ଗଜପତି,୧୮/୨: ଜେନେରେଟର ଲାଗିଥିବା ଘରେ ଶୋଇଥିଲା ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।ମହାଶିବରାତ୍ରୀରେ ଏହି ଦୁଃଖଦ ଘଟଣା ଘଟିଛି ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ସିଆଳିଲଟି ପଞ୍ଚାୟତ ବେତାରସିଂ ଗାଁରେ। ମୃତକ ଦ୍ୱୟ ହେଲେ ଅମ୍ବିକା ନାୟକ( ୭ବର୍ଷ) ଓ ଗଣେଶ ନାୟକ( ୧୮ବର୍ଷ)। ଆହତ ଝୁମୁରି ନାୟକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ବେତାରସିଂ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବିବାହ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି, ୧୬/୨: ପାରଳାଖେମୁଣ୍ଡି ଠାରେ ଜୋର୍ ଧରିଲା , ଐତିହ୍ୟ ସମ୍ପନ୍ନ ପୃଷ୍ଠଭୂମି ପରିପୂର୍ଣ୍ଣ ୧୨୭ ବର୍ଷର ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶ୍ଵବିଦ୍ୟାଳୟର ମାନ୍ୟତା ଦେବା ପାଇଁ ।ଗୁଣାତ୍ମକ ଉଚ୍ଚଶିକ୍ଷା ପାଇଁ ରାଜ୍ୟ ସରକାର, ରାଜ୍ୟର କେତେକ ମହାବିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟର ମାନ୍ୟତା ଦେଇ ବିଜ୍ଞପ୍ତି ପ୍ରକାଶ କରିଥିବା ବେଳେ ଏ କ୍ଷେତ୍ରରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୨: ମୁଖ୍ୟମନ୍ତ୍ରୀଙ୍କ ଅପାରଗତା ପାଇଁ ରାଜ୍ୟରେ ଅରାଜକତା , ପୋଲିସ ଦ୍ବାରା ବରିଷ୍ଠ ମନ୍ତ୍ରୀଙ୍କୁ ଗୁଳି ମାରି ହତ୍ୟା ଏବଂ ବିଜେଡି ଶାସନରେ ରାଜ୍ୟବାସୀ ଅସୁରକ୍ଷିତ ଥିବା ପ୍ରତିବାଦରେ ଆଜି ପାରଳାଖେମୁଣ୍ଡି ଠାରେ ଜିଲ୍ଲା ଭାଜପା: ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ ଓ ଗଣଧାରଣା ଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପାରଳା ବିଧାୟକ ତଥା ଜିଲ୍ଲା ବିଜେପି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୨: ଗଜପତି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରାଜଜଙ୍କ କୋର୍ଟ ପରିସରରେ ଆଜି ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବର୍ଷର ପ୍ରଥମ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୩ କାର୍ଯ୍ୟକ୍ରମ ଜାତୀୟ ଆଇନସେବା ପ୍ରାଧିକରଣ ଓ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ ୧ କୋଟି ୧୧ ଲକ୍ଷ ୭୫ ହଜାର ୭୬୯ ଟଙ୍କା ଆଦାୟ କରାଯାଇଛି ।ଏହି ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୨: ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ୪ ଦିନିଆ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା କାର୍ଯ୍ୟକ୍ରମଶୁଭାରମ୍ଭ ହୋଇଯାଇଛି । ଏହି ୪ ଦିନିଆ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ।ଚାଷୀ ଭାଇଭଉଣୀଙ୍କୁ ନୂଆ ନୂଆ କୃଷି ପଦ୍ଧତି , ବୈଜ୍ଞାନିକ ଉପାୟରେ ଚାଷ କାମ , ଆଧୁନିକ ଜ୍ଞାନକୌଶଳ ଏବଂ କୃଷି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୨: ପାରଳାଖେମୁଣ୍ଡି ସହର ସ୍ଥିତ ମହାରାଜାଙ୍କ ପ୍ୟାଲେସ ସମ୍ମୁଖରେ ଥିବା ଶ୍ରୀ ସାଇଲାମ ଫଙ୍କସନ ହଲ ପରିସରରେ “ବନ୍ଧନ ବ୍ୟାଙ୍କର ଏକ ବ୍ରାଞ୍ଚ ଉଦଘାଟିତ ହୋଇଯାଇଛି ।ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ପରିଷଦର ଉନ୍ନୟନ ଅଧିକାରୀ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ରୋମାଞ୍ଚଳ ଖମାରୀ , ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ ।ଏହି ଅବସରରେ ମୁଖ୍ୟଅତିଥି ଶ୍ରୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୨: ପାରଳାଖେମୁଣ୍ଡି ସ୍ଥିତ ଜଳସମ୍ପଦ ବିଭାଗ ପକ୍ଷରୁ ଆଜି ବିଭାଗୀୟ କାର୍ଯ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜଳସମ୍ପଦ ବିଭାଗ ଏସଡିଓ: ଇଂ ମୋହିତ କୁମାର ଆଚାର୍ଯ୍ୟଙ୍କ ସଂଯୋଜନାରେ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ପାଣି ପଞ୍ଚାୟତକୁ ଅଧି ସଶକ୍ତ କରାଇବା ସହ ବିଭିନ୍ନ ଜଳସେଚନ ପ୍ରକଳ୍ପ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୨: ପାରଳାଖେମୁଣ୍ଡି ସ୍ଥିତ ଆରଏମସି: ପ୍ରାଙ୍ଗଣ ଠାରେ ମା” ଫୁଲ ସୁନ୍ଦରୀ ପନ୍ଦରା ସମାଜର ୧୦ମ ବାର୍ଷିକ ସମ୍ମିଳନୀ, ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇ ଯାଇଛି ।ପନ୍ଦରା ସମାଜର ଗଜପତି ଜିଲ୍ଲା ସଭାପତି ଶ୍ରୀ ଜାନକୀ ଚରଣ ବେହେରା ଅନୁଷ୍ଠିତ ସମ୍ମିଳନୀର ସଭା କାର୍ଯ୍ୟକ୍ରମରେ ସଭାପତିତ୍ବ କରି ପନ୍ଦରା ସମାଜ ଗଠନର ଆବଶ୍ୟକତା , ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ପ୍ରାରମ୍ଭିକ ସୂଚନା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୨: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷର ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରଦୀପ କୁମାର ନାୟକ ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟ ପାରଳାଖେମୁଣ୍ଡି, ୫/୧୧: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତିର ଏନସିଡି: ସେଲ ପକ୍ଷରୁ ଗଜପତି ଜିଲ୍ଲାସ୍ତରୀୟ ବିଶ୍ଵ କର୍କଟ ଦିବସ ଶନିବାର ଦିନ ପାଳିତ ହୋଇଯାଇଛି ।ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା । ଏହାକୁ ସିଡିଏମଓ: ଡ଼ାଃ ପ୍ରଦୀପ କୁମାର ପାତ୍ର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି Continue Reading