ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୧୨: ଭିନ୍ନକ୍ଷମ ଅନୁଷ୍ଠାନ ସମର୍ଥ ପକ୍ଷରୁ ଭିନ୍ନକ୍ଷମ ଭାଇ ଭଉଣୀ ମାନଙ୍କୁ ନେଇ ଦୁଇ-ଦିନିଆ ଏକ ସଚେତନତା ତାଲିମ ଶିବିର କାର୍ଯ୍ୟକ୍ରମ ସାଇଟ୍-ସେଭର୍ସ୍ ଇଣ୍ଡିଆ ର ଆର୍ଥିକ ସହାୟତାରେ ପାରଳାଖେମୁଣ୍ଡି ସ୍ଥିତ “ସିସିଡ଼ି” ସ୍ୱେଚ୍ଛାସେବୀ ଅନୁଷ୍ଠାନର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଅଛି ।ଏହି ସଚେତନତା ତାଲିମ ଶିବିର କାର୍ଯ୍ୟକ୍ରମକୁ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ କେ: ନାରାୟଣ ରାଓ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୧୨ : ଗଜପତି ଜିଲ୍ଲା କାଶୀନଗର ସ୍ଥିତ ବ୍ଲକ କୃଷି କାର୍ଯ୍ୟାଳୟ ଠାରେ ସ୍ବେଛାସେବୀ ଅନୁଷ୍ଠାନ ସିସିଡ଼ି , ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଓଡିଶା ମିଲେଟ ମିଶନର ମିଳିତ ସହଯୋଗରେ କାଶୀନଗର ବ୍ଲକରେ ମାଣ୍ଡିଆ କ୍ରୟ ପାଇଁ ଚାଷୀ ପଞ୍ଜିକରଣ ସଚେତନତା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ କାଶୀନଗର ତହସିଲଦାର ଶ୍ରୀ ଆଶିଷ ପ୍ରଧାନ ଅତିଥି ଭାବେ ଯୋଗଦେଇ ଏହି ସଚେତନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୧୨: ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ପି: ଅନ୍ତରଡା ଗ୍ରାମ ସ୍ଥିତ ପଞ୍ଚାୟତର ଭାରତ ନିର୍ମାଣ ରାଜୀବ ଗାନ୍ଧୀ ହଲ ପରିସରରେ ପଡୋଶୀ ଆନ୍ଧ୍ର ସ୍ଥିତ ଶ୍ରୀକାକୁଲମ ସହରର ପ୍ରତିଷ୍ଠିତ ଜେମ୍ସ ହସ୍ପିଟାଲ ତରଫରୁ ମାଗଣା ସ୍ୱାସ୍ଥ୍ୟ ଚିକିତ୍ସା-ସେବା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି କ୍ଷଉକ୍ତ ମାଗଣା ସ୍ବାସ୍ଥ୍ୟ ଶିବିରକୁ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ମଣ୍ଡଳ ଅତିଥି ଭାବେ ଯୋଗଦେଇ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୧୨: ଓଡିଶା ପରିବେଶ ସମିତି ଆନୁକୁଲ୍ୟରେ ଏବଂ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଆଞ୍ଚଳିକ ଶାଖା ରାୟଗଡାଙ୍କ ପୃଷ୍ଠ ପୋଷକତା ମାଧ୍ୟମରେ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାରର ଚାରା , ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଚାରା ରୋପଣ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ କୁରଲୁଣ୍ଡାଗୁଡ଼ା , ତୋଟାବାଡ଼ , ରାମନଗର , ସୀତାନଗର , ପାରସମ୍ଭା , ବୁରୁଡ଼ା ପ୍ରଭୃତି ଆଦିବାସୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧୨:ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଶ୍ୱାସ ଥହ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ ସାର୍ବଜନୀନ ସ୍ୱାସ୍ଥ୍ୟ-ସେବା ଦିବସ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ାଃ ପ୍ରଦୀପ କୁମାର ପାତ୍ର ଅଧ୍ୟକ୍ଷତା କରି ଦିବସ ପାଳନର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧୨: ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଗଜପତି ଜିଲ୍ଲା ସଖୀ ୱାନ-ଷ୍ଟପ କେନ୍ଦ୍ର ଆନୁକୁଲ୍ୟରେ ମହିଳା ଓ କନ୍ୟା ହିଂସା ବିରୋଧୀ ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସରୋଜ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଚେତନତା କର୍ମଶାଳା କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ତଥା ଅବସରପ୍ରାପ୍ତ ପ୍ରଧାନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସିଡିଏମଓ:ଙ୍କ କାର୍ଯ୍ୟାଳୟ ଠାରେ ଆଜି ଜିଲ୍ଲାର କାର୍ଯ୍ୟରତ ବହୁମୁଖି ସ୍ୱାସ୍ଥ୍ୟକର୍ମୀ ଓ ସ୍ଵାସ୍ଥ୍ୟ ପରିଦର୍ଶକ ମାନଙ୍କ ପକ୍ଷରୁ ୫ ଦଫା ଦାବିର ସମାଧାନ ନେଇ ସରକାରଙ୍କ ଉଦ୍ଦେଶ୍ୟରେ ସିଡିଏମଓ: ଡ଼ାଃ ପ୍ରଦୀପ କୁମାର ପାତ୍ରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି ।ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନରେ ତୃଣମୂଳ ସ୍ତରରେ କାର୍ଯ୍ୟରତ ହଜାର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୧୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠ ବେତାଗୁଡ଼ା ସ୍ଥିତ ରିଜର୍ଭ ପୋଲିସ ପ୍ୟାରେଡ଼ ଗ୍ରାଉଣ୍ଡ ଠାରେ ଜିଲ୍ଲାସ୍ତରୀୟ ୬୦ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ-୨୦୨୨ ତଥା “ନିଷ୍କମକ୍ଷ ସେବା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଆରକ୍ଷୀ ଅଧିକ୍ଷକ ତଥା ହୋମ-ଗାର୍ଡ କମାଣ୍ଡେଣ୍ଟ ଏଏସପି: ଶ୍ରୀ ବାମଦେବ ସିଂହ ମୁଖ୍ୟଅତିଥି ଭାବେ ଯୋଗଦେଇ ସମ୍ମିଳିତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୧୨: ପାରଳାଖେମୁଣ୍ଡି ସ୍ଥିତ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟଳୟ ପରିସରରେ ସଂପୃକ୍ତ ବିଭାଗ ପକ୍ଷରୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓଡ଼ିଶା ସହାୟତାରେ ଏବଂ ଜିଲ୍ଲା କୃଷି ବିଜ୍ଞାନ କେନ୍ଦ୍ର ଓ ଭାରତୀୟ ପଟାସ ଲିମିଟେଡ ସହଯୋଗରେ ଜିଲ୍ଲାସ୍ତରୀୟ ବିଶ୍ଵ ମୃତ୍ତିକା ଦିବସ -୨୦୨୨ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏଡିଏ: – ସୋଏଲ କେମିଷ୍ଟ ଶ୍ରୀମତୀ ଶୁଭଶ୍ରୀ ପ୍ରିୟଦର୍ଶିନୀଙ୍କ ସଂଯୋଜନା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୧୨: ଗଜପତି ଜିଲ୍ଲାରେ ସରକାରଙ୍କ ଦ୍ବାରା ଚାଲିଥିବା ବିଭିନ୍ନ ଟସର ପ୍ରକଳ୍ପରେ ନିୟୋଜିତ ଶ୍ରମିକ ଓ ଚାଷୀ ମାନଙ୍କ ବକେୟା ମଜୁରୀ ପ୍ରଦାନ ତଥା ଅନ୍ୟାନ୍ୟ ଦାବୀ ନେଇ ଆଜି ଗଜପତି ଜିଲ୍ଲା ସେରିକଲଚର ଓ୍ଵାର୍କରସ୍ ୟୁନିଅନ୍ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଗଣ ଧାରଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ୟୁନିଅନ୍ ସଭାପତି ଶ୍ରୀ କାରୁକା ଶବରଙ୍କ ଅଧ୍ୟକ୍ଷତା\”ରେ Continue Reading