ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୧: ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ସଭାଗୃହ ଠାରେ ମହାବିଦ୍ୟାଳୟର ଓଡିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ଓଡିଆ ଭାଷାରେ କମ୍ପ୍ୟୁଟରୀ କରଣ ଶୀର୍ଷକ ଉପରେ ଏକ ପାଠଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଆଲୋଚନା ଓ ପାଠାଚକ୍ର କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ ସ୍ଥାନୀୟ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ସ୍ଵୟଂ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୧/୧୨: ଓଡିଶାରେ ଆୟୋଜନ ହେବାକୁ ଯାଉଛି ଆସନ୍ତା ୨୦୨୩ ଜାନୁୟାରୀ ୧୩ ରୁ ୨୯ ତାରିଖ ପର୍ଯ୍ୟନ୍ତ ବିଶ୍ଵକପ ହକି । ଭୁବନେଶ୍ବର ଓ ରାଉରକେଲାରେ ହକି ବିଶ୍ଵକପର ମ୍ୟାଚଗୁଡିକ ଅନୁଷ୍ଠିତ ହେବ । ୧୬ଟି ଦେଶ ଏଥିରେ ପ୍ରତିନିଧିତ୍ଵ କରିବେ । ଟୁର୍ଣ୍ଣାମେଣ୍ଟ କିଭଳି ସଫଳ ହେବ ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆ ଯାଇଛି ।ହକି ବିଶ୍ଵକପ-୨୦୨୩ ଟ୍ରଫିକୁ ବିଭିନ୍ନ ସ୍ଥାନରେ ସ୍ଵାଗତ କରା ଯାଇଥିବା ବେଳେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୧୨: ପାରଳଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହ ଠାରେ ଉତ୍କଳ ସମ୍ମିଳନୀ ନୂତନ କର୍ମକର୍ତ୍ତା ନିର୍ବାଚନ ସମ୍ମିଳନୀର ଉପସ୍ଥିତ ସଭ୍ୟା ମାନଙ୍କ ଦ୍ଵାରା ସର୍ବସମ୍ମତି କ୍ରମେ ଅନୁଷ୍ଠିତ ହୋଇଯାଇଛି ।ଗଜପତି ଜିଲ୍ଲା ଶାଖାର ସର୍ବ ସମ୍ମତି କ୍ରମେ ନିର୍ବାଚିତ ହୋଇଥିବା ସଭ୍ୟ-ସଭ୍ୟା ମାନେ ହେଲେ ଯଥା:-ଉପଦେଷ୍ଟା ମଣ୍ଡଳୀରେ ମୁଖ୍ୟ ଉପଦେଷ୍ଟା ଭାବେ ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ମନୋନୀତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୧୨: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ଭାଜପା: କାର୍ଯ୍ୟାଳୟ ଠାରେ ଜିଲ୍ଲା ଭାଜପା ପକ୍ଷରୁ ମହାନ ଜନନାୟକ ରାଷ୍ଟ୍ରନେତା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ୯୮ତମ ଜୟନ୍ତୀ ଓ ତାଙ୍କ ସୁଶାସନ ଦିବସ ସମେତ ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ମାସିକ ରେଡ଼ିଓ ମନ କି ବାତ୍ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଜିଲ୍ଲା ଭାଜପା: ର ବରିଷ୍ଠ ତଥା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୧୨: ପାରଳାଖେମୁଣ୍ଡି ସ୍ଥିତ ଆର୍ସେଟି ପରିସରରେ ଥିବା ନେହେରୁ ଯୁବକେନ୍ଦ୍ରର ସଭାଗୃହ ଠାରେ ଯୁବଗୋଷ୍ଠୀଙ୍କ ତିନି ଦିନିଆ ନେତୃତ୍ୱ ଓ ଗୋଷ୍ଠୀ ବିକାଶ ତାଲିମ ଶିବିର କାର୍ଯ୍ୟକ୍ରମ ଉଦ୍ୟାପିତ ହୋଇ ଯାଇଛି ।ଗଜପତି ଜିଲ୍ଲା ନେହେରୁ ଯୁବ କେନ୍ଦ୍ର ଦ୍ୱାରା ଅନୁଷ୍ଠିତ କାର୍ଯ୍ୟକ୍ରମର ପ୍ରଥମ ଦିବସରେ ଜିଲ୍ଲା ପରିଷଦ ସଭାପତି ଶ୍ରୀ ଜି.ତିରୁପତି ରାଓ , ଆର୍ସେଟିର ନିର୍ଦ୍ଦେଶକ ଶ୍ରୀ ସାଇମନ ଡୁଙ୍ଗ୍ଡୁଙ୍ଗ୍ ପ୍ରମୁଖ ଯୋଗଦେଇ Continue Reading
ଗଣେଶ କୁମାର ରାଜୁ ଙ୍କ ରିପୋର୍ଟ ପାରଳାଖେମୁଣ୍ଡି, 23/11:ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର – ସରକାରୀ ଉଚ୍ଚ ବିଦ୍ୟାଳୟର ସଭାଗୃହ ଠାରେ ଆଜି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ଗଣିତ ଦିବସ ତଥା ମହାନ୍ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନ’ଙ୍କ ଜୟନ୍ତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। । ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ଆମ୍ପୂଲୁ ରବି କୁମାର’ଙ୍କ ସଭାପତିତ୍ବରେ ଗୁମ୍ମା ସରକାରୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୩/୧୨: ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟର ୧୦ମ ବାର୍ଷିକ କ୍ରୀଡା ଉତ୍ସବ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।ଏହି କ୍ରୀଡା ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ: ରୀନା ସାହୁ ଯୋଗଦେଇ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଉଦ୍ଘାଟନ କରି ଛାତ୍ରୀ ମାନଙ୍କୁ ବିଦ୍ୟାର୍ଥୀ ଜୀବନରେ କ୍ରୀଡାର ଉପଯୋଗୀତା ସଂପର୍କରେ ଅବଗତ କରାଇ ଥିଲେ ।ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୩/୧୨: ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗଜପତି ଜିଲ୍ଲା ଶିକ୍ଷା ବିଭାଗ କାର୍ଯ୍ୟାଳୟ ଆନୁକୁଲ୍ୟରେ ଏବଂ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ , ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ଓଡ଼ିଶା-ଭୁବନେଶ୍ଵର ସହାୟତାରେ ଗତ ଦୁଇଦିନ ଧରି ଚାଲିଥିବା ଜିଲ୍ଲାସ୍ତରୀୟ ବିଜ୍ଞାନ , ଗଣିତ ଓ ପରିବେଶ ପ୍ରଦର୍ଶନୀ ୨୦୨୨-୨୩ ଏବଂ ପ୍ରକଳ୍ପ ପ୍ରତିଯୋଗିତା ୨୦୨୧-୨୨ କାର୍ଯ୍ୟକ୍ରମ ଆଜି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୧୨: ଗଜପତି ଜିଲ୍ଲାର ରା: ଉଦୟଗିରି ବ୍ଲକ ଅନ୍ତର୍ଗତ ବାଦପୁର ଗ୍ରାମ ଠାରେ ଏକ ମାଗଣା ସ୍ୱାସ୍ଥ୍ୟ ଚିକିତ୍ସା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ପଡୋଶୀ ଆନ୍ଧ୍ରର ଶ୍ରୀକାକୁଲମ ସହର ସ୍ଥିତ ଜେମସ-ହସପିଟାଲ ଏବଂ ପାରଳାଖେମୁଣ୍ଡି ସ୍ଥିତ ଗିଫ୍ଟ ସୋସାଇଟି ର ନିର୍ଦ୍ଦେଶକ ଆଚାର୍ଯ୍ୟ ଆମୋଦ କୁମାର ବର୍ଦ୍ଧନଙ୍କ ମିଳିତ ଉଦ୍ୟମରେ ଏହି ସ୍ୱାସ୍ଥ୍ୟ ଶିବିର ଚିକିତ୍ସା କାର୍ଯ୍ୟକ୍ରମ ଅନୁଷ୍ଠିତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୧୨: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି କୋଭିଡ଼-୧୯ ଟୀକାକରଣ ପ୍ରତିଷେଧକ କାର୍ଯ୍ୟକ୍ରମର ସଫଳତା ସମ୍ପର୍କିତ ଜିଲ୍ଲାସ୍ତରୀୟ ସମୀକ୍ଷା ଓ ଅନୁଭୂତି ପ୍ରଦାନ ଉପରେ ଏକ ବୈଠକ ଏଚଏଲଏଫପିପିଟି: ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ।“ଏଚଏଲଏଫପିପିଟି” ସଂସ୍ଥାର ରାଜ୍ୟ ଅପରେସନାଲ ମ୍ୟାନେଜର ଶ୍ରୀ ରାଜେଶ ବେହେରାଙ୍କ Continue Reading