Home Posts tagged Gajapati (Page 16)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩/୧୨: ପାରଳାଖେମୁଣ୍ଡି ଠାରେ ଜିଲ୍ଲା ପ୍ରଶାସନ ଅନ୍ତର୍ଗତ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ୨୦୨୨ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରୁ ଜିଲ୍ଲାର ବିଭିନ୍ନ ବ୍ଲକାଞ୍ଚଳରୁ ଆସିଥିବା ଭିନ୍ନକ୍ଷମ ଭାଇ ଭଉଣୀ ମାନଙ୍କୁ ନେଇ ଏକ ସଚେତନତା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩/୧୨: ରାଜ୍ୟ ପୁରୁଷ ଓ ମହିଳା ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ ଓ ସ୍ୱାସ୍ଥ୍ୟ ପରିଦର୍ଶକ ମହାସଂଘ ନିର୍ଦ୍ଦେଶ କ୍ରମେ ମହାସଂଘର ଗଜପତି ଜିଲ୍ଲା ଶାଖା ପକ୍ଷରୁ ଆସନ୍ତା ୧୪ ରିଖ ଠାରୁ ୨୧ ରିଖ ପର୍ଯ୍ୟନ୍ତ ଅସହଯୋଗ ଆନ୍ଦୋଳନ ପାଇଁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଏକ ଦାବିପତ୍ର ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ାଃ ପ୍ରଦୀପ କୁମାର ପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧/୧୨: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡୀ ଗ୍ରାମ ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଏପିଜେ: ଅବଦୁଲ କଲାମ ଚାରିଟେବୁଲ୍ ଟ୍ରଷ୍ଟ , ଖଲିକୋଟ , ଶଙ୍କର ଚକ୍ଷୁ ଚିକିତ୍ସାଳୟ ସମରଝୋଳ ହିଞ୍ଜିଳିକାଟୁ ଓ ସାଇଟ ସେଭର୍ସ ଇଣ୍ଟର୍ନ୍ୟାସନାଲଙ୍କ ମିଳିତ ଆନୁକୂଲ୍ୟରେ ଏକ ମାଗଣା ଗ୍ଳୁକୋମା ଓ ପରଳ ଚକ୍ଷୁ ପରୀକ୍ଷା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ଶିବିରକୁ ମୁଖ୍ୟ ଜିଲ୍ଲା ଚିକିତ୍ସା ଓ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୧୧:ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଡିପିଆରସି: ତାଲିମ୍ କେନ୍ଦ୍ର ଠାରେ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ , ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷଙ୍କ ମିଳିତ ଆନୁକୁଲ୍ୟରେ ଚାଲିଥିବା ୧୨ ଦିନିଆ ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇ ଯାଇଛି ।ଉଦଯାପନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି: ତିରୁପତି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୦/୧୧: ଭୁବନେଶ୍ଵର ଠାରେ ମାସବ୍ୟାପୀ ଚାଲିଥିବା ଭିନ୍ନକ୍ଷମ ଶିଶୁ ଓ ଯୁବକ ମାନଙ୍କ ଆନ୍ତର୍ଜାତିକ ମହୋତ୍ସବ “ଅଞ୍ଜଳି”- ୨୦୨୨ କାର୍ଯ୍ୟକ୍ରମ ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ସିସିଡି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଭିନ୍ନକ୍ଷମ ମାନଙ୍କ ନିମନ୍ତେ ଅଞ୍ଜଳି-୨୦୨୨ , ପ୍ରତିଭା ବିକଶିତ ଓ ଅଧିକାର ଅଧିନିୟମ-୨୦୧୬ କାର୍ଯ୍ୟକାରିତା ସମ୍ପର୍କିତ ଜିଲ୍ଲାସ୍ତରୀୟ Continue Reading
Odisha News Top Stories
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୧୧: ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଆଜି ରାଜନୀତି ବିଜ୍ଞାନ ବିଭାଗ ତରଫରୁ ଏକ ପାଠଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପାଠଚକ୍ର କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡଃ ଶଙ୍କର ପ୍ରସାଦ ବକ୍ସି ପାଠଚକ୍ରରେ ଛାତ୍ରୀ ମାନଙ୍କୁ ସମ୍ବିଧାନ କଣ ଓ ତାର ମୌଳିକ ଅଧିକାର ସମେତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୧୧:ଭୁବନେଶ୍ଵର ସ୍ଥିତ ଓଡିଶା ପରିବେଶ ସମିତି ଆନୁକୁଲ୍ୟ”ରେ ଏବଂ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଆଞ୍ଚଳିକ ଶାଖା ରାୟଗଡାର ପୃଷ୍ଠ ପୋଷକତାରେ ଗଜପତି ଜିଲ୍ଲା ଗୁମ୍ମା ଓ ଗୋଷାଣୀ ବ୍ଲକ୍ ଅଞ୍ଚଳର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ମୁଖ୍ୟତଃ ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ୍ ଅନ୍ତର୍ଗତ ପାରସମ୍ଭା ଗ୍ରାମ ସ୍ଥିତ ଶ୍ରୀ ଅରବିନ୍ଦ ପୁର୍ଣ୍ଣପିଠ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୧୧: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଅଧିନସ୍ଥ୍ “ଫୋଷ୍ଟକ” ସ୍ଵୀକୃତି ପ୍ରାପ୍ତ ସ୍ୱେଚ୍ଛାସେବୀ ସଙ୍ଗଠନ “ଉତ୍ସର୍ଗ” ଆନୁକୁଲ୍ୟରେ ଖାଦ୍ୟ ନିରାପତ୍ତା ମାନକ ଓ ସ୍ବଚ୍ଛତା ସମ୍ପର୍କିତ ଏକ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୭/୧୧: ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟର ସମ୍ମୁଖ ପଡିଆ ଠାରେ ସ୍ଥାନୀୟ କଲେଜ ଓ ସ୍କୁଲ ସ୍ତରରେ ମିଳିତ ଭାବେ ୭୪ତମ ଏନସିସି ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଗଜପତି ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡ଼ଃ ରାଧାକାନ୍ତ ଭୂୟାଁ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଏନସିସି: ପତାକା ଉତ୍ତୋଳନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୧୧: ମହିଳାଙ୍କ ପ୍ରତି ହେଉଥିବା ହିଂସାକୁ ଦୂର କରିବା ପାଇଁ ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ ଗାଇବା , ନୂଆଗଡ ବ୍ଲକ୍ ବଡପଦା ସମେତ ରାୟଗଡା ଓ ଆର ଉଦୟଗିରି ପ୍ରଭୃତି ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତିର ପ୍ରେରଣା ଗୃହ ଠାରେ ସଂପୃକ୍ତ ପଞ୍ଚାୟତ ସ୍ତରୀୟ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତିକ ମହିଳା ହିଂସା ଦୂରୀକରଣ ଦିବସ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ୨୫ ନଭେମ୍ବରରୁ ଆରମ୍ଭ ହୋଇ ୨୩ ଡିସେମ୍ବର […]Continue Reading
Seo wordpress plugin by www.seowizard.org.