Home Posts tagged Gajapati (Page 11)
Odisha News
ପାରଳାଖେମୁଣ୍ଡି,୧୬/୪: “ଆପ୍” ଗଜପତି ତରଫରୁ ଗୁମ୍ମା ବ୍ଲକର ଗୁମ୍ମା ସ୍ଥିତ ହାଟପଦା ଠାରେ ବ୍ଲକ ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ” ଆପ”ର ବ୍ଲକ ସଭାପତି ବୋୟାଜ ବେବର୍ତ୍ତାଙ୍କ ନେତୃତ୍ବରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ଜିଲ୍ଲା ଆବାହକ ଶିଶିର କୁମାର ଭଞ୍ଜ ସାମନ୍ତ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।  ଅନୁଷ୍ଠିତ ବୈଠକରେ ଦଳୀୟ ସଙ୍ଗଠନ କୁ ତୃଣମୂଳ ସ୍ତରରେ ପହଞ୍ଚାଇବା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୪: ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଂଗଠନ “ଆକାଂକ୍ଷା” ଅନୁଷ୍ଠାନ ତରଫରୁ ପାରଳାଖେମୁଣ୍ଡି ସ୍ଥିତଗଜପତି: ‘ଆକାଂକ୍ଷା ଅନୁଷ୍ଠାନ ପକ୍ଷରୁ “ମହା ବିଷୁବ ମିଳନ” ଓ ପଣା ସଂକ୍ରାନ୍ତି ’ ଉତ୍ସବ କାର୍ଯ୍ୟକ୍ରମ ପାଳିତଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୪: ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଂଗଠନ “ଆକାଂକ୍ଷା” ଅନୁଷ୍ଠାନ ତରଫରୁ ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୪: ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆଜି ଜିଲ୍ଲାସ୍ତରୀୟ ସମ୍ବିଧାନ ପ୍ରଣେତା ଭାରତ ରତ୍ନ ଡଃ ବି:ଆର: ଆମ୍ବେଦକରଙ୍କ ୧୩୨ତମ ଜୟନ୍ତୀ ଉତ୍ସବ , ସର୍ବ ଭାରତୀୟ ଜାତି ଓ ଅନୁସୂଚିତ ଓ ପଛୁଆ ବର୍ଗ କର୍ମଜୀବୀ ମହାସଂଘ ଗଜପତି ଜିଲ୍ଲା ଶାଖା ସହଯୋଗରେ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ।ଏହି ଅବସରରେ ମହାସଂଘର ପକ୍ଷରୁ ହାଇସ୍କୁଲ୍ ଛକ ଠାରୁ ବିଭିନ୍ନ ସ୍ଲୋଗାନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୪: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆଜି ଜିଲ୍ଲା ମିଶନ ଶକ୍ତି ବିଭାଗ ପକ୍ଷରୁ ମେଗା ଋଣ ବଣ୍ଟନ ମେଳା ଓ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ ସମେତ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏହି କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷତା କରି କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ କହି ଗୋଟିଏ ଛାତ ତଳେ ସମସ୍ତ ହିତାଧିକାରୀ ମାନଙ୍କୁ ବିନା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୪ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅନ୍ତର୍ଗତ ପ୍ରସୂତି କାଳୀନ ଏବଂ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ମଙ୍ଗଳବାର ଜିଲ୍ଲାସ୍ତରୀୟ ଜାତୀୟ ନିରାପଦ ମାତୃତ୍ଵ ଦିବସ କାର‌୍ୟ୍ୟକ୍ରମ ଜିଲ୍ଲା ସ୍ବାସ୍ଥ୍ୟ ସମିତିର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପାଳିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ଏଡିପିଏଚସିଓ: ଶ୍ରୀ ନେତ୍ରାନନ୍ଦ ଶତପଥୀ କାର୍ଯ୍ୟକ୍ରମ ପାଳନର ଆଭିମୁଖ୍ୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୪: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଗଙ୍ଗାବାଡ଼ ଗ୍ରାମ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବାମଦେବ ସିଂ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧/୪: ଗଜପତି ଜିଲ୍ଲା ସଦର ମହକୁମା ପାରାଳାଖେମୁଣ୍ଡି ସହର ସ୍ଥିତ ଗଜପତି ଷ୍ଟାଡିୟମ୍ ପଡିଆ ଠାରେ ଆଜି ଜିଲ୍ଲା ସ୍ତରୀୟ ୮୮ ତମ ପୋଲିସ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ପାଳିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ଵାତୀ ଏସ କୁମାର ମୁଖ୍ୟଅତିଥି ଭାବେ ଯୋଗଦେଇ ମିଳିତ ପରେଡର ଅଭିଵାଦନ ଗ୍ରହଣ କରିଥିଲେ ।ଉଦବୋଧନ ଦେଇ ଆରକ୍ଷୀ ଅଧିକ୍ଷକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧/୪: ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଆଜି ଜିଲ୍ଲା ପ୍ରଶାସନ ଅନ୍ତର୍ଗତ ଜିଲ୍ଲା ସାମାଜିକ ସୁରକ୍ଷା ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ତୃତିୟ-ଲିଙ୍ଗି ଦୃଶ୍ୟମାନତା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସର\’ରେ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା ଅଧ୍ୟକ୍ଷତା କରି ସମାଜରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୩: ରାଜ୍ୟର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମଜିବୀ ମାନଙ୍କୁ ସଂଗଠିତ କରିବା ସହ ସେମାନଙ୍କର ଆଇନଗତ ଓ ନ୍ୟାୟ ସଙ୍ଗତ ଦାବୀକୁ ସରକାର ଓ ପରିଚାଳନା କର୍ତ୍ତୃପକ୍ଷଙ୍କ ନିକଟରେ ଉଠାଇ ହାସଲ କରିବା ତଥା ଶ୍ରମିକ ଶ୍ରେଣୀ ର ବିଭିନ୍ନ ବର୍ଗ ମଧ୍ୟରେ ଏକତା ସୃଷ୍ଟି କରି ଶ୍ରମିକ ଶ୍ରେଣୀକୁ ସାମାଜିକ ପରିବର୍ତ୍ତନ ଲଢେଇ ରେ ସାମିଲ କରାଇବାର ପ୍ରତିବଦ୍ଧତା ନେଇ ସର୍ବ ଭାରତୀୟ ବିପ୍ଳବୀ ଟ୍ରେଡ଼ ୟୁନିଅନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୩: ପାରଳାଖେମୁଣ୍ଡି ସ୍ଥିତ ସମାଜ ସେବକ ସଂଘ କବିଚନ୍ଦ୍ର ପାଠାଗାର ପରିସରରେ ଜିଲ୍ଲାସ୍ତରୀୟ ବିଶ୍ଵ ନାଟ୍ୟ ଦିବସ ପାଳନ ଅବସରରେ ନାଟୁଆ ମେଳା କାର୍ଯ୍ୟକ୍ରମ ଅଗ୍ରଣୀ ନାଟ୍ୟ ସଂସ୍ଥା “ତରଙ୍ଗ ରଙ୍ଗ” ଓ ଜିଲ୍ଲା ସଂସ୍କୃତି ବିଭାଗର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ପ୍ରଗତିଶୀଳ ନାଟ୍ୟ ସଂସ୍ଥା “ତରଙ୍ଗ ରଙ୍ଗ” ପକ୍ଷରୁ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ Continue Reading