଜିଲ୍ଲାସ୍ତରୀୟ ବିଶ୍ଵ ଉଚ୍ଚ ରକ୍ତଚାପ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ସିଡିଏମ:-ପିଏଚଓ:ଙ୍କ କାର୍ଯ୍ୟାଳୟ ପରିସରରୁ ଉଚ୍ଚ ରକ୍ତଚାପ ଠାରୁ ଦୂରେଇ ରହିବା ପାଇଁ ଏକ ସଚେତନତା ପ୍ରଚାର ଅଭିଯାନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୫: ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଆଜି ଜିଲ୍ଲା ସ୍ତରୀୟ “ଜାତୀୟ ଡେଙ୍ଗୁ ଦିବସ-୨୦୨୩ ପାଳନ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଡେଙ୍ଗୁ ଜ୍ଵର ପ୍ରତି ସତର୍କ ଓ ସାବଧାନତା ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ପ୍ରଚାର ଅଭିଯାନ ରଥ ବାହାରିଥିଲା । ଏହାକୁ ଉପସ୍ଥିତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୪: ଗଜପତି ଜିଲ୍ଲା ଉପଭୋକ୍ତା ଅଧିକାର ସୁରକ୍ଷା କମିଟି ପକ୍ଷରୁ ଗଜପତି ଜିଲ୍ଲା କାଶୀନଗର ଠାରେ ଜନ ସଚେତନତା ସୃଷ୍ଟି ପାଇଁ ପଥପ୍ରାନ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।କମିଟିର ଜିଲ୍ଲା ସଭାପତି ଶ୍ରୀ ପ୍ରଶାନ୍ତ ମିଶ୍ରଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ “ରେ କମିଟିର ସମ୍ପାଦକ ଶ୍ରୀ ରକମ ଲୋକନାଥମ୍ , ଉପ ସଭାପତି ଶ୍ରୀମତୀ ତନୁଜା ଶତପଥୀ , ସହଯୋଗୀ ସମ୍ପାଦକ ଶ୍ରୀ ଲିଙ୍ଗରାଜ ପାଣିଗ୍ରାହୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୪: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପାରସମ୍ଭା ଗ୍ରାମ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପରିସରରେ ରବିବାର ଜିଲ୍ଲା କୃଷି ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ପବିତ୍ର ଅକ୍ଷୟ ତୃତୀୟା ଓ କୃଷକ ଦିବସ ସମାରୋହ କାର୍ଯ୍ୟକ୍ରମ ପାଳିତ ହୋଇ ଯାଇଛି ।ଏହି ଅବସରରେ ନିକଟସ୍ଥ ଚାଷ ଜମିରେ ପାରମ୍ପରିକ ରୀତିନୀତି ପ୍ରକାରେ ପୂଜାର୍ଚ୍ଚନା ଓ ଭୂମିପୂଜନ କାର୍ଯ୍ୟକ୍ରମ କରାଯାଇ ଅଖି-ମୁଠି ଅନୁକୂଳ କରା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୩/୪: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଆଡାବା ଗ୍ରାମ ସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର ପରିସରରେ ଗୁରାଣ୍ଡି ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ “ବିଶ୍ଵ ପୃଥିବୀ” ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅଙ୍ଗନବାଡ଼ି କେନ୍ଦ୍ର ପରିସରରେ ଅନୁଷ୍ଠିତ ଏକ ସଚେତନତା କାର୍ଯ୍ୟକ୍ରମରେ ଗୁରାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ପିଏଚଇଓ: ମମତା ପାଢ଼ୀ ସଂଯୋଜନା କରି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୪: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଶତାୟୁ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟର ବାର୍ଷିକୋତ୍ସବ ଯୁକ୍ତ -୨ ଓ ଯୁକ୍ତ-୩ ର ମିଳିତରେ ମହାବିଦ୍ୟାଳୟ ପରିସରରେ ଥିବା ଶ୍ରୀ ଗୌରଚନ୍ଦ୍ର ଗଜପତି ରଙ୍ଗମଞ୍ଚ ଠାରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷ ସହକାରୀ ପ୍ରଫେସର ଡଃ ଅଜୟ କୁମାର ତ୍ରିପାଠୀ ଉତ୍ସବ ସଭା କାର୍ଯ୍ୟକ୍ରମରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୪ : ଓଡ଼ିଶା ରାଜ୍ୟର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ବରିଷ୍ଠ କଂଗ୍ରେସ ନେତା ଶ୍ରୀ ବିଜୟ କୁମାର ପଟ୍ଟନାୟକ ଗତକାଲି ଗଜପତି ଜିଲ୍ଲା ଗସ୍ତରେ ଆସି ଆଗାମୀ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ପାରଳାଖେମୁଣ୍ଡି ସ୍ଥିତ କଂଗ୍ରେସର ଜିଲ୍ଲା କାର୍ଯ୍ୟାଳୟ ଠାରେ ଦଳୀୟ ସ୍ଥିତି ଅନୁଧ୍ୟାନ କରିବା ସହ ସାମ୍ବାଦିକ ମାନଙ୍କ ସହ ଏକ ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇ ଫେରି ଯାଇଛନ୍ତି ।କଂଗେସ ନେତା ଶ୍ରୀ ବିଜୟ ପଟ୍ଟନାୟକ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୪:ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ କେରଡ଼ାଙ୍ଗ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବାମଦେବ ସିଂ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ Continue Reading